ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରଙ୍କୁ ହତ୍ୟା ଅଭିଯୋଗ

ସୋର ୧୪/୧୦: ଝିଅକୁ ଭଲ ପାଇ ବିବାହ କରିବା ମହଙ୍ଗା ପଡିଲା ଛାତ୍ରକୁ । ଛାତ୍ର ମୃତ୍ୟୁକୁ ନେଇ ହତ୍ୟା ଅଭିଯୋଗ ଆଣିଲେ ମା । ମାଆଙ୍କ ଅଭିଯୋଗ ଅନୁଯାୟୀ ବାଲେଶ୍ଵର ଜିଲ୍ଲା ସୋର ଥାନା ମଧୁସୂଦନ ପୁର ଡ଼ଗରା ଗ୍ରାମର ମୋହନ ମଲ୍ଲିକଙ୍କ ପୁଅ ଶୁସାନ୍ତ ମଲ୍ଲିକ ଗଣ୍ଡିବେଡ଼ କଲେଜ ଯୁକ୍ତ ଦୁଇ ପ୍ରଥମ

ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର ୧୪/୧୦ : ଆଜି ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ । କଂଗ୍ରେସ ସଭାପତି ନିର୍ବାଚନରେ ଖଡଗେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାରୁ ସେ ପ୍ରଚାର ପାଇଁ ଆଜି ଓଡିଶା ଆସୁଛନ୍ତି । ଭୁବନେଶ୍ୱର ଆସି ସେ ପିସିସି ସଭ୍ୟଙ୍କୁ ଭେଟି ତାଙ୍କୁ ଭୋଟ ଦେବାକୁ ଅନୁରୋଧ କରିବେ

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ

ବାଲେଶ୍ୱର : ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଭୁବନ ରେଞ୍ଜରେ ବିଦ୍ୟୁତ ଆଘାତରେ ଦନ୍ତା ମୃତ

କାମାକ୍ଷାନଗର ୧୪/୧୦: ରାଜ୍ୟରେ ଲୋପ ପାଇବାକୁ ବସିଛି ହାତୀ ବଂଶ । ଦୈନିକି ଦୈନିକ ଗୋଟିଏ ଲେଖାଏଁ ହାତୀ ମୃତ୍ୟୁ ହେଉଥିବା ଦେଖିବାକୁ ମିଳୁଛି । ଏବେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଥିବା ସୂଚନା । ଢେଙ୍କାନାଳ ଜିଲ୍ଲା ଭୁବନ ରେଞ୍ଜ ରାଙ୍କିଆ ଗାଁରେ ଦନ୍ତା ହାତୀର ମୃତ୍ୟୁ ହୋଇଛି ।

ବ୍ରହ୍ମପୁର ପୋଲିସ କୁ ମିଳିଛି ବଡ଼ ସଫଳତା : ବିପୁଳ ପରିମାଣର ବେଆଇନ୍ ଗୁଟଖା ଜବତ

ବ୍ରହ୍ମପୁର ୧୪/୧୦: ଗୋଳନ୍ଥରା ପୋଲିସ୍‌ର ବଡ ଧରଣର ଚଢାଉ । ହଳଦିଆପଦର ଓ ଅଟୋନଗର ବେଆଇନ୍ ଗୁଟଖା ୟୁନିଟ ଉପରେ ଚଢାଉ । ବିପୁଳ ପରିମାଣର ଗୁଟଖା, ଗୁଟଖା ସାମଗ୍ରୀ ସହ ବିଭିନ୍ନ ମେସିନ୍ ଜବତ ହୋଇଛି । ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୧୦ କୋଟି ଟଙ୍କା ହେବ ବୋଲି ଆକଳନ କରିଛି ପୋଲିସ୍

ବିରଜା ହାଟରୁ ୭ କିଲୋ ନକଲି ଟାଟା ଚା ଜବତ; ବ୍ୟବସାୟୀ ଅଟକ

ଯାଜପୁର ୧୩/୧୦: ଟାଟା କମ୍ପାନୀ ପକ୍ଷରୁ ଚଢ଼ଉ ବିରଜା ହାଟରୁ ନକଲି ଟାଟା ଚା ଜବତ। ଯାଜପୁର ଟାଉନ ଥାନା ଅନ୍ତର୍ଗତ ବିରଜା ହାଟରୁ ନକଲି ଟାଟା-ଚା ଜବତ କରାଯାଇଛି। ଏହି ଘଟଣାର ଜଣେ ବ୍ୟବସାୟୀଙ୍କୁ ଅଟକ ରଖି ଟାଉନ ପୁଲିସ ପଚରାଉଚୁରା କରୁଛି। ସୂଚନା ଅନୁସାରେ, ଯାଜପୁର ସାପ୍ତାହିକ

ଗଞ୍ଜାମ ଆଚଂଳିକ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷ ଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଟିତ…

ହିଞ୍ଜିଳିକାଟୁ ୧୪।୧୦ ହିଞ୍ଜିଳିକାଟୁ ପୌରପରିଷଦ ସଭାଗୃହରେ ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ମନୋନୀତ ଗଞ୍ଜାମ ଆଚଂଳିକ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷ ପଵିତ୍ର ମୋହନ ପାଣିଗ୍ରାହୀ ଙ୍କୁ ପୌରପାଳିକା ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ l ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁଵାସ ପଲେଈ

ରାଉରକେଲା ର ସେକ୍ଟର -14 ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ରେ ଜିଲ୍ଲା ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଚାମିୟାନସିପ…

ରାଉରକେଲା : (ବସନ୍ତ କୁମାର ଜେନା): ରାଉରକେଲା ସେକ୍ଟର -୧୪ ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ୧୭ ବର୍ଷରୁ କମ ଫୁଟବଲ ପ୍ରତିଯୋଗିତା ଅନଷ୍ଠିତ ହୋଇଯାଇଛି,ଏହାକୁ ବିଶ୍ରା ବ୍ଲକ ସ୍କୁଲ୍ ସ୍ପୋର୍ଟସ ଆସୋସିଏସନ୍ ଅନୁଷ୍ଠିତ କରିଥିଲା lଏହି ଫୁଟବଲ ପ୍ରତିଯୋଗିତା ର

ଲାଞ୍ଜିପଲ୍ଲୀ ଗୌଡ଼ବନ୍ଧ ବସ୍ତି ଉଛେଦକୁ ନେଇ ପ୍ରତିବାଦ : ପୂର୍ବତନ ମେୟର,ବିଜେପି କେଣ୍ଡେଣ୍ଟ ଓ ସାହି ବାସିନ୍ଦାଙ୍କ…

ବ୍ରହ୍ମପୁର :-ବ୍ରହ୍ମପୁର ମହାନଗର ନିଗମର ୩୭ ନମ୍ବର ୱାର୍ଡ ଲାଞ୍ଜିପଲ୍ଲୀ ଗୌଡ଼ବନ୍ଧ ବସ୍ତି ଉଚ୍ଛେଦକୁ ନେଇ ବିବାଦ ଦେଖାଦେଇଛି। ନିଗମ ତରଫରୁ ବଳପୂର୍ବକ ଘର ଭାଙ୍ଗିବା ଏବଂ ଉପଯୁକ୍ତ ଥଇଥାନ କରାଯାଇନଥିବା ଯୋଗୁ ବସ୍ତି ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଥଇଥାନ