ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା

ଭୁବନେଶ୍ୱର ୦୬।୧୦: ବିଜେଡିର ପକ୍ଷରୁ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କରାଯାଇଛି। ଦଳ ପକ୍ଷରୁ ୨୫ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେତେକ ନେତାଙ୍କୁ ୨ଟି ଲେଖାଏଁ ଜିଲ୍ଲାର ଦାୟିତ୍ବ ଦିଆଯାଇଛି। ତେବେ ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକଙ୍କୁ

ରାଜଧାନୀରେ ପୋଲିସ କ୍ବାର୍ଟରରୁ ଚୋରି

ଭୁବନେଶ୍ୱର ୦୬।୧୦ : ରାଜଧାନୀରେ ପୋଲିସ କ୍ବାର୍ଟରରୁ ଚୋରି ହୋଇଛି। ଭରତପୁର ଥାନା ଅନ୍ତର୍ଗତ ବରମୁଣ୍ଡା ବସଷ୍ଟାଣ୍ଡ ପଛପଟେ ଥିବା ହାବିଲଦାର ବାସୁଦେବ ପଣ୍ଡାଙ୍କ ସରକାରୀ କ୍ବାର୍ଟରରୁ ଚୋରି ହୋଇଛି । ଖବର ଅନୁଯାୟୀ, ପୋଲିସ କର୍ମଚାରିଙ୍କ ପାଇଁ ଥିବା ବରମୁଣ୍ଡା ଟେଲକୋ ପୋଲିସ

ରାସ୍ତାକଡରୁ ନବଜାତକ ଉଦ୍ଧାର

ଆନନ୍ଦପୁର ୦୬/୧୦: ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା । ମିଠିଗାଁ ରାସ୍ତା କଡରେ ଏକ ସଦ୍ୟଜାତ ଶିଶୁ ପୁତ୍ରକୁ ଉଦ୍ଧାର କରିଛନ୍ତି କିଛି ସ୍ଥାନୀୟ ଯୁବକ । ଶିଶୁଟିକୁ ୧୦୮ ଆମ୍ବୁଲାନ୍ସ ଯୋଗେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏବେ ଶିଶୁଟିର

ସମୁଦ୍ର ମଝିରେ ଜଳିଗଲା ମାଛଧରା ଟ୍ରଲର

ଚାନ୍ଦବାଲି ୦୬।୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଧାମରା ହୁଇଲର ଦୀପ ନିକଟରେ ଅଘଟଣ । ସମୁଦ୍ର ମଝିରେ ଜଳିଗା ମାଛଧରା ବୋଟ୍‌ । ଅଗ୍ନିକାଣ୍ଡ ପରେ ଟ୍ରଲର୍‌ଟି ବୁଡିଯାଇଛି । କିନ୍ତୁ ସୌଭାଗ୍ୟବଶଃ ସମସ୍ତ ମତ୍ସଜୀବୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଖବର ଅନୁଯାୟୀ, ଧାମରା

ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ

ପୁରୀ ୦୬।୧୦: ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ମାସରେ ଶ୍ରୀଜୀଉମାନଙ୍କ ରାଧା ଦାମୋଦର ବେଶ ହୋଇଥାଏ। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ, ଯାହା ବାଳଧୂପ ନାମରେ ପରିଚିତ। ସକାଳ

ଜଙ୍ଗଲରୁ ୨ଟି ହାତୀର ମୃତଦେହ ଠାବ

କୁଚିଣ୍ଡା ୦୬।୧୦ : ପୁଣି ୨ଟି ହାତୀର ମୃତଦେହ ଠାବ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ତିଲେଇମାଲ ପତ୍ରା ଜଙ୍ଗଲରୁ ମିଳିଛି ଦୁଇଟି ହାତୀର ମୃତଦେହ । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ବଡ଼ରମା ରେଞ୍ଜ ଭୂତେଲ ସେକ୍ସନ ତିଲେଇମାଲ ନିକଟରେ ଗୋଟିଏ ଦନ୍ତା ଓ

ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର

ରାୟଗଡ଼ା ୦୬।୧୦ : ରାୟଗଡ଼ା ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ରାୟଗଡ଼ାରୁ କୋରାପୁଟ ଯିବା ସମୟରେ ଅଧାରାସ୍ତାରେ ଏକ ବାଇକ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୬।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

ଆଜି ମେଲାଣି ନେବେ ମା, ବିଭିନ୍ନ ସ୍ଥାନରେ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର ୦୬।୧୦: ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ସେଥିପାଇଁ ଟ୍ବିନ ସିଟିରେ ବ୍ୟାପକ ଆୟୋଜନ । ଘଣ୍ଟ ଘଣ୍ଟା ସହ ପାରମ୍ପରିକ ବାଦ୍ୟରେ ଦୁଲୁକିବ ଟ୍ବିନ୍ ସିଟି । ତେବେ ବିସର୍ଜନ ପାଇଁ

ଛତିଶଗଡ଼ : ପିଲାଚୋର ସଂଦେହରେ ସାଧୁ ବେଶଧାରୀ ଲୋକଙ୍କୁ ପିଟିଲେ

ରାୟପୁର : ପିଲାଚୋର ସନ୍ଦେହରେ ପୁଣି ସାଧୁ ବସ୍ତ୍ରଧାରୀ ଲୋକଙ୍କୁ ମାଡ଼ । ଏପରି ଘଟଣା ଘଟିଛି ଛତିଶଗଡ଼ର ଦୂର୍ଗରେ । ଦୁର୍ଗ ସହରରେ ଦଶହରା ଉତ୍ସବ ଚାଲିଥିବାବେଳେ ସାଧୁମାନଙ୍କ ପରି ଲାଲବସ୍ତ୍ରଧାରୀ ୩ ଜଣ ବ୍ୟକ୍ତି ସନ୍ଦେହଜନକ ଅବସ୍ଥାରେ ବୁଲୁଥିଲେ ଓ ଛୋଟ ପିଲାମାନଙ୍କ ସହ କଥାବାର୍ତ୍ତା