କିଛି ବିଧାୟକ ଅମିତ ଶାଙ୍କ ସହ ବୈଠକ କରିଛନ୍ତି : ଗେହେଲୋଟ

ନୂଆଦିଲ୍ଲୀ: ରାଜସ୍ଥାନରେ ଗେହଲୋଟ୍‌ ଓ ପାଇଲଟଙ୍କ ମଧ୍ୟରେ ଫାଇଟ୍ ଲାଗି ରହିଛି। ଆଜି ପୁଣିଥରେ ପାଇଲଟଙ୍କୁ ଟାର୍ଗେଟ୍ କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲୋଟ୍। କିଛି କଂଗ୍ରେସ ବିଧାୟକ ଭାବୁଛନ୍ତି ଯେ ଅନ୍ୟ କାହାକୁ ଗ୍ରହଣ କରିବା ଅପେକ୍ଷା ବିଦ୍ରୋହ କରିବା ଉଚିତ୍। ତେଣୁ

ଗାନ୍ଧୀ ଜୟନ୍ତୀରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଅକ୍ଟୋବର ଦୁଇ, ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ପୂର୍ବତନ ଯଶଶ୍ୱୀ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜନ୍ମ ବାର୍ଷିକୀ। ଏଥିପାଇଁ ସାରା ବିଶ୍ୱ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆରମ୍ଭ କରି

କାନପୁରରେ ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣାରେ ୩୨ ମୃତ

କାନପୁର: ଉତ୍ତର ପ୍ରଦେଶ କାନପୁରରେ ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣାରେ ୩୨ ଜଣଙ୍କର ମୃତ୍ୟୁ ହୋଇଛି। ୩୨ ଜଣଙ୍କ ମଧ୍ୟରୁ ୨୭ ଜଣଙ୍କର ଶନିବାର ରାତିରେ ଏକ ଟ୍ରାକ୍ଟର-ଟ୍ରଲି ପୋଖରୀ ଭିତରକୁ ଓଲଟି ପଡ଼ିବାର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅଧିଂକାଶ ମହିଳା ଓ ଛୋଟ ପିଲା

ଫୋନ୍‌ରେ ହ୍ୟାଲୋ ବଦଳରେ ବନ୍ଦେ ମାତରମ କହିବା ବାଧ୍ୟତାମୁଳକଲେ ସରକାର

ମୁମ୍ବାଇ: ଫୋନ୍ ଆସିଲେ ଏବେ ଆପଣ ଆଉ ହ୍ୟାଲେ କହିପାରିବେ ନାହିଁ। ହ୍ୟାଲୋ ବଦଳରେ ଆପଣଙ୍କୁ ବନ୍ଦେ ମାତରମ କହିବାକୁ ପଡ଼ିବ। ମହାରାଷ୍ଟ୍ରରେ ଏଭଳି ନିୟମ ଲାଗୁ ହୋଇଛି। ଏନେଇ ମହାରାଷ୍ଟ୍ର ସରକାର ଗତକାଲି ନିର୍ଦ୍ଦେଶନାମା ଜାରି କରିଛନ୍ତି। ସମସ୍ତ ସରକାରୀ କର୍ମଚାରୀ, ସରକାର

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ମୋକିମ୍

କଟକ ୦୨।୧୦: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ । ORHDC ଦୁର୍ନୀତି ମାମଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୨।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ୦୨। ୧୦ : ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା । ଶେଷରେ ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ରବିବାର ସକାଳୁ କଟକ ସ୍ଥିତ ଶାଶୂ ଘର ଛାଡିଛନ୍ତି ଅଭିନେତ୍ରୀ ବର୍ଷା । କୋର୍ଟଙ୍କ ନିର୍ଦ୍ଦେଶ ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି । ଖବର ଅନୁଯାୟୀ, ଅକ୍ଟୋବର ୩୦

ପୀଠରେ ଆଜି ମହାଅଷ୍ଟମୀ ପୂଜା, ମଣ୍ଡପରେ ମହାସପ୍ତମୀ

ଜଗତସିଂହପୁର ୦୨।୧୦ : ରବିବାର ବିଭିନ୍ନ ଶକ୍ତି ପୀଠରେ ପାଳିତ ହେଉଛି ପବିତ୍ର ମହାଷ୍ଟମୀ । ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଷୋଳ ପାର୍ବଣର ଆଜି ଅନ୍ତିମ ଦିବସ । ସେହିପରି ଭାବରେ ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା’ ଶାରଳାଙ୍କ ପୀଠରେ ପାଳିତ ହୋଉଛି ମହାଷ୍ଟମୀ । ତେବେ ଆଜି ମା’

ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ

ଲମତାପୁଟ ୦୨।୧୦ : ପୋଲିସକୁ ପୁଣି ସଫଳତା । କାର୍‌ରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରୁ ବାହାର ରାଜ୍ୟକୁ ଗଞ୍ଜେଇ ଚୋରାଚାଲାଣ ବେଳେ ୩ ଜଣଙ୍କୁ ମାଡ଼ିବସିଲା ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ମାଛକୁଣ୍ଡ ପୋଲିସ ଏକ ସ୍ଵତନ୍ତ୍ର ଟିମ୍ ଗଠନ କରି ଯଲାପୁଟ

ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌

ଭୁବନେଶ୍ୱର ୦୨।୧୦ : ପାର୍ବଣ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା କଟକଣା ଜାରି କରାଯାଇଥିଲେ ମଧ୍ୟ ରାଜଧାନୀର କିଛି ବାର୍ ଏହାକୁ ଉଲ୍ଲଂଘନ କରୁଥିବାର ଦେଖିବାକୁ ମିଳିଛି। ସବୁଦିନିଆ ଚେକିଂ ପରେ ମଧ୍ୟ ବାଟକୁ ଆସୁନାହାନ୍ତି ବାର୍ ମାଲିକ। ରାତି ୧୨ଟାପରେ ବାର୍ ଚେକିଂରେ ପୋଲିସ ନକେଦାମ।