ଆଇସିସି ଟ୍ବେଣ୍ଟି-୨୦ ବିଶ୍ବକପ : ବିଜେତା ଦଳକୁ ମିଳିବ ୧୩ କୋଟି

ଦୁବାଇ  : ଅଷ୍ଟ୍ରେଲିଆରେ ଆସନ୍ତା ଅକ୍ଟୋବର ୧୬ରୁ ନଭେମ୍ବର ୧୩ ପର୍ଯ୍ୟନ୍ତ ଆଇସିସି ଟ୍ବେଣ୍ଟି-୨୦ ବିଶ୍ବକପ ଖେଳାଯିବ। ଉକ୍ତ ଟୁର୍ଣ୍ଣାମେଣ୍ଟର ବିଜେତା ଦଳକୁ ୟୁଏସ୍‌ଡି ୧.୬ ମିଲିୟନ ଡଲାର (ଭାରତୀୟ ମୁଦ୍ରରେ ୧୩କୋଟି ) ଟଙ୍କା ମିଳିବ । ଏ ନେଇ ଆଇସିସି ପରିଚାଳନା ପରିଷଦ ପକ୍ଷରୁ ଶୁକ୍ରବାର

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ : ଓହରିଲେ ଦିଗବିଜୟ

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଆଜି ହେଉଛି ଅନ୍ତିମ ଦିନ। ଶେଷ ଦିନର ଅଧ୍ୟକ୍ଷ ନିର୍ବାଚନକୁ ନେଇ ଲଢ଼େଇ ଜୋରଦାର ହେବାକୁ ନେଇ ଚର୍ଚ୍ଚା ମଧ୍ୟରେ ଏକ ରୋଚକ ଦୃଶ୍ୟ ସାମ୍ନାକୁ ଆସିଛି। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପାଇଁ ରେସରେ ଥିବା ଅଶୋକ

ଶ୍ରୀକ୍ଷେତ୍ରରେ ମା ବିମଳାଙ୍କ ମହାସପ୍ତମୀ ପୂଜା

ପୁରୀ ୦୧।୧୦ : ଶାରଦୀୟ ଦୁର୍ଗା ପୂଜା ନେଇ ଉତ୍ସବ ମୁଖର ଶ୍ରୀକ୍ଷେତ୍ର। ପବିତ୍ର ମୂଳାଷ୍ଟମୀ ଠାରୁ ସହରର ବିଭିନ୍ନ ଦେବୀ ପୀଠ ଗୁଡିକରେ ଶୋଡଷ ଉପଚାର ପୂଜା ଚାଲିଥିବା ବେଳେ ଆଜି ଦେବୀ ପୀଠ ଗୁଡିକରେ ମହାସପ୍ତମୀ ମହାଡମ୍ବର ରେ ପାଳନ ହେଉଛି। ସେହିପରି ଶ୍ରୀମନ୍ଦିରରେ ମା ବିମଳାଙ୍କ

ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ପୁରୀ ୦୧।୧୦ : ନିଖୋଜ ଯୁବକଙ୍କ ମୃତଦେହ ଠାବ । ପୁରୀ ପେଣ୍ଠକଟା ସମୁଦ୍ରକୂଳରୁ ମିଳିଲା ମୃତଦେହ । ମୃତକ ପଶ୍ଚିମବଙ୍ଗ ତାରକେଶ୍ୱର ପାଲିର ସମ୍ରାଟ ମଣ୍ଡଲ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଶୁକ୍ରବାର ସମୁଦ୍ରରେ ସ୍ନାନ କରୁଥିବା

ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ

ପୁରୀ: ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ବେଢା ପରିକ୍ରମା ସହ ବିଭିନ୍ନ ପାର୍ଶ୍ବ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଛନ୍ତି ପାଣ୍ଡିଆନ। ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ଆଲୋଚନା କରିଥିବା

ମା’ ବିରଜା ଦେବୀଙ୍କ ପୀଠରେ ଚାଲିଛି ଷୋଡଶ ଉପଚାର ପୂଜା

ଯାଜପୁର ୦୧/୧୦: ମା’ ବିରଜା ଦେବୀଙ୍କ ଷୋଡଶ ଉପଚାର ପୂଜା ଚାଲିଥିବା ବେଳେ ନଵଦିନାତ୍ମକ ପୂଜା ଚାଲିଛି । ନଵଦିନାତ୍ମକର ଆଜି ହେଉଛି ସପ୍ତମୀ ପୂଜା । ସପ୍ତମୀ ପୂଜାରେ ମାଙ୍କ ପାଦ ସ୍ପର୍ଶ ସହ ମୁଖ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଛି । ଗତକାଲି ଓ ଆଜିର ପୂଜା କାର୍ଯ୍ୟକୁ

EEVE ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ

ଚଣ୍ଡିଖୋଲ: ବ୍ୟାଟେରୀ ଚାଳିତ ଗାଡି EEVE ର ମ୍ୟାନୁଫ୍ୟାକଚରିଂ ୟୁନିଟରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ବଡ଼ଚଣା ଠାରେ ଥିବା ଇଭିଇ ବିଦ୍ୟୁତ ସ୍କୁଟି ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୧।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୦୧/୧୦: କରୋନା ଡର କମିଛି । ଦୀର୍ଘ ୨ ବର୍ଷ ପରେ ଦଶହରା ଉତ୍ସବ ପାଳନ ପାଇଁ ସବୁ ଅପେକ୍ଷା କରିଛନ୍ତି । କିନ୍ତୁ, ସବୁ ଆଶା ଓ ଉତ୍ସାହକୁ ପାଣିଚିଆ କରିଦେବ ପାଣିପାଗ । ବର୍ଷା ପ୍ରତିଦିନ ହେଉଛି । ଆଗକୁ ଆହୁରି ବଢ଼ିବ । ଏମିତିକି ଆସନ୍ତା ନବମୀ ଓ ଦଶମୀ ଦିନ ପ୍ରବଳ ବର୍ଷା

ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ

ସାନଖେମୁଣ୍ଡି ୦୧/୧୦: ଗଞ୍ଜାମ ଜିଲ୍ଲାର ପାଟପୁର ଥାନା ପୋଲିସ ୧୧ ମାମଲାରେ ଜବତ ଗଞ୍ଜେଇକୁ ପୋଡ଼ି ନଷ୍ଟ କଲା । ଜିଲ୍ଲା କୋର୍ଟର ନିର୍ଦ୍ଦେଶକ୍ରମେ ପାଟପୁର ଥାନା ପୋଲିସ ପକ୍ଷରୁ ପୂର୍ବରୁ ବେଆଇନ ଭାବେ ୧୦ କ୍ୱିଣ୍ଟାଲରୁ କମ ଓଜନର ବହୁ ମାମଲାରେ ଜବତ ହୋଇଥିବା ଗଞ୍ଜେଇକୁ ପୋଡ଼ି ନଷ୍ଟ