Sign in
Sign in
Recover your password.
A password will be e-mailed to you.
ଜଷ୍ଟିସ୍ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
କଟକ ୩୦/୦୯: ଜଷ୍ଟିସ୍ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି । ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ସିଂହ ।
୧୯୬୧ ମହିହା ଫେବୃଆରୀ ୨୧ ତାରିଖରେ ରୋହତକରେ!-->!-->!-->…
ଛତିଶଗଡରେ ୪ ଓଡ଼ିଆଙ୍କୁ କୁରାଢୀରେ ହାଣି ନିର୍ମମ ହତ୍ୟା
କଣ୍ଟାବାଞ୍ଜି ୩୦/୦୯: ଛତିଶଗଡ଼ରେ ୪ ଓଡ଼ିଆଙ୍କୁ ନିର୍ମମ ହତ୍ୟା । ଦୁର୍ଗ ଜିଲ୍ଲା କୁହ୍ମାରି ନିକଟ ଅକେଳି ଗାଁରେ ରହୁଥିବା ୪ ଓଡ଼ିଆଙ୍କୁ ହତ୍ୟା କରାଯାଇଛି । ଏମାନେ ସବୁ ହେଲେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଥାନା ଦେଢଗାଁର ଏକ ପରିବାରର ୪ ସଦସ୍ୟ । ତେବେ ଏମାନଙ୍କୁ!-->…
ନିର୍ବାଚିତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେଲେ ବିଜେଡି ସୁପ୍ରିମୋ
ଭୁବନେଶ୍ୱର ୩୦/୦୯: ପଦଯାତ୍ରା ପ୍ରସ୍ତୁତି ବୈଠକରେ ନିର୍ବାଚିତ ପ୍ରତିନିଧିଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମନ୍ତ୍ର । ଜନସମ୍ପର୍କ ପଦଯାତ୍ରାରେ ସଫଳ କରିବାକୁ ଆପଣ ଯେଉଁ ଯୋଜନା କରିଛନ୍ତି ସ୍ଵାଗତ କରୁଛି । ବିଜେଡ଼ି ଏକ ଆଞ୍ଚଳିକ ଦଳ । ଏକ ଆଞ୍ଚଳିକ ଦଳ ଭାବେ ଓଡ଼ିଶାର ସ୍ଵାର୍ଥ!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୦୩ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୩୦/୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ମଦପିଇ ମାତାଲ ହୋଇ ସ୍କୁଲରେ ଗଡୁଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ
ସୁନ୍ଦରଗଡ ୩୦/୦୯: ବିଦ୍ୟାଳୟକୁ କୁହାଯାଏ ଶିକ୍ଷାର ମନ୍ଦିର । ପିଲାମାନେ ନିଜର ଭାଗ୍ୟ ପରୀକ୍ଷା କରିବାକୁ ଏଠାକୁ ଆସିଥାନ୍ତି । କିନ୍ତୁ ଯଦି ପାଠ ପଢାଉଥିବା ସାର୍ ନିଶାରେ ରହିବେ ତେବେ ପିଲାଙ୍କୁ ପାଠ ପଢାଇବ କିଏ ? ଏଭଳି ଏକ ଚିତ୍ର ସାମ୍ନାକୁ ଆସିଛି ଯେଉଁଠି ଶିକ୍ଷକ ମଦ ପିଇ ଆସନ୍ତି ଓ!-->…
ମହାପ୍ରଭୁଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା
ପୁରୀ ୩୦/୦୯: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଗତକାଲି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସକାଳୁ ଶ୍ରୀ ନଡ୍ଡାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର!-->…
ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ଭଞ୍ଜନଗର ୩୦/୦୯: ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଣଙ୍କ ହେଉଛନ୍ତି ବିଷ୍ଣୁ ଚରଣ ସାହୁ ।
ଗଞ୍ଜାମର ୭ଟି ସ୍ଥାନରେ!-->!-->!-->…
ବଡ଼ ମେଡ଼ିକାଲ କୋଠାର ପଛରେ କ୍ଷତବିକ୍ଷତ ଅବସ୍ଥାରେ ରୋଗୀଙ୍କ ମୃତ ଶରୀର
.ବ୍ରହ୍ମପୁର : ବଡ଼ ମେଡ଼ିକାଲରେ ଗୋଟିଏ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ଚିକିତ୍ସିତ ହେଉଥିବା ରୋଗୀଙ୍କ ମୃତ ଶରୀର ମେଡିକାଲ୍ କୋଠା ର ପଛରେ କ୍ଷତ ବିକ୍ଷତ ଅବସ୍ତାରେ ପଡ଼ିଥିବା ଦେଖିବାକୁ ମିଳିଛି । ଏଭଳି ଭବନୀୟ ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁର ଏମ.କେ.ସି.ଜି ମେଡିକାଲ ପରିସରରେ!-->…
ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲା ଟୁଙ୍ଗୁରୁ ଭୋଳ
ଭୁବନେଶ୍ୱର ୩୦/୦୯: ବହୁ ଚର୍ଚ୍ଚିତ ଟୁଙ୍ଗୁରୁ-ବର୍ଷା ପ୍ରେମ କାହାଣୀରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ବର୍ଷାଙ୍କୁ ବଳାତ୍କାର କରିବା ସହ ଧମକଚମକ ଦେବା ଅଭିଯୋଗରେ ଭରତପୁର ଥାନା ପୋଲିସ ୨୧ ବର୍ଷୀୟ ଟୁଙ୍ଗୁରୁ ଓରଫ ଆଲୋକ ଭୋଳକୁ ଗିରଫ କରିଛି । ଟୁଙ୍ଗୁରୁ ଘର ଗଞ୍ଜାମ ହିଞ୍ଜିଳିକାଟୁ ଥାନା!-->…
ଗାଁ ସାଥୀ ସଂଘର ୭ ଦଫା ଦାବି ପୂରଣ ନିମନ୍ତେ ଦାବୀପତ୍ର
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗାଁସାଥୀ (ମେଟ୍) ସଂଘ ମିଳିତ କ୍ରିଯାନୁଷ୍ଠାନ କମିଟିର ପ୍ରମୁଖ କର୍ମକର୍ତ୍ତା ଏବଂ ସଭ୍ୟ ସଭ୍ୟା ମାନେ ଏକ ଶୋଭାଯାତ୍ରାରେ ବାହାରି କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ କନ୍ଧମାଳ ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ!-->…