କାଶ୍ମୀର ଟାଇମ୍ସ ଅଫିସରେ ଚଢଉ: ବନ୍ଧୁକ ଓ ଗୁଳି ଜବତ କଲା ପୁଲିସ

ଜାମ୍ମୁ କାଶ୍ମୀର: ‌ଜାମ୍ମୁ-କାଶ୍ମୀର ପୁଲିସର ଷ୍ଟେଟ୍ ଇନଭେଷ୍ଟିଗେସନ ଏଜେନ୍ସି(ଏସଆଇଏ) ଗୁରୁବାର ସକାଳେ ଜାମ୍ମୁସ୍ଥିତ କାଶ୍ମୀର ଟାଇମ୍ସ ଖବରକାଗଜ ମୁଖ୍ୟ କାର୍ଯ୍ୟାଳୟରେ ଚଢଉ କରିଛି। ଚଢଉରେ କାର୍ଯ୍ୟାଳୟରୁ ଏକେ ରାଇଫଲ୍ସ, ପିସ୍ତଲ ଗୁଳି ଓ ହ୍ୟାଣ୍ଡ ଗ୍ରେନେଡର ପିନ୍ ଜବତ ହୋଇଛି। କାଶ୍ମୀର

୫ ଶାବକ ଜନ୍ମ ଦେଲା ଚିତା ମୁଖୀ

ନୂଆଦିଲ୍ଲୀ:  ‌କୁନୋ ଜାତୀୟ ଉଦ୍ୟାନରୁ ଗୁରୁବାର ପୁଣି ଖୁସିଖବର ଆସିଛି। ଏଠାରେ ପ୍ରଥମ ଭାରତୀୟ ମାଈ ଚିତା ମୁଖୀ ୫ ଶାବକଙ୍କୁ ଜନ୍ମ ଦେଇଛି। ଭାରତରେ ଜନ୍ମିତ ୩୩ ମାସର ଚିତା ମୁଖୀ ମା’ ହେବା ‘ଚିତା ପ୍ରକଳ୍ପ’ର ବଡ ଉପଲବ୍ଧି କୁହାଯାଉଛି। ଶାବକ ଜନ୍ମ ନେଇ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ

ଦିଲ୍ଲୀ କାର ବିସ୍ଫୋରଣ ମାମଲା: ଛାତ୍ରଛାତ୍ରୀଙ୍କଠାରୁ ୪୧୫ କୋଟି ଠକିଛି ଅଲ୍‌ ଫଲାହ

ନୂଆଦିଲ୍ଲୀ: ଦିଲ୍ଲୀ କାର ବିସ୍ଫୋରଣ ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଘଟଣା ପଛର ଷଡ଼ଯନ୍ତ୍ରକାରୀମାନେ ହରିୟାଣାର ଅଲ ଫଲାହ ବିଶ୍ଵବିଦ୍ୟାଳୟରୁ ଅଧ୍ୟୟନ କରିଥିବାବେଳେ ଏହି ଶିକ୍ଷାନୁଷ୍ଠାନ ଶିକ୍ଷା ଆଢୁଆଳ​‌ରେ ‘ହ୍ବାଇଟ୍ କଲାର ଟେରର ମଡ୍ୟୁଲ’ ଅର୍ଥାତ ଆତଙ୍କବାଦ ପାଇଁ

ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କଲା ଇଡି

ନୂଆଦିଲ୍ଲୀ: ‌ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବ୍ୟବସାୟୀ ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରିଛି। ଏହି ଚାର୍ଜସିଟ ଇଂଲଣ୍ଡର ଡିଫେନ୍ସ ଡିଲର ସଞ୍ଜୟ ଭଣ୍ଡାରୀଙ୍କ ସହ ଜଡିତ ଅର୍ଥ ହେରଫେର ମାମଲାରେ ଦାୟର ହୋଇଛି। ବିଦେଶୀ ସମ୍ପତ୍ତି ଓ ଅବୈଧ ଆର୍ଥିକ ନେଣଦେଣର ପୁରୁଣା ଅଭିଯୋଗର

ଅଲ୍-ଫଲାହ ବିଶ୍ୱବିଦ୍ୟାଳୟରୁ ୧୦ ନିଖୋଜ: ଇଡି

ନୂଆଦିଲ୍ଲୀ: ଦିଲ୍ଳୀ ବିସ୍ଫୋରଣ ଘଟଣାର ତଦନ୍ତ କରି ବଡ଼ ସୂଚନା ଦେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଇଡି ଦାବି କରିଛି ଯେ ଅଲ୍‌-ଫଲାହ ଅଧ୍ୟକ୍ଷ ବିଦେଶ ପଳାଇବାକୁ ଚେଷ୍ଟା କରୁଥିଲେ ଏବଂ ବିଶ୍ୱବିଦ୍ୟାଳୟରୁ ୧୦ ଜଣ ନିଖୋଜ ଅଛନ୍ତି । ଦିଲ୍ଲୀ ବିସ୍ଫୋରଣରେ ସମ୍ପୃକ୍ତ

ଗ୍ରେଟର ନୋଏଡାରେ ୩ ମହଲା କୋଠା ଭୁଶୁଡି ଚାଲିଗଲା ୪ ଜୀବନ

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ତିନି ମହଲା ବିଶିଷ୍ଟ ଏକ କୋଠାର ସେଟରିଂ ହଟାଇବା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଏବଂ ଏନଡିଆରଏଫ ଟିମ୍ ସହାୟତାରେ ସାତ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ତିନି ମହଲା କୋଠାର ସେଟରିଂ ହଟାଇବା ସମୟରେ ଚାରି ଜଣ

୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର

ବିହାର : ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସମ୍ରାଟ ଚୌଧୁରୀ, ବିଜୟ

ୟୁକ୍ରେନ୍ ଉପରେ ଋଷର ଆକ୍ରମଣ, ୧୬ ମୃତ

କିଭ୍ : ମଙ୍ଗଳବାର ରାତିରେ ୟୁକ୍ରେନୀୟ ବାୟୁସେନା କହିଛି ଯେ ରୁଷ ରାତାରାତି ୪୭୬ ୟୁକ୍ରେନୀୟ ଲକ୍ଷ୍ୟସ୍ଥଳ ଉପରେ ନକଲି ଡ୍ରୋନ୍ ଆକ୍ରମଣ ଏବଂ ବିଭିନ୍ନ ପ୍ରକାରର ୪୮ଟି କ୍ଷେପଣାସ୍ତ୍ର ଚଳାଇଛି । ଏହି ଆକ୍ରମଣରେ ୧୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୭ ଜଣ ଆହତ ହୋଇଥିବା ଅଧିକାରୀମାନେ

ଝାରସୁଗୁଡାରୁ ଛତିଶଗଡ଼ ଗସ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଝାରସୁଗୁଡା: ଝାରସୁଗୁଡା ବିମାନ ବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ

ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର: ବିଏମସି କମିସନର

ଭୁବନେଶ୍ବର : ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର । ଭୁବନେଶ୍ବର ସାଲିଆସାହି ଉଛେଦ ନେଇ ବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଯେଉଁମାନେ ଯୋଗ୍ୟ ସେମାନଙ୍କୁ ମିଳିବ ଘର । ଯୋଗ୍ୟ ହିତାଧିକାରୀ ଘର ପାଇବାରୁ ଆଦୌ ବଞ୍ଚିତ ହେବେ ନାହିଁ । ଏବେ