ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୭।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା

ରାଉରକେଲା ୨୭।୦୯ : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି । ଖବର ଅନୁଯାୟୀ, ସୋମବାର ବିଳମ୍ବିତ

ନବରାତ୍ରର ଦ୍ୱିତୀୟ ଦିନରେ ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା

ଭୁବନେଶ୍ୱର ୨୭/୦୯: ଶାରଦୀୟ ନବରାତ୍ର ପର୍ବର ୨ୟ ଦିନ ମାତା ବ୍ରହ୍ମଚାରିଣୀଙ୍କ ପୂଜାର୍ଚ୍ଚନା କରାଯାଏ । ସାଧକ ଏହି ଦିନ ମା’ଙ୍କ ଚରଣରେ ମନ ଲଗାଇଥାନ୍ତି । ବ୍ରହ୍ମର ଅର୍ଥ ତପସ୍ୟା ଏବଂ ଚାରିଣୀର ଅର୍ଥ ଆଚରଣକାରୀ (ସ୍ତ୍ରୀଲିଙ୍ଗ) । ବ୍ରହ୍ମଚାରିଣୀର ଅର୍ଥ ତପ ଆଚରଣକାରୀ (ସ୍ତ୍ରୀଲିଙ୍ଗ) ।

ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା

ଭୁବନେଶ୍ୱର ୨୭।୦୯ : ଏଥର ଦଶହରାକୁ ଭିଜାଇବ ବର୍ଷା । ଆସନ୍ତା ୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ପ୍ରଭାବରେ ପୂଜା ସମୟରେ ପ୍ରବଳ ବର୍ଷା ହେବ । ୨ ଓ ୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷିବ ବୋଲି ସୋଆ ପରିବେଶ ଓ

୩ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୭।୦୯: ବୁଧବାର ଆଇ.ଟି. ହବ୍ ବେଙ୍ଗାଲୁରୁରେ ହେବ ନିବେଶକ ସମ୍ମିଳନୀ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ନିବେଶକମାନଙ୍କ ସହ ସିଧାସଳଖ ଆଲୋଚନା କରିବେ। ଏନେଇ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଦିନ ଗୋଟାଏ ୪୫ରେ ୩ ଦିନିଆ ଗସ୍ତରେ ବେଙ୍ଗାଲୁରୁ ଯିବେ। ତେବେ

ଚତୁର୍ଥ ଦିନରେ ଗଞ୍ଜାମ ଜିଲ୍ଲାରେ ଅହିଂସା ରଥ ପରିଭ୍ରମଣ – ସତ୍ୟ,ଶାନ୍ତି ଓ ଅହିଂସାର ବାର୍ତ୍ତା ସାରା ରାଜ୍ୟରେ…

ଛତ୍ରପୁର ତା.୨୬.୦୯.୨୦୨୨ ପରାଧୀନ ଭାରତ ବର୍ଷକୁ ସ୍ବାଧୀନ କରିବା ପାଇଁ ଆମର ପୂର୍ବ ସୂରୀ ମାନେ ଯେଉଁ ଅସୀମ ତ୍ୟାଗ ଓ ବଳୀଦାନ ଦେଇ ଯାଇଛନ୍ତି ତାହାକୁ ଉତ୍ତର ପିଢୀଙ୍କ ନିକଟରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କର ସୁନ୍ଦର ପରିକଳ୍ପନା ହେଉଛି ଅହିସା ରଥ । ସ୍ବାଧୀନତାର ସଫଳ ତଥା ସ୍ବତନ୍ତ୍ର

ବିଭିନ୍ନ ଥାନାରେ ହୋମଗାର୍ଡ ସଙ୍ଘର କର୍ମକର୍ତ୍ତା ଚୟନ ବୈଠକ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ହୋମଗାଡ ମହାସଂଘ ଆଲୋଚନା କ୍ରମେ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ଅଧୀନରେ ଥିବା , ବେଲଘର, ତୁମୁଡିବନ୍ଧ ଓ କୋଟଗଡ଼ ଥାନା ମାନଙ୍କରେ ହୋମଗାର୍ଡ ସଂଘ କର୍ମକର୍ତ୍ତା ଚୟନ ବୈଠକ ଅନୁଷ୍ଟିତ ହୋଇଯାଇଛି l କନ୍ଧମାଳ ଜିଲ୍ଲା ହୋମଗାର୍ଡ

ଏନୟାଇକେ ପକ୍ଷରୁ ଜିଲ୍ଲାସ୍ତରୀୟ କବିତା ପାଠୋତ୍ସବ ପ୍ରତିଯୋଗୀତା ଅନୁଷ୍ଠିତ

ଫୁଲବାଣୀ (୨୬/୦୯) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଆଇଟିଡିଏ ସମ୍ମିଳନୀ କକ୍ଷଠାରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ କବିତା ପାଠୋତ୍ସବ ପ୍ରତି ଯୋଗିତାରେ ବିଚାରପତି ରୂପେ ଜିଲ୍ଲା ଲେଖକ ସାମୁଖ୍ୟ ସଭାପତି ତଥା ଆଇନଜୀବୀ ରବୀନ୍ଦ୍ର ନାଥ ମିଶ୍ର, ବିଶିଷ୍ଟ କବୟିତ୍ରୀ ତଥା

ପ୍ରଧାନମନ୍ତ୍ରୀଙ୍କ ୭୨ତମ ଜନ୍ମତିଥି ଉପଲକ୍ଷେ ସୁନ୍ଦରଗଡ଼ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର…

ସୁନ୍ଦରଗଡ଼ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରାଷ୍ଟ୍ରୀୟ ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ମାସ ୧୭ ତାରିଖରୁ ଅକ୍ଟୋବର ୦୨ ତାରିଖ ପର୍ଯ୍ୟନ୍ତ "ସେବା ସପ୍ତାହ" ସମଗ୍ର ଦେଶରେ ପାଳିତ ହେଉଅଛି। ଏହି ପରିପ୍ରେକ୍ଷୀରେ ଆଜି ସୁନ୍ଦରଗଡ଼ ଯୁବାମୋର୍ଚ୍ଚା ଜିଲ୍ଲା

ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଲାଠିକଟା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି…

ସୁନ୍ଦରଗଡ଼/ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଲାଠିକଟା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ରାଉରକେଲା ଏସପି ମୁକେଶ କୁମାର ଭାମୁ ଉପସ୍ଥିତ ରହି ସାଧାରଣ ଲୋକଙ୍କ ଆପତ୍ତି, ଅଭିଯୋଗ