ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ: ଭୁବନେଶ୍ବରରେ ପହଞ୍ଚିଲେ ଭିଲ୍‌ୱାରା କିଙ୍ଗ୍ସ ଓ ମଣିପାଲ ଟାଇଗର୍ସ

ଭୁବନେଶ୍ବର:: କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟର ଏକ ଲିଗ୍‌ ମ୍ୟାଚ ସେପ୍ଟେମ୍ବର ୨୬ରେ ଖେଳାଯିବ। ଏଥି ପାଇଁ ବାରବାଟୀ ଷ୍ଟାଡ଼ିୟମ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି। ଲିଜେଣ୍ଡ୍ସ ଲିଗ କ୍ରିକେଟରେ ଅଂଶ ଗ୍ରହଣ କରିବାକୁ ଥିବା ୨ଟି ଟିମ ଆଜି ଭୁବନେଶ୍ବରରେ ଆସି

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଆର୍ଯ୍ୟଦାନ୍ ମହମ୍ମଦଙ୍କ ପରଲୋକ

ତିରୁଅନନ୍ତପୁରମ୍: କେରଳର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଆର୍ଯ୍ୟଦାନ୍ ମହମ୍ମଦଙ୍କ ପରଲୋକ ଘଟିଛି। ରବିବାର କୋଝିକୋଡସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ୮୭ ବର୍ଷୀୟ ଆର୍ଯ୍ୟଦାନ୍ ​‌ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ତିନିଥର ମନ୍ତ୍ରୀ ହୋଇଥିବା ମହମ୍ମଦ ଗତ ଏକ ସପ୍ତାହ ଧରି

‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ଚିତାର କଥା

ନୂଆଦିଲ୍ଲୀ: ‘ମନ୍ କୀ ବାତ୍’କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଭାରତୀୟ ଦର୍ଶନତତ୍ତ୍ୱ ନେଇ ଶିକ୍ଷା ଦେଇଥିଲେ

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ନେଇ ଛକାପଞ୍ଝା : ବାଚସ୍ପତି, ବିଧାୟକଙ୍କୁ ଭେଟିଲେ ପାଇଲଟ

ଜୟପୁର : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଶାସକ କଂଗ୍ରେସ ଦଳ ମଧ୍ୟରେ ଛକାପଞ୍ଝା ଜାରି ରହିଛି। ବର୍ତ୍ତମାନ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଥିବା ଅଶୋକ ଗେହଲଟ୍‌ କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବାରୁ ତାଙ୍କ ସ୍ଥାନରେ କିଏ ମୁଖ୍ୟମନ୍ତ୍ରୀ ହେବ ତାହାକୁ ନେଇ

ମୋଦୀଙ୍କୁ ଆକ୍ରମଣ ପାଇଁ ଯୋଜନା କରିଥିଲା ପିଏଫ୍‌ଆଇ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଗତ ଜୁଲାଇ ୧୨ରେ ଆକ୍ରମଣ ପାଇଁ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ଯୋଜନା କରିଥିଲା ବୋଲି ସୂଚନା ଦେଇଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) । ଜୁଲାଇ ୧୨ରେ ମୋଦୀ ବିହାରର ପାଟନାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ

ବାଂଲାଦେଶରେ ଓଲଟିଲା ଡଙ୍ଗା, ୨୩ ଜଣଙ୍କ ମୃତ୍ୟୁ, ୪୦ରୁ ଉର୍ଦ୍ଧ୍ୱ ନିଖୋଜ

ଢ଼ାକା : ବାଂଲାଦେଶରେ ଘଟି ଯାଇଛି ଏକ ମର୍ମନ୍ତୁଦ ଘଟଣା । ଏକ ଡଙ୍ଗା ଓଲଟି ପଡିବାରୁ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ବ୍ୟକ୍ତି ନିଖୋଜ ଥିବା ଜଣାଯାଇଛି । ଏହି ସମସ୍ତ ଯାତ୍ରୀ ବାଦେଶାରୀ ହିନ୍ଦୁ ମନ୍ଦିର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଉଦ୍ଧାର କାର୍ଯ୍ୟ

ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲା : ତଦନ୍ତ ଉପରେ ସନ୍ଦେହ, ଅନ୍ତିମ ସଂସ୍କାର କରିବାକୁ ମନା କଲେ ପରିବାର

ନୂଆଦିଲ୍ଲୀ : ସାମ୍ନାକୁ ଆସିଲା ଉତ୍ତରାଖଣ୍ଡର ଅଙ୍କିତା ଭଣ୍ଡାରୀଙ୍କ ପ୍ରାଥମିକ ପୋର୍ଷ୍ଟମର୍ଟମ ରିପୋର୍ଟ । ପାଣିରେ ବୁଡି ଅଙ୍କିତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ସହ ତାଙ୍କ ଶରୀରରେ ମାଡ଼ ଯୋଗୁ କ୍ଷତ ଚିହ୍ନ ରହିଥିବା ରିପୋର୍ଟରେ ଜଣାପଡିଛି । ତେବେ ଫାଇନାଲ ରିପୋର୍ଟ ଏଯାଏ

ଖୁବ ଶୀଘ୍ର ତାଳଚେର, ଅନୁଗୋଳ ଓ ଢ଼େଙ୍କାନାଳ ଦେଇ କୋଲକାତାକୁ ଗଡିବ ନୂଆ ଟ୍ରେନ: ଧର୍ମେନ୍ଦ୍ର

ସମ୍ବଲପୁରରୁ କୋଲକାତା ଗଡିବ ଟ୍ରେନ । ତାଳଚେର, ଅନୁଗୋଳ ଓ ଢେଙ୍କାନାଳ ଦେଇ କୋଲକାତାକୁ ଚଳାଚଳ କରିବ। କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର ମଞ୍ଚେଶ୍ୱର ଷ୍ଟେସନରୁ ଟ୍ରେନ୍‌ ଯୋଗେ ଏକ ସ୍ୱତନ୍ତ୍ର ବଗିରେ ପୂର୍ବତଟ ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଅନୁଗୋଳ ଓ ଢେଙ୍କାନାଳ ଗସ୍ତ କରିଥିଲେ।

ଡାକ୍ତରଙ୍କ ଚିକିତ୍ସା ଅବହେଳା ଯୋଗୁଁ ରୋଗୀର ମୃତ୍ୟୁ ଅଭିଯୋଗ

ନବରଙ୍ଗପୁର: ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ,ଡାକ୍ତରଙ୍କ ଅବହେଳା ନେଇ ଅଭିଯୋଗ ଆଣିଲେ ପରିବାର ଲୋକେ । ପାପଡାହାଣ୍ଡି ବ୍ଲକ ପୋକନା ଗୁଡା କାଜୁ ବାଡ଼ ନିକଟରେ ଲାଇବନ ମୁଦୁଲିଙ୍କ ଦୁର୍ଘଟଣା ହୋଇଥିଲା। ଆହତ ଅବସ୍ଥାରେ ତାଙ୍କୁ ମେଡିକାଲ ଅଣାଯାଇଥିଲା କିନ୍ତୁ ଡାକ୍ତରଙ୍କ ଚିକିତ୍ସା

ଆତ୍ମହତ୍ୟା ପାଇଁ ଧମକ ଦେଇ ନବୀନ ନିବାସ ସମ୍ମୁଖ ଥିବା ଗଛରେ ଚଢ଼ିଗଲେ ମହିଳା

ଭୁବନେଶ୍ୱର: ରବିବାର ଅପରାହ୍ନରେ ନବୀନ ନିବାସ ନିକଟରେ ଥିବା ଏକ ଗଛରେ ଚଢ଼ି ଜଣେ ମହିଳା ଆତ୍ମହତ୍ୟା ପାଇଁ ଧମକ ଦେଇଛନ୍ତି। ସେ ତଳକୁ ଡେଇଁ ଜୀବନ ହାରିବେ ବୋଲି କହିଥିଲେ। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚି ମହିଳାଙ୍କୁ ତଳକୁ ଓହ୍ଲାଇବାକୁ ଅନେକ ବୁଝାଇଥିଲେ। କିନ୍ତୁ