ଅମ୍ବାନୀ-ଆଦାନୀଙ୍କ ମଧ୍ୟରେ ‘ନୋ ପୋଚିଂ’ ଏଗ୍ରିମେଣ୍ଟ୍ !

ମୁମ୍ବାଇ: ଏସିଆର ଦୁଇ ଧନୀ ଗୌତମ ଆଦାନୀ ଏବଂ ମୁକେଶ ଅମ୍ବାନୀ ଏକ ‘ନୋ ପୋଚିଂ’ ଚୁକ୍ତି ସ୍ୱାକ୍ଷର କରିଛନ୍ତି। ଏହା ଅଧୀନରେ ଆଦାନୀ ଗ୍ରୁପ୍ କର୍ମଚାରୀମାନେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜରେ କାମ କରିପାରିବେ ନାହିଁ କିମ୍ବା ଆଦାନୀ ଗ୍ରୁପ ମୁକେଶ ଅମ୍ବାନୀଙ୍କ କମ୍ପାନୀରେ କାମ କରିଥିବା

ଜୟଶଙ୍କରଙ୍କୁ ପଚାରିଲେ ମୋଦି – ଆପଣ ଜାଗ୍ରତ ଅଛନ୍ତି କି?

ନୂଆଦିଲ୍ଲୀ: ଜାତିସଂଘ ସାଧାରଣ ପରିଷଦ ବୈଠକରେ ଯୋଗ ଦେବାକୁ ନ୍ୟୁୟର୍କ ଗସ୍ତରେ ଯାଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କାମ କରିବାର ଅଭିଜ୍ଞତା ବାଣ୍ଟିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ ଦକ୍ଷତାକୁ ପ୍ରଶଂସା କରିବା ସହ

ଦିଲୀପ ତିର୍କୀ ହକି ଇଣ୍ଡିଆର ସଭାପତି ନିର୍ବାଚିତ

ଭୁବନେଶ୍ୱର : ଦିଲୀପ ତିର୍କୀ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହୋଇଛନ୍ତି। ନିର୍ଦ୍ୱନ୍ଦ୍ୱରେ ସେ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହୋଇଛନ୍ତି। ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହେବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ।ହକି ଇଣ୍ଡିଆ ସଭାପତି ପଦ ପାଇଁ ଆଉ ଦୁଇ ଜଣ ମଧ୍ୟ ପ୍ରାର୍ଥିପତ୍ର

ଗୋପାଳପୁର ବନ୍ଦର ପକ୍ଷରୁ ସାପ୍ତାହିକ ସଫେଇ ଅଭିଯାନ ଅନୁଷ୍ଠିତ…

ଗୋପାଳପୁର /ଛତ୍ରପୁର : ଗୋପାଳପୁର ବନ୍ଦର ଏହାର କର୍ପୋରେଟ ସାମାଜିକ ଦାୟିତ୍ବବୋଧ ଶାଖା ଅଧୀନରେ ସ୍ଥାନୀୟ ବଡ ଆର୍ୟପଲ୍ଲୀ ଗ୍ରାମରେ ଅବସ୍ତିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧି ପୋଲାମା ମନ୍ଦିର ପରିସର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ସାପ୍ତାହବ୍ୟାପୀ ସଫେଇ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି।

ଅହିଂସା ରଥକୁ ଗଞ୍ଜାମରେ ବିପୁଳ ସମ୍ବର୍ଦ୍ଧନା…

ଛତ୍ରପୁର : ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ମହାତ୍ମା ଗାନ୍ଧୀଙ୍କ ଅହିଂସା ନୀତି ଜନ ସାଧାରଣଙ୍କ ଭିତରେ ଦେଶପ୍ରେମର ଜାଗରଣ ସୃଷ୍ଟି କରିବା ପାଇଁ ଅହିଂସା ରଥ ଆଜି ସର୍ବ ପ୍ରଥମେ ଗଞ୍ଜାମ ଜିଲ୍ଲା ତପ୍ତପାଣି ଠାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ

ଅବ୍ୟବସ୍ଥା ଘେରରେ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ…

ଛତ୍ରପୁର ପ୍ରତିନିଧି // ନିଃସର୍ତ୍ତ ନିୟୁଜ ଛତ୍ରପୁର /ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଖଟୁଆକୁଦା ଗ୍ରାମରେ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅବସ୍ଥିତ l 1956 ରେ ସ୍ଥାପିତ ହୋଇଥିବା ବହୁ ପୁରାତନ ଏହି ଶିକ୍ଷାନୁଷ୍ଠାନଟି ସମ୍ପ୍ରତି ଅବ୍ୟବସ୍ଥା ଘେରରେ

ଚିତ୍ରକୋଣ୍ଡା 5T ଉଚ୍ଚ ବିଦ୍ୟାଳୟ ରେ PFMS ବିଷୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…

ଚିତ୍ରକୋଣ୍ଡା: ଚିତ୍ରକୋଣ୍ଡା ବ୍ଲକ ଉଚ୍ଚ ବିଦ୍ୟାଳୟଠାରେ ଚିତ୍ରକୋଣ୍ଡା ବ୍ଲକର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ CRCC ମାନଙ୍କୁ ନେଇ PFMS ବିଷୟରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି I ଏଥିରେ ୧୮ଗୋଟି ଗ୍ରାମ ପଞ୍ଚାୟତ ସମସ୍ତ ବିଦ୍ୟାଳୟ ମାନଙ୍କର ପ୍ରଧାନ ଶିକ୍ଷକଙ୍କୁ

ଛତ୍ରପୁର କଳାବିକାଶ କେନ୍ଦ୍ରର ଚିତ୍ରକଳା ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସେଠୀ ଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର…

ଛତ୍ରପୁର : ଓଡ଼ିଶାର ଅନ୍ୟତମ ଖ୍ୟାତାନାମା ଅନୁଷ୍ଠାନ ଛତ୍ରପୁର କଳାବିକାଶ କେନ୍ଦ୍ରର ଚିତ୍ରକଳା ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସେଠୀ ଙ୍କ ଇତିମଧ୍ୟରେ ବିୟୋଗ ହୋଇଯାଇଛି । ଦୀର୍ଘଦିନଧରି ସେ ଶାରୀରିକ ପୀଡ଼ିତ ଥିଲେ । ତାହାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ବ୍ୟକ୍ତ କରାଯାଇଛି ।

ଜଳସ୍ତର ବୃଦ୍ଧି କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରୟାସ…

ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ଜଳସ୍ତର ବୃଦ୍ଧି କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଯଥାସାଧ୍ୟ ପ୍ରୟାସ କରାଯାଉଛି l ଜିଲ୍ଲାରେ ଜଳସ୍ତର ଦିନକୁ ଦିନ କମିଯାଉଥିବା ଫଳରେ ବିଶେଷ କରି ଖରା ଦିନରେ ଲୋକେ ଜଳ କଷ୍ଟ ଭୋଗୁଛନ୍ତିl ପାଣି ଗରା ଏ ପାଇଁ ମାଇଲ ମାଇଲ ବାଟ ଲୋକଙ୍କୁ ଯିବାକୁପଡୁଛି l

ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ତିଲୋରୀ ଠାରେ “ପରିବର୍ତ୍ତନ” କାର୍ଯ୍ୟକ୍ରମ ଶୁଭାରମ୍ଭ…

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ପ୍ରଶାସନର ନିଆରା କାର୍ଯ୍ୟକ୍ରମ “ପରିବର୍ତ୍ତନ”ର ଶୁଭାରମ୍ଭ ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ପ୍ରଶାସନ ତରଫରୁ ତିଲୋରୀ ପଞ୍ଚାୟତ ପରିସରରେ ଅନୁଷ୍ଠିତ ହୋଇଯାଇଛି ଏହି ପରିବର୍ତ୍ତନ କାର୍ଯ୍ୟକ୍ରମ ଜରିଆରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ପୃଷ୍ଟିକର ଖାଦ୍ୟ