Sign in
Sign in
Recover your password.
A password will be e-mailed to you.
ଫୁଟପାଥ ଉପରକୁ ମାଡ଼ିଗଲା ସ୍କୁଲ ବସ୍, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ
କଟକ ୨୨।୦୯: ଭାରସାମ୍ୟ ହରାଇ ଫୁଟପାଥ ଉପରକୁ ମାଡ଼ିଗଲା ସ୍କୁଲ ବସ। ଫୁଟପାଥକୁ ଚଢିଯିବାରୁ ଗଛରେ ପିଟି ହେଲା ବସ୍ର ସମ୍ମୁଖ ଭାଗ । ଅଳ୍ପକେ ବର୍ତ୍ତିଲେ ବସରେ ଥିବା ଛାତ୍ରଛାତ୍ରୀ ଓ ଡ୍ରାଇଭର ।
ଖବର ଅନୁଯାୟୀ, କଟକ ସିଡିଏ ଅଭିମୁଖେ ଯାଉଥିବା ବେଳେ ସିଡିଏ ଫେଜ-୨ ଥାନା ନିକଟରେ!-->!-->!-->…
୨୩ ତାରିଖରୁ ଗଞ୍ଜାମ ଜିଲ୍ଲା ପରିଭ୍ରମଣ କରିବ ଅହିଂସା ରଥ
ଛତ୍ରପୁର (୨୨.୦୯) : ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସ୍ବାଧୀନତା ସଂଗ୍ରାମରେ ଓଡିଶାର ଅବଦାନ ଓ ଗାନ୍ଧୀ ବାର୍ତ୍ତାର ପ୍ରଚାର ପ୍ରସାର ସହିତ ଏହି ସ୍ମୃତିକୁ ଜନ ମାନସରେ ଉଜ୍ଜିବୀତ ରଖିବା ଉଦ୍ଦେଶ୍ୟରେ ଓଡିଶା ସରକାର ରାଜ୍ୟ ବ୍ୟାପୀ ଅହିଂସା ରଥ ପରିଭ୍ରମଣ କରିବା ନେଇ କାର୍ଯ୍ୟକ୍ରମ!-->…
ସାମ୍ବାଦିକଙ୍କ ଉପରେ ଆକ୍ରମଣ କରି ବଦଳିଲେ ଅତିରିକ୍ତ ଏସପି
ନବରଙ୍ଗପୁର : ବହୁ ବାଦବିବାଦ ପରେ ନବରଙ୍ଗପୁର ଅତିରିକ୍ତ ଏସପି ବଦଳିଛନ୍ତି । ପାପଡ଼ାହାଣ୍ଡି ଥାନାରେ ସାମ୍ବାଦିକଙ୍କୁ ଠେଙ୍ଗାରେ ଆକ୍ରମଣ ଘଟଣା ପରେ ତାଙ୍କୁ ବଦଳି ପାଇଁ ସାମ୍ବାଦିକମାନେ ଦାବି କରିଥିଲେ। ନବରଙ୍ଗପୁରର ବିବାଦୀୟ ଅତିରିକ୍ତ ଏସପି ଜୟକୃଷ୍ଣ ବେହେରା ଙ୍କର ବଦଳି!-->…
ବିଷ୍ଣୁ ସେଠୀଙ୍କ ଏକାଦଶାହରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ
ଭଦ୍ରକ : ଧାମନଗର ବିଧାୟକଙ୍କ ଏକାଦଶାହରେ ଯୋଗ ଦେବେ ଜେ.ପି ନଡ୍ଡା, ସୁନୀଲ ବଂଶଲଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ । ସ୍ଵର୍ଗତ ବିଷ୍ଣୁ ସେଠୀଙ୍କ ପୈତୃକ ଗ୍ରାମ ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ମଙ୍ଗରାଜପୁର ଠାରେ ଏନେଇ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଛି । ବିଜେପିର ବରିଷ୍ଠ ନେତା ମନମୋହନ!-->…
ରାଜ୍ୟରେ କମିବ ଲଘୁଚାପର ପ୍ରଭାବ, କମିବ ବର୍ଷାର ପରିମାଣ
ଭୁବନେଶ୍ୱର: ଆଜିଠୁ ରାଜ୍ୟରେ କମିବ ଲଘୁଚାପର ପ୍ରଭାବ, କମିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଆଜି ଆଭ୍ୟନ୍ତରୀଣ ଓଡିଶା ଓ ପଶ୍ଚିମ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେପଟେ କାଲିଠୁ ପାଗରେ ପରିବର୍ତ୍ତନ ହେବା ସହ ଆଗାମୀ ୫ଦିନ ପାଗ ଶୁଖିଲା ରହିବ। ପରେ ଆଉ ଏକ!-->…
ଏଣିକି ଗାଡ଼ିରେ ଲାଗିବ ପ୍ୟାନିକ ବଟନ ଓ ଟ୍ରାକିଂ ଡିଭାଇସ୍
ଭୁବନେଶ୍ୱର: ଏଣିକି ଗାଡ଼ିରେ ଲାଗିବ ପ୍ୟାନିକ ବଟନ ଓ ଟ୍ରାକିଂ ଡିଭାଇସ୍ । ଗାଡ଼ିର ବେଗ ଠାରୁ ଆରମ୍ଭ କରି ସବୁ କିଛି ଜାଣି ହେବ। ଭୁବନେଶ୍ବରରେ ରହିବ କମାଣ୍ଡ କଣ୍ଟ୍ରୋଲ ରୁମ୍ । ତିନି ଚକିଆ ଯାନକୁ ଛାଡ଼ି ଅନ୍ୟ ସମସ୍ତ ଯାତ୍ରୀବାହୀ ଓ ମାଲବାହୀ ଗାଡ଼ି ପାଇଁ ଲାଗୁ ହେବ ବ୍ୟବସ୍ଥା। ଗାଡ଼ିର!-->…
ଛତ୍ରପୁର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ
ଛତ୍ରପୁର: ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ ହୋଇଛି । ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ସୂଚନା ମୁତାବକ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା ।!-->…
ଗଞ୍ଜେଇ ଖୋଜୁ ଖୋଜୁ ମିଳିଲା କୁଇଣ୍ଟାଲରୁ ଅଧିକ ରୂପା ଇଟା
କଟକ: କଟକ ଟାଙ୍ଗୀରୁ ବିପୁଳ ପରିମାଣରେ ରୂପା ଇଟା ଜବତ । ଟାଙ୍ଗୀ ଟୋଲଗେଟ୍ ନିକଟରେ ଅବକାରୀ ଗୁଇନ୍ଦା ବିଭାଗ ଗଞ୍ଜେଇ ଚୋରା ଚାଲାଣ ସଂପର୍କରେ ଖବର ପାଇ ଚଢ଼ାଉ କରିଥିଲା। ତେବେ ଖୋଳତାଡ଼ ବେଳେ କୁଇଣ୍ଟାଲେରୁ ଅଧିକ ରୂପା ଇଟା ଓ ଅଳଙ୍କାର ଜବତ ହୋଇଛି।
କାଗଜରେ ଗୁଡାଇ ରୁପା ଇଟା ଗୁଡ଼ିକୁ!-->!-->!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୫୨ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୨।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ମନ୍ତ୍ରୀ ଦେଲେ ସମ୍ପତ୍ତି ତାଲିକା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ମନ୍ତ୍ରୀ ଦେଲେ ସମ୍ପତ୍ତି ତାଲିକା । ସେପଟେମ୍ବର ୧୫ ସୁଦ୍ଧା ସମ୍ପତ୍ତି ତାଲିକା ପ୍ରଦାନ ପାଇଁ ନିର୍ଦ୍ଦେଶ ରହିଥିଲା । ସେହି ଅନୁସାରେ ମନ୍ତ୍ରୀ ମାନେ ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି । ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ର କହିଛନ୍ତି!-->…