ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର ୧୯।୦୯ : ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ ଉପଭୋକ୍ତାଙ୍କୁ ଦଶହରା ଭେଟି ଦେଇଛନ୍ତି ସରକାର । ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଛନ୍ତି ନବୀନ ସରକାର । ଫଳରେ ଏବେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ

ବିଷ୍ଣୁଚରଣ ସେଠୀଙ୍କ ପରଲୋକରେ ଶୋକ

ଭୁବନେଶ୍ବର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ। ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର

ଦିଲ୍ଲୀ ପୁଲିସ ନିକଟରେ ହାଜର ହେଲେ ଜ୍ୟାକଲିନ୍‌

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ପୁଲିସର ଅର୍ଥନୈତିକ ଅପରାଧ ଶାଖା କାର୍ଯ୍ୟାଳୟରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଡିଜ ପହଞ୍ଚିଛନ୍ତି। ମହାଠକ କନମ୍ୟାନ୍‌ ସୁକେଶ ଚନ୍ଦ୍ରଶେଖରଙ୍କ ସହ ୨୦୦ କୋଟି ଟଙ୍କାର ବେଆଇନ ନେଣ-ଦେଣ ସମ୍ପର୍କରେ ପୁଲିସ ତାଙ୍କୁ ଜେରା କରିଛି। ୨ ସପ୍ତାହ ମଧ୍ୟରେ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୯।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ, ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ଭୁବନେଶ୍ୱର ୧୯।୦୯: ପରଲୋକରେ ବିଧାୟକ ବିଷ୍ଣୁ ସେଠୀ । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ଖବର ଅନୁଯାୟୀ, ଗତ କିଛି ଦିନ ହେଲା କିଡନୀ ରୋଗରେ ପୀଡିତ ଥିଲେ ବିଷ୍ଣୁ ସେଠୀ । ଏହାପରେ

ଯୋଗୀଙ୍କ ପାଇଁ ମନ୍ଦିର, ପୂଜା ପାଉଛି ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉଦ୍ଦେଶ୍ୟରେ ଜଣେ ବ୍ୟକ୍ତି ମନ୍ଦିର ତୋଳିଛନ୍ତି। ମନ୍ଦିର ଭିତରେ ଯୋଗୀ ଆଦିତ୍ୟନାଥଙ୍କ ପ୍ରତିମୂର୍ତ୍ତି ରହିଛି। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଶୈଳୀରେ ମୂର୍ତ୍ତିର ଆକୃତି ରହିଛି। ପ୍ରଭୁଙ୍କ ହାତରେ ଧନୁସର ଥିବା ଭଳି

ନିଜ ଦଳ ସହ ବିଜେପିରେ ମିଶିଲେ ଅମରିନ୍ଦର ସିଂହ

ନୂଆଦିଲ୍ଲୀ: ଯାହା ଚର୍ଚ୍ଚା ହେଉଥିଲା ତାହା ହିଁ ଘଟିଲା। ବିଜେପିରେ ମିଶିଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ। ଏଥିସହ ନିଜ ନୂଆ ଦଳ ପଞ୍ଜାବ ଲୋକ କଂଗ୍ରେସକୁ ବିଜେପିରେ ବିଲୀନ କରିଛନ୍ତି କ୍ୟାପ୍ଟେନ । ପଞ୍ଜାବ ନିର୍ବାଚନ ପୂର୍ବରୁ ଅମରିନ୍ଦର କଂଗ୍ରେସ ଛାଡ଼ି

କଟକ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍, SCB ମେଡିକାଲ ସଂପ୍ରସାରଣ କାର୍ଯ୍ୟ କଲେ ତଦାରଖ

କଟକ ୧୯।୦୯: ସୋମବାର ଦିନ ଭୋରରୁ କଟକ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ। SCB ମେଡିକାଲ ସଂପ୍ରସାରଣ କାର୍ଯ୍ୟର ତଦାରଖ କରିଛନ୍ତି। ତେବେ 5T ସଚିବଙ୍କ ସହ ସିଡିଏ ଚେୟାରମ୍ୟାନ ଅନୀଲ ସାମଲ,କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, ସିଏମସି କମିଶନର ନିଖିଲ ପୱନ କଲ୍ୟାଣ ଓ ଡିସିପି

ସର୍ପାଘାତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ଜିଲ୍ଲାମାନଙ୍କରେ ସର୍ପଦଂଶନରେ ବହୁ ଲୋକ ମୃତ୍ୟୁବରଣ କରନ୍ତି। ଗ୍ରାମାଞ୍ଚଳ ଲୋକମାନଙ୍କ ମଧ୍ୟରେ ସାପ କାମୁଡ଼ିବା ଏବଂ ଏଥିରେ ସଂଲଗ୍ନ ହୋଇଥିବା ଅନ୍ଧବିଶ୍ୱାସ ଉପରେ ସଚେତନତା ସୃଷ୍ଟି କରିବା ପାଇଁ ଅନ୍ତର୍ଜାତୀୟ ସର୍ପଦଂଶନ

କୁଡୁମୁଲୁଗୁମ୍ମା ବ୍ଲକସ୍ତରୀୟ ଏକ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

କୁଡୁମୁଲୁଗୁମ୍ମା(୧୯/୦୯) : ଆଜି ଦିବା ୧୧ ଘଟିକା ସମୟରେ ବ୍ଲକ ଶିକ୍ଷାଧିକାରୀଙ୍କ ଅଧ୍ୟକ୍ଷତାରେ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଏକ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଚିତ୍ରକୋଣ୍ଡା ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରଘୁନାଥ