Sign in
Sign in
Recover your password.
A password will be e-mailed to you.
ହିନ୍ଦୀ ଦିବସ ଓ ପକ୍ଷ ପାଳିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଗୁରୁକୁଳ ସଂକୃତ ମହାବିଦ୍ୟାଳୟ ଚକାପାଦ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ହିନ୍ଦୀ ଦିବସ ଓ ପକ୍ଷ ପାଳିତ ହୋଇଯାଇଅଛି ।ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଗୁରୁକୁଳ ସଂକୃତ ମହାବିଦ୍ୟାଳୟର ଅଧକ୍ଷ ଡ଼ଃ ପଦ୍ମନାଭ ଡିଗାଲ ଯୋଗ!-->…
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ୨୦ ହଜାର ଟଙ୍କା ଜରିମାନା
ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୨୦ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ ରୋହିତ କଂହରକୁ ଦୋଷୀ!-->…
ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଲରିକେତା ଘାଟିରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟ୍ରାକ୍ଟର l ତେବେ ସୌଭାଗ୍ୟ ବଶତଃ ଡ୍ରାଇଭର ଜଣଙ୍କ ବର୍ତ୍ତି ଯାଇଛନ୍ତି l ସୂଚନା ଯୋଗ୍ୟ ଯେ, ଦ୍ରୁତ ଗତିରେ ଟ୍ରାକ୍ଟର ଚାଳକ ଗାଡି ଚଳାଉଥିବାରୁ!-->…
ଜାଲ୍ ମେସେଜ ଦେଇ ଲୋକଙ୍କୁ ଠକୁଥିବା ୬ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
କଟକ: ଓଡିଶା କ୍ରାଇମବ୍ରାଞ୍ଚକୁ ବଡ଼ ସଫଳତା। ମୟୁରଭଞ୍ଜରେ ଚଢ଼ାଉ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଜାଲ ମେସେଜ ଦେଇ ଦେଶର ବିଭିନ୍ନ ଅଞ୍ଚଳରୁ ଲୋକଙ୍କୁ ଠକେଇ କରୁଥିଲେ। ଓଡିଶା ଏଵଂ ବିହାରରେ ଚାଲିଥିଲା ଏହି ଗ୍ୟାଙ୍ଗ। ଭାରତ ସରକାରଙ୍କ ଟେଲି!-->…
୧୨୬ ଜଣ ଛାତ୍ରଛାତ୍ରୀ ଦେଲେ ୩ୟ ଶ୍ରେଣୀ ବୃତ୍ତି ପରୀକ୍ଷା
ବୁଗୁଡ଼ା (୧୪/୦୯) : ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ଆଜି ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୁଗୁଡା ଗୋଷ୍ଠୀ ଶିକ୍ଷାଧୂକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟର ୧୨୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଉକ୍ତ କେନ୍ଦ୍ରର!-->…
ବିଧାନସଭା ସଦାଚାର କମିଟି ସଦସ୍ୟଙ୍କ ମାଲକାନଗିରି ଗସ୍ତ
ମାଲକାନଗିରି: ରାଜ୍ୟ ସରକାରଙ୍କ ବିଧାନସଭା ସଦାଚାର କମିଟି ସଦସ୍ୟ ବୁଧବାର ଦିନିକିଆ ମାଲକାନଗିରି ଗସ୍ତରେ ଆସି ଜିଲ୍ଲାର ଜନ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ କିପରି ସହଯୋଗ ରଖାଯାଇ ଜନ ସାଧାରଣଙ୍କ ସମସ୍ୟାର ସମାଧାନ ହୋଇ ପାରିବ ସେ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି!-->…
୧୪ ଦିନ ପରେ ମଧ୍ୟ ନ୍ୟାୟ ନ ପାଇ ଏସ୍ପିଙ୍କୁ ଭେଟିଲେ ଝିଅର ବାପାମାଆ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ତୁଡୁକିବାଡି ଗ୍ରାମର ରୀନା ନାୟକ ସ୍ୱାମୀ ନିତ୍ୟାନନ୍ଦ ନାୟକଙ୍କ ଝିଅ ସ୍କୁଲ ଓ ଟିଉସନରୁ ଘରକୁ ଯିବା ଆସିବା ବେଳେ କମେଣ୍ଡ ମାରୁଛିନ୍ତି ଓ ଅଶ୍ଳୀଳ ଭାଷା ରେ ଗାଳି ଗୁଲଜ କରୁଛନ୍ତି ବୋଲି ଝିଅର ବାପା ମା ପୁଅ ଘରକୁ ଯାଇ କହିବାରୁ!-->!-->!-->…
କୋରାପୁଟ-ରାୟଗଡା ରେଳ ଲାଇନ୍ ଦୋହରିକରଣ ବେଳେ ଅଘଟଣ, ମାଟି ଧସି ଦୁଇ ଶ୍ରମିକ ମୃତ
କୋରାପୁଟ l ରାୟଗଡ଼ା ୧୪/୦୯: ରାୟଗଡ଼ା ରେଳ ଲାଇନର ଦୋହରିକରଣ ହେବା ବେଳେ କୁସୁମଗୁଡା ୨-ନମ୍ବର ଟନେଲରେ ବୁଧବାର ଏକ ଅଘଟଣ ଘଟିଛି। ଟନେଲ ଭିତରେ କାମ କରିବା ବେଳେ ହଠାତ୍ ମାଟି ଅତଡ଼ା ଖସି ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି।ମୃତକଙ୍କ ପରିଚୟ ରବି ପ୍ରେପେକା ଓ ଜୋହରୁଦିନ। ରବିଙ୍କ ଘର!-->…
ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ
ଖୋର୍ଦ୍ଧା, ୧୪/୦୯: ଖୋର୍ଦ୍ଧା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତୋଟାପଡା ଛକ ନିକଟରେ ଏହି ଦୁର୍ଘଟଣା ହୋଇଛି । ମୃତକ ଲହଙ୍ଗା ଗାଁର ନବ କିଶୋର ନାୟକ ବୋଲି ଜଣାପଡ଼ିଛି ।
ମିଳିଥିବା!-->!-->!-->…
ସ୍ବରାଗିଣୀ ଅନୁଷ୍ଠାନର ଖୁଦୁରୁକୁଣୀ ମେଲଣ ୨୦୨୨ ସଂପନ୍ନ
ରାଉରକେଲା : ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସ୍ବରାଗିଣୀ ତରଫରୁ ମା ଖୁଦୁରୁକୁଣୀ ମେଲଣ୨୦୨୨ ସେକ୍ଟର ୨୦ ସ୍ଥିତ କମ୍ୟୁନିଟି ସେଣ୍ଟର୍ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସ୍ବରାଗିଣୀ ର ସଭାପତି ସ୍ବର୍ଣ୍ଣପ୍ରଭା ପଲେଇ ଙ୍କ ସଭାପତିତ୍ବ ଓ ସାଧାରଣ ସଂପାଦକ ପୁଷ୍ପଲତା!-->!-->!-->…