ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୨ ମୃତ, ୬ ଆକ୍ରାନ୍ତ

ସୋରଡ଼ା: ଗଞ୍ଜାମ ଧରାକୋଟ ପଟାଶାଳ ମଳିକ ସାହିରେ ଝାଡ଼ାବାନ୍ତିର ଆତଙ୍କ ଦେଖିବାକୁ ମିଳିଛି । ଝାଡ଼ାବାନ୍ତିରେ ୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଆକ୍ରାନ୍ତ ମାନଙ୍କୁ ବ୍ରହ୍ମପୁର MKCGରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। କାହିଁକି ବ୍ୟାପିଲା…

ବନମଣ୍ଡଳସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ସଚେତନତା ସମ୍ମିଳନୀ

୪ ଜିଲ୍ଲାରୁ ୭ ଜଣଙ୍କୁ ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ ବ୍ରହ୍ମପୁର : ୭୨ତମ ବନ୍ୟପ୍ରାଣୀ ସପ୍ତାହ - ୨୦୨୬ ପାଳନ ଅବସରରେ ସପ୍ତାହବ୍ୟାପୀ ବନ ମଣ୍ଡଳ ସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେଉଛି l ଏହି କ୍ରମରେ ପରିବେଶବିତ୍, ପ୍ରକୃତିପ୍ରେମୀ, ପକ୍ଷୀ ଗବେଷକ, ସବୁଜ…

ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ହ୍ରାସ: ବନ୍ଦ ହେଲା ୧୩ ଗେଟ୍‌

ଭୁବନେଶ୍ବର : ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ ଜଳଭଣ୍ଡାରର ପୂର୍ବରୁ ଖୋଲାଥିବା ୧୫ଟି ସ୍ଲୁଇସ୍‌ ଗେଟ୍‌ ମଧ୍ୟରୁ ଗୁରୁବାର ସକାଳେ ୩ ପର୍ଯ୍ୟାୟରେ ୧୩ଟି…

ଘରେ ପଶି ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଜଣେ ଅଟକ

ଭୁବନେଶ୍ୱର: ରାଜଧାନୀରେ ମାତିଛନ୍ତି ମାସ୍କ ମ୍ୟାନ୍ । ଘରେ ପଶି ବନ୍ଧୁକ ମୁନରେ ଲୁଟ୍ କଥା ତ ଶୁଣିଥିବେ, ହେଲେ ଏବେ ଘରେ ପଶି ଯୁବତୀଙ୍କୁ ଦୁଷ୍କମ ର୍ କରିଥିବା ଆସିଛି ସଙ୍ଗୀନ ଅଭିଯୋଗ । ଘଟଣା ଘଟିଛି ନୟାପଲ୍ଲୀ ଥାନା ବେହେରା ସାହି ଅଂଚଳରେ । ବୁଧବାର ବିଳମ୍ବିତ ରାତିରେ ଜଣେ ମୁଖାପିନ୍ଧା…

ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଖୁବଶୀଘ୍ର ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଏଥିରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, “ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ନିଷ୍ପତ୍ତି ଚୂଡ଼ାନ୍ତ ହୋଇନି । ସରକାରୀ ସ୍ତରରେ ବି…

ସମତା ଏକ୍ସପ୍ରେସରୁ ବିପୁଳ ଗଞ୍ଜେଇ ଜବତ; ୬ ମହିଳାଙ୍କୁ ବାନ୍ଧିଲା ଜିଆର୍‌ପି ପୋଲିସ

ଟିଟିଲାଗଡ଼: ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ରେଳ ଷ୍ଟେସନରେ ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଜିଆର୍‌ପି ପୋଲିସ ୬ ଜଣ ମହିଳାଙ୍କୁ ଗିରଫ କରିଛି। ଗିରଫ ମହିଳାମାନଙ୍କ ନିକଟରୁ ମୋଟ ୩୧…

ଗଣେଶ ଭସାଣି ବେଳେ ସାଉଣ୍ଡ ସିଷ୍ଟମ ବ୍ୟବହାରକୁ ନେଇ ହିଂସାକାଣ୍ଡ; ପଥରମାଡରେ ୬ ପୋଲିସ କର୍ମୀ ଆହତ

କଟକ: କଟକ ଜିଲ୍ଲା ଅନ୍ତର୍ଗତ ମାହାଙ୍ଗା ଅଞ୍ଚଳର ବାରାଡିଆ ଗ୍ରାମରେ ଗଣେଶ ବିସର୍ଜନ ଶୋଭାଯାତ୍ରା ସମୟରେ ପଥରମାଡ଼ରେ ଥାନା ଅଧିକାରୀ (IIC) ଙ୍କ ସମେତ ଅତିକମରେ ଛଅ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର ରାତିରେ ମାହାଙ୍ଗା ଥାନା ଅଧୀନ ବାରାଡିଆ ଗ୍ରାମରେ ଏହି…

ଏମ୍‌ଭି-୫୩ରୁ ଉଦ୍ଧାର ହେଲା ବଜ୍ରକାପ୍ତା : ବନ ବିଭାଗର ତତ୍ପରତା, ପ୍ରାକୃତିକ ପରିବେଶରେ ଛଡ଼ାଯିବ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବାଲିମେଳା ବନାଞ୍ଚଳ ଅଧୀନ ଏମ୍‌ଭି-୫୩ ଗାଁରୁ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ବୁଧବାର, ୩୦ ସେପ୍ଟେମ୍ବର ୨୦୨୬ରେ ସୋମନାଥପୁର ସେକ୍ସନ୍ ଅଧୀନ ପୁଷପାଲି ବିଟ୍‌ର ବନ କର୍ମଚାରୀମାନେ ସ୍ଥାନୀୟ ଲୋକଙ୍କ ସୂଚନା ଆଧାରରେ ଏହି ବଜ୍ରକାପ୍ତାକୁ ସୁରକ୍ଷିତ…

ଲୁଣିପାଣି ମତ୍ସ୍ୟଚାଷ ଉପରେ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର : ଲୁଣିପାଣିରେ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ ମାଧ୍ୟମରେ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷକୁ ଅଧିକ ଲାଭଜନକ କରିବା ଏବଂ ମତ୍ସ୍ୟଚାଷୀଙ୍କ ଆୟ ବୃଦ୍ଧି ଲକ୍ଷ୍ୟରେ ଆଜି ବ୍ରହ୍ମପୁରସ୍ଥିତ ଗଞ୍ଜାମ ମୁଖ୍ୟ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଲୁଣିପାଣି ମତ୍ସ୍ୟଚାଷ…

ସୋସିଆଲ ମିଡିଆରେ ନାବାଳକଙ୍କ ସୁରକ୍ଷା ପାଇଁ ଆଇନଗତ ସୁରକ୍ଷା ନିମନ୍ତେ  ସୁପ୍ରିମକୋର୍ଟଙ୍କ ପଦକ୍ଷେପକୁ ଶକ୍ତି ସଂଗଠନର…

ରାୟଗଡ଼ା, ୩୦/୦୯: ( ଯୋଗେଶ୍ୱର ଦାସ ) ସୋସିଆଲ ମିଡିଆ ଓ ଅନ୍ୟାନ୍ୟ ଡିଜିଟାଲ ପ୍ଲାଟଫର୍ମରେ ନାବାଳକଙ୍କ ସୁରକ୍ଷା ପାଇଁ ଆଇନଗତ ବ୍ୟବସ୍ଥା ସୁଦୃଢ଼ କରିବା ଦିଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପକୁ ଶିଶୁ ଅଧିକାର କ୍ଷେତ୍ରରେ କାର୍ଯ୍ୟରତ ରାୟଗଡ଼ାର ଶକ୍ତି ସ୍ଵେଚ୍ଛା ସେବୀ ସଂଗଠନ ସ୍ୱାଗତ…