Sign in
Sign in
Recover your password.
A password will be e-mailed to you.
୧ ରୁ ୫ ଫେବୃଆରି ମଧ୍ୟରେ ହେବ ଜିଲ୍ଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ-୨୦୨୫
ମାଲକାନଗିରି : ସର୍ବ ସମ୍ମତି ଓ ନିଷ୍ପତ୍ତି କ୍ରମେ ପାଳନ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ଲୋକ ମହୋତ୍ସବ ମାଲ୍ୟବନ୍ତ-୨୦୨୫ । ଆଜି ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ସୋମେଶ କୁମାର ଉପାଧ୍ୟାୟ ଙ୍କ ଅଧ୍ୟକ୍ଷତାରେ ମାଲ୍ୟବନ୍ତ ମହୋତ୍ସବ-୨୦୨୫ ଆୟୋଜନ ନିମନ୍ତେ ତାରିଖ!-->…
ନବରଙ୍ଗପୁର ଜିଲ୍ଲାର ଆଠଟି ସରକାରୀ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର…
ମୁଖ୍ୟମନ୍ତ୍ରୀଙ୍କ ସହ ଆଭାସୀ ମାଧ୍ୟମରେ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଭାବବିନିମୟ
ଉମରକୋଟ / ରାଇଘର : ରାଜ୍ୟର ପ୍ରାଥମିକ ଶିକ୍ଷାକୁ ଅଧିକ ସୁଦୃଢ଼, ଗୁଣମାନସମ୍ପନ୍ନ ଓ ଆଧୁନିକ କରିବା ଦିଗରେ ଓଡ଼ିଶା ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅନ୍ତର୍ଗତ ନବରଙ୍ଗପୁର ଜିଲ୍ଲାର ଆଠଟି!-->!-->!-->…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି। ବୁଧବାର ଶ୍ରୀମନ୍ଦିର ଭିତର କାଠ ନିକଟରେ ବାନ୍ତି ପଡ଼ିଥିବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଭିତର କାଠ ନିକଟରେ ବାନ୍ତି ପଡ଼ିଥିବା ନେଇ ସେବାୟତ ଦେଖିଥିଲେ । ଏହାପରେ ଗାରଦଙ୍କୁ ସୂଚନା!-->…
ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ, ୪ ମାସ ହେଲା କମ୍ପାନୀ ଦେଉନି ଦରମା
ବ୍ରହ୍ମପୁର: ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ । ପ୍ରାୟ ୧୫୦ରୁ ଅଧିକ ଓଡ଼ିଆ ଫସି ସେଠାରେ ଫସି ରହିଛନ୍ତି । ସେଥିରୁ ଗଞ୍ଜାମର କେବଳ ୧୦ଜଣ ଇଞ୍ଜିନିୟର ଥିବା ଅନୁମାନ କରାଯାଉଛି । ଆଙ୍ଗିୟୁଲରେ ଏଣ୍ଟର ଇଂଜିନିୟର କମ୍ପାନୀ ସାମ୍ନାରେ ୫ଦିନରୁ ଅଧିକ ହେଲା!-->…
ରାଜ୍ୟରେ ହେବ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ । ପ୍ରଥମ ପର୍ଯ୍ୟାୟରେ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର । ବାଣପୁରର ବିଶେଷ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବାର ହଜାର କୋଟିର!-->…
ଚିଲିକାର ସୁରକ୍ଷା ଓ ବିକାଶ ପାଇଁ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ
ଚିଲିକା : ବଦଳିବ ଚିଲିକାର ରୂପ । ମୁହାଣ ଖୋଲିବ, ବଢ଼ିବ ମାଛ ସଂଖ୍ୟା । ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ । ଓଡ଼ିଶାର ଗର୍ବ ଚିଲିକା ହ୍ରଦର ସୁରକ୍ଷା ଓ ବିକାଶ ପାଇଁ ଏକ ବଡ଼ ଯୋଜନା ପ୍ରସ୍ତୁତ ହୋଇଛି । IIT ମାଡ୍ରାସ ସହାୟତାରେ ଏହି ନୂଆ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ!-->…
ଦୁଇ ଦିନ ପରେ ମିଳିଲା ନିଖୋଜ ମହିଳାଙ୍କ ମୃତଦେହ
ଅନୁଗୁଳ : ପାଲଲହଡ଼ାରେ ନିର୍ମମ ହତ୍ୟା । ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର । ଅନୁଗୁଳ ପାଲଲହଡା ସୁସଭନାଳୀ ଗାଁ ରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । କେହି ଦୁର୍ବୃତ୍ତ ପଥରରେ ଛେଚିବା ପରେ ମାରାଣାସ୍ତ୍ରରେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ଜନ ମୁଣ୍ଡା । ଦୁଇ ଦିନ ହେବ ସେ!-->…
୨ ଘଣ୍ଟା ଓପିଡି ବନ୍ଦ କରି ଆନ୍ଦୋଳନ ଜାରି ରଖିଛି ଡାକ୍ତର ସଂଘ, ରୋଗୀ ସେବା ପ୍ରଭାବିତ
ଭୁବନେଶ୍ବର: ଓଡ଼ିଶା ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ଆଇନ, ୧୯୮୮ (ଏସମା) ଅନୁଯାୟୀ ଡାକ୍ତରଙ୍କ ଧର୍ମଘଟକୁ ନିଷେଧ କରାଯିବା ପରେ ମଧ୍ୟ ଜିଦରେ ଅଟଳ ଡାକ୍ତର ସଂଘ।
ସରକାରୀ ଡାକ୍ତରମାନେ ବୁଧବାର ଦୁଇ ଘଣ୍ଟା ପାଇଁ ଓପିଡି ସେବାକୁ ସ୍ଥଗିତ ରଖି ସେମାନଙ୍କର ଆନ୍ଦୋଳନ ଜାରି ରଖିଛନ୍ତି।!-->!-->!-->…
କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ମନା
ପଟ୍ଟାମୁଣ୍ଡାଇ: ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ ରହିବ। ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ ଗଣନା। ଏନେଇ ସୂଚନା ଦେଇଛନ୍ତି ରାଜନଗର DFO। କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ!-->…
ପ୍ରଦୂଷଣ କଟକଣା ନ ମାନିଲେ ୫ ହଜାର ଜରିମାନା
ଭୁବନେଶ୍ବର: ଚାରିଆଡ଼େ ବଢିଚାଲିଛି ବାୟୁ ପ୍ରଦୁଷଣ । ଯାହାର ମୁକାବିଲା କରିବା ପାଇଁ ସବୁ ରାଜ୍ୟର ସରକାର ସଜାଗ ହୋଇଯାଇଛନ୍ତି । ଏବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଏବଂ କଟକ ପାଇଁ ବାୟୁ ପ୍ରଦୂଷଣ ପାଇଁ କଟକଣା ଜାରି କରାଯାଇଛି । ଏବଠୁ ସ୍ଥିତି ନିୟନ୍ତ୍ରଣରେ ରଖିଲେ କିଛି ସୁଧାର!-->…