Sign in
Sign in
Recover your password.
A password will be e-mailed to you.
ନନ୍ଦନକାନନରେ ଜନ୍ମ ନେଲା ୨ଟି ମୁଣ୍ଡ ଥିବା ବିରଳ ପ୍ରଜାତିର କଇଁଛ
ନନ୍ଦନକାନନରେ ଜନ୍ମ ନେଇଛି ଏକ ବିରଳ ପ୍ରଜାତିର କଇଁଛ। ଚିଡିଆଖାନର ସରୀସୃପ ଖୁଆଡ଼ରେ ଜନ୍ମ ହେଇଥିବା ଏ କଇଁଛ ଟିର ୨ଟି ମୁଣ୍ଡ ରହିଛି। ଯାହାକି ଅତ୍ୟନ୍ତ ବିରଳ। ତେବେ କିଛିଦିନ ତଳେ କଇଁଛମାନେ ବାଲିରେ ଅଣ୍ଡାଦେଇଥିଲେ। ସେଇ ଅଣ୍ଡାରୁ ୨ଟି ଛୁଆ ବାହାରିଥିଲେ।
କଇଁଛ ଛୁଆଁଟି ସୁସ୍ଥ ରହିଛି!-->!-->!-->…
ନକଲି ମେଡିସିନ ବିକ୍ରି ଘଟଣା, ଦୁଇ ଅଭିଯୁକ୍ତଙ୍କ ଜାମିନ୍ ନାମଞ୍ଜୁର
କଟକ: ନକଲି ମେଡିସିନ ବିକ୍ରି କରୁଥିବା ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରିଥିଲା ପୋଲିସ । କଟକ ଏସଡିଜିଏମ କୋର୍ଟରେ ହାଜର ହୋଇଥିଲେ ଭି.ଆର ଡ୍ରଗ ଏଜେନ୍ସିର ମାଲିକ ରାହୁଲ କ୍ୟାଲ୍ ଓ ପୂଜା ଏଣ୍ଟରପ୍ରାଇଜରସ୍ ମାଲିକ ସଞ୍ଜୟ ଜଲାନ । ଉଭୟଙ୍କ ଜାମିନ ଆବେଦନ ଖାରଜ ହେବାରୁ!-->…
ଟ୍ରକ୍ ଚୋରି ମାମଲାରେ ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣ ଗିରଫ
ଯାଜପୁର: ଟ୍ରକ୍ ଚୋରି ମାମଲାର ପର୍ଦ୍ଦାଫାସ୍ କରିଛି ଧର୍ମଶାଳା ପୋଲିସ । ମାମଲାରେ ପୋଲିସ ଯାଜପୁର ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର ସହ ୨ ଲକ୍ଷ ୪୫ ହଜାର ଟଙ୍କା ଜବତ ହୋଇଛି ।
ସୂଚନା ଅନୁସାରେ, ଗତ ୧୧ ତାରିଖରେ!-->!-->!-->…
ରାଜଧାନୀରେ ବିଚ୍ ରାସ୍ତାରେ ଫଳ ଦୋକାନୀଙ୍କୁ ଖଣ୍ଡାରେ ହାଣିଲେ
ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଭୁବନେଶ୍ବର ଅନ୍ତର୍ଗତ ଭରତପୁର ଅଞ୍ଚଳରେ ବିଚ୍ ରାସ୍ତାରେ ଖଣ୍ଡାରେ ଆକ୍ରମଣ ହୋଇଛି । ଫଳ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ କିଛି ଦୁର୍ବୃତ୍ତ ହାଣିଥିବା ଜଣାପଡ଼ିଛି । ଫଳରେ ସେ ଗୁରୁତର ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି!-->…
ପ୍ରକୃତିଙ୍କ ଅଭିଯୋଗ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ୧୩/୦୯: ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ପରିବାର ପକ୍ଷରୁ ଦିଆ ଯାଇଥିବା ଏତଲାରେ ପୋଲିସର କାର୍ଯ୍ୟାନୁଷ୍ଠନ ତଥା ଘଟଣା ସମ୍ପର୍କିତ କଣ ଅଧିକ ତଥ୍ୟ ରହିଛି ସେ ସମସ୍ତ ତଥ୍ୟ ସଂଗ୍ରହ କରିବା ପାଇଁ ହାଇକୋର୍ଟ ମଙ୍ଗଳବାର ସରକାରୀ ଓକିଲଙ୍କୁ ନିର୍ଦେଶ ଦେଇଛନ୍ତି। ଅଗଷ୍ଟ ୨୯ରେ!-->…
ଟ୍ରକ୍-ସ୍କୁଟି ମୁହାଁମୁହିଁ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ, ଉତ୍ତେଜନା ପରେ ଲାଠି ଚାର୍ଜ କଲା ପୋଲିସ୍
ବରଗଡ଼: ବିଜେପୁରର ଐତିହାସିକ ଅନନ୍ତବ୍ରତ ମହୋତ୍ସବ ଦେଖିବାକୁ ଆସିଥିବା ବେଳେ ଦୁର୍ଘଟଣାରେ ଜଣେ ନାବାଳିକାଙ୍କ ଜୀବନ ଯାଇଛି । ସକାଳ ୯ ଟା ସମୟରେ ପଦ୍ମପୁର ପଟରୁ OD-17N-5015 ନମ୍ୱର ବିଶିିଷ୍ଟ ଏକ ୧୬ ଚକିଆ ମାଲବୋଝେଇ ଟ୍ରକ ଆସୁଥିବାବେଳେ ଗାଡି ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ!-->…
ସହିପାରିଲେନି ଝିଅର ଅତ୍ୟାଚାର ! ନଦୀକୁ ଡେଇଁ ବୃଦ୍ଧାଙ୍କ ଆତ୍ମହତ୍ୟା ଉଦ୍ୟମ
ଆନନ୍ଦପୁର ୧୩।୦୯ : ଆତ୍ମହତ୍ୟା ଉଦ୍ୟମ ପଣ୍ଡ । ବୃଦ୍ଧାଙ୍କୁ ଉଦ୍ଧାର କରି ପୋଲିସ ଜିମାଦେଲେ ସ୍ଥାନୀୟଲୋକେ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ବୈତରଣୀ ନଦୀର ଡଙ୍ଗାଘାଟି ନିକଟରେ ଘଟିଛି ଘଟଣା ।
ଖବର ଅନୁଯାୟୀ, ଘସିପୁରା ଥାନା ପଡିଆପାଳ ଗାଁରେ ରୁହନ୍ତି କୌଶଲ୍ୟା ସେଠୀ । ତାଙ୍କର!-->!-->!-->…
୪୫ ଜଣଙ୍କ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ
ଝରୀଗାଁ : ଝରୀଗାଁ ପଂଚାୟତ ସମିତି କାର୍ଯ୍ୟାଳୟ ସଭା ଗୃହରେ ବ୍ଲକସ୍ତରିୟ ଯୁଗ୍ମଜଣ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା | ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ 45 ଜଣଙ୍କ ଅଭିଯୋଗ ଜିଲ୍ଳାପାଳ Dr କମଳ ଲୋଚନ ମିଶ୍ର ଶୁଣିଥିଲି | ଅଭିଯୋଗ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗର!-->…
ଗଞ୍ଜେଇ ଯାଞ୍ଚବେଳେ ବସ୍ ଭିତରୁ ମିଳିଲା ୩୨ ଲକ୍ଷ ଟଙ୍କା
ବ୍ରହ୍ମପୁର: ପୁଣି ଥରେ ବସ୍ ଭିତରୁ ପୁଳାପୁଳା ଟଙ୍କା ମିଳିବାକୁ ନେଇ ବ୍ରହ୍ମପୁର ସହରରେ ଚାଞ୍ଚଲ୍ୟ ଖେଳିଯାଇଛି। ପୂର୍ବରୁ ଥରେ ଏକ କୋଟି ୨୦ ଲକ୍ଷ ଟଙ୍କା ମିଳିଥିବା ବେଳେ ମଙ୍ଗଳବାର ମିଳିଛି ନଗଦ ୩୨ ଲକ୍ଷ ଟଙ୍କା।ପ୍ରାଥମିକ ସୂଚନା ଅନୁଯାୟୀ, ବସ୍ରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ!-->…
ଶୋଇଥିବା ବେଳେ କାମୁଡ଼ିଲା ବିଷଧର ସାପ : ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
ବାଲିପାଟଣା ୧୩।୦୯ : ଶୋଇଥିବା ବେଳେ କାମୁଡି ଦେଲା ସାପ । ବିଷଧର ସାପ କାମୁଡାରେ ସ୍ଵାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ବାଲିପାଟଣା ଥାନା ବୋଧଖଣ୍ଡି ଭୋଇସାହି ଗାଁରେ ଏଭଳି ଘଟଣା ଘଟିଛି ।
ଖବର ଅନୁଯାୟୀ, ସୋମବାର ରାତିରେ ବୋଧଖଣ୍ଡି!-->!-->!-->…