Sign in
Sign in
Recover your password.
A password will be e-mailed to you.
୨୨ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ !
ଭୁବନେଶ୍ବର: ପୁଣି ଆଉ ଏକ ଲଘୁଚାପ ସମ୍ଭାବନା । ୨୨ ବେଳକୁ ୨୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପ୍ରଭାବରେ କମିବ ଶୀତ, ବଢ଼ିବ ତାପମାତ୍ରା । ଏପଟେ ଉତ୍ତର ଦିଗରୁ ଶୁଷ୍କ ବାୟୁ ପ୍ରବାହ ଯୋଗୁ କମିଛି ରାତି ତାପମାତ୍ରା । ଆହୁରି ୨୪!-->…
ରସିଦ ଅଲି ଖୋଲିବ ବିସ୍ଫୋରଣର ରହସ୍ୟ: ୧୦ ଦିନିଆ ରିମାଣ୍ଡରେ ନେଲା NIA
ନୂଆଦିଲ୍ଲୀ : ସୁ ବମ୍ବର’ ଉମର ନବୀ । ୧୦/୧୧ ଦିଲ୍ଲୀ ବ୍ଲାଷ୍ଟକୁ ନେଇ ସାମ୍ନାକୁ ଆସିଛି ସୁ ବମ୍ବର ଥିଓରୀ । ନିଜ ଜୋତା ଭିତରେ ପ୍ରଚଣ୍ଡ ବିସ୍ଫୋରକ ଟ୍ରାଇଏସିଟୋନ୍ ଟ୍ରାଇପେରକ୍ସାଇଡ୍ -TATP ନେଇଥିଲା ଆତ୍ମଘାତୀ ବସ୍ଫୋରଣକାରୀ ଡାକ୍ତର ଉମର ନବୀ । ବିନା ଡେଟୋନେଟରରେ ଏହା ନିମିଷକେ!-->…
ଗଣହତ୍ୟା ମାମଲାରେ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
ନୂଆଦିଲ୍ଲୀ: ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ICT ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି । ଗତବର୍ଷ!-->…
ଯେକୌଣସି ଯୁଦ୍ଧ ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ଜେନେରାଲ ଦ୍ବିବେଦୀ
ନୂଆଦିଲ୍ଲୀ : ଶତ୍ରୁକୁ ଚେତାବନୀ । ଯେକୌଣସି ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ । ଅପରେସନ ସିନ୍ଦୂର ଟ୍ରେଲର ମାତ୍ର । ବାକି ଅଛି ପୁରା ଫିଲ୍ମ । ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ, କଡ଼ା ଜବାବ ଦେବୁ। ଏମିତିକି ସୁଯୋଗ ମିଳିଲେ, ପଡ଼ୋଶୀକୁ କିପରି କରାଯାଏ ବ୍ୟବହାର ଶିଖାଇ ଦେବୁ ।!-->…
ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ, ୨୦ରେ ଶପଥ ଗ୍ରହଣ ଉତ୍ସବ
ବିହାର : ବିହାରରେ ନୂଆ ସରକାର ଗଠନକୁ ନେଇ ହଲଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୨୦୨ ଆସନ ଜିତି NDA ଐତିହାସିକ ବହୁମତ ହାସଲ!-->…
ସାଉଦି ଆରବରେ ବସରେ ଲାଗିଗଲା ନିଆଁ, ୪୨ ଭାରତୀୟ ମୃତ !
ସାଉଦି ଆରବ: ସାଉଦି ଆରବରେ ବଡ଼ ଅଘଟଣ । ସାଉଦି ଆରବ ମଦିନାରେ ଦୁର୍ଘଟଣାରେ ଜଳିଗଲା ବସ୍ । ଏଥିରେ ୪୨ ଭାରତୀୟଙ୍କ ମୃତ୍ଯୁ ହୋଇଛି । ଡିଜେଲ ଟ୍ୟାଙ୍କର ସହିତ ବସ୍ ଧକ୍କା ହେବାରୁ ଜଳିଗଲା ବସ୍ । ଏମାନେ ମକ୍କାରୁ ମଦିନା ଯାଉଥିବା ବେଳେ ବସ ଦୁର୍ଘଟଣାର ଶିକାର ହୋଇଥିଲା । ସମସ୍ତ ମୃତକ!-->…
୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ, ଇସ୍ରୋର ପ୍ରସ୍ତୁତି ଆରମ୍ଭ
ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ ଏହା ଏକ ଜଟିଳ ମିଶନ ହେବ । ଏପର୍ଯ୍ୟନ୍ତ କେବଳ ଆମେରିକା, ଚୀନ ଓ!-->…
ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ ୪ ଅଭିନେତାଙ୍କୁ ବୋମା ଧମକ
ଚେନ୍ନାଇ: ତାମିଲନାଡୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ରବିବାର ରାତିରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ଘରକୁ ବୋମା ଧମକ ଦିଆଯାଇଛି । ଏହି ଘଟଣା ଜଣାପଡ଼ିବା ମାତ୍ରେ ଆତଙ୍କ!-->…
ଡିସେମ୍ବର ୧ରୁ ଘରୋଇ ବସ ଧର୍ମଘଟ !
କଟକ : ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ୧୪ ହଜାର ଘରୋଇ ବସ୍ ଏହି ଆନ୍ଦୋଳନରେ ସାମିଲ ହେବେ। ପୁଲିସକୁ!-->…
ପୋଖରୀରେ ବୁଡିଗଲେ ୨ ଶିଶୁ
ତିହିଡ଼ି: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଜାଫରାବାଦ ଗାଁରେ ପୋଖରୀରେ ବୁଡି ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛି। ମୃତକ ଜାଫରାବାଦ ଗାଁର ବୁଲୁ ବାରିକଙ୍କ ପୁଅ ଅନନ୍ତଦେବ (୩) ଏବଂ ସିମୁଳିଆ ଥାନା ଅଧୀନ ଫୁଲଗଡ଼ ଗ୍ରାମର ଜୟନ୍ତ ସାହୁଙ୍କ ପୁଅ ହିମାଂଶୁ (୪) ବୋଲି ଜଣାପଡିଛି। ହିମାଂଶୁ ତାଙ୍କ!-->…