ବିପଦ ସଙ୍କେତ ଉପରେ ଜଳକା ନଦୀ, ବନ୍ୟା ଆଶଙ୍କାରେ ନଦୀକୂଳିଆ ଲୋକେ

ଲଗାଣ ବର୍ଷାରେ ଫୁଲିଛି ଜଳକା ନଦୀ । ବାଲେଶ୍ୱର ଜିଲ୍ଲା ବସ୍ତା ମଥାନୀଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା । ଏବେ ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ମଧ୍ୟାହ୍ନ ୧୨ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୫.୯୬ ମିଟର ରହିଛି । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା

କୁକୁଡାଖଣ୍ଡି ବ୍ଲକ ବିଜେଡିର ସାମ୍ବାଦିକ ସମ୍ମିଳନୀ

କୁକୁଡାଖଣ୍ଡି(୧୧/୯) : ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ଅନ୍ତର୍ଭୁକ୍ତ କୁକୁଡାଖଣ୍ଡି ବ୍ଲକରେ ରବିବାର ଦିନ ୧୧ ଘଟିକା ସମୟରେ ସ୍ଥାନୀୟ ଡାକବଙ୍ଗଳା ପରିସରରେ ବ୍ଲକ ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜିତ କରାଯାଇଥିଲା । କୁକୁଡ଼ାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ

ବୁଗୁଡ଼ା ରାଜରାସ୍ତାରୁ ବୁଲା ଗାଈଗୋରୁଙ୍କୁ ହଟାଇଲା ଏନ୍ଏସି ପ୍ରଶାସନ , ବଢିଲା ଗୋପାଳକଙ୍କ ଟେନସନ୍

ବୁଗୁଡା (୧୧/୦୯) : ବୁଗୁଡ଼ା ସହର ରାଜରାସ୍ତାରେ ଗାଈଗୋରୁଙ୍କ ଅବାଧ ବିଚରଣ ଏବଂ ଉପଦ୍ରବ ଯୋଗୁଁ ଟ୍ରାଫିକ୍ ସମସ୍ୟା ଚରମ ସୀମାରେ ପହଞ୍ଚିବା ସହ ପ୍ରବଳ ଜନ ଅସନ୍ତୋଷ ଦେଖା ଦେଇଥିଲା । ଏନେଇ ଏନ୍ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରମ ମନ୍ତ୍ରୀ

ରାଉରକେଲାରୁ ୧୬ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍‌ ଜବତ, ଜଣେ ଗିରଫ

ରାଉରକେଲା/ଭୁବନେଶ୍ୱର ୧୧।୦୯ : ବିପୁଳ ପରିମାଣର ନକଲି ନୋଟ ଜବତ । ରାଉରକେଲା ସେକ୍ଟର ୧୬ ଲକ୍ଷ ୧୧ ହଜାର ଟଙ୍କାର ନକଲି ନୋଟ୍ ଜବତ ହୋଇଛି। ଏହା ସହ ଘଟଣାସ୍ଥଳରୁ ଏକ ଲାପଟପ୍, ଗୋଟିଏ କଲର ପ୍ରିଣ୍ଟର ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ଜଣେ ଆନ୍ତଃରାଜ୍ୟ ଅପରାଧୀକୁ ଗିରଫ

ଵ୍ଳକସ୍ତରୀୟ ଆଜାଦି କା ଅମୃତ ମହୋତ୍ସବ ପାଳନ

ହିଞ୍ଜିଳିକାଟୁ (୧୧/୯) : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ସରକାରୀ ଵୃନ୍ଦାବନ ବିଦ୍ୟାଳୟରେ ବ୍ଳକସ୍ତରୀୟ ଆଜାଦି କା ଅମୃତ ମହୋତ୍ସବ ପାଳନ ହୋଇଯାଇଛି । ଏହି ଅବସରରେ ହିଞ୍ଜିଳିକାଟୁ ଵ୍ଳକ ଅନ୍ତର୍ଗତ ୧୦ ଟି କ୍ଳଷ୍ଟର ରେ ୯୫ ଗୋଟି ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଆର୍ଟ ଆଣ୍ଡ

ଜେଇଇ ଆଡଭାନ୍ସ ୨୦୨୨ ରେଜଲ୍ଟ ପ୍ରକାଶିତ, ରାଙ୍କ୍ ୱାନ୍‌ରେ ଆରକେ ଶିଶିର

ଭୁବନେଶ୍ବର: ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ୨୦୨୨ ରେଜଲ୍ଟ । ରାଙ୍କ ୱାନରେ ରହିଛନ୍ତି ଆଇଆଇଟି ବମ୍ବେ ଜୋନ୍‌ର ଆର.କେ ଶିଶିର । ମୋଟ ୩୬୦ ନମ୍ବରରୁ ଶିଶିର ୩୧୪ ନମ୍ବର ରଖିଛନ୍ତି । ସେ କର୍ଣ୍ଣାଟକ କମନ ଏଣ୍ଟ୍ରାନ୍ସ ଟେଷ୍ଟରେ ଫାର୍ମାସି ଷ୍ଟ୍ରିମରେ ଟପ୍ କରିଥିଲେ । ରାଙ୍କ ୨ରେ ଅଛନ୍ତି

ଖୋଳଖାଳିରେ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ

ବୁଗୁଡା (୧୧/୦୯) : ବୁଗୁଡ଼ା ବ୍ଲକ ଖୋଳଖାଳି ଗ୍ରାମରେ ଆଗାମୀ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଗାଁର ବଡଦାଣ୍ଡରେ ଶୁଭ ଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁରୋହିତ ଭାବେ ବନମାଳୀ ରଥ ଯୋଗ ଦେଇ ଯଥା ରୀତିନୀତି ପ୍ରକାରେ ପୂଜାପାଠ ସମ୍ପାଦନ କରିଥିବା ବେଳେ ପୂଜା କମିଟି

ସମୁଦ୍ର ଜୁଆର ମାଡ଼ରେ ଭାଙ୍ଗିଲା ମେରାଇନ୍ ଡ୍ରାଇଭ୍ ରାସ୍ତା ଓ ସୁରକ୍ଷା ପ୍ରାଚୀର

ସୀମା ଲଙ୍ଘୁଛି ଅଶାନ୍ତ ସମୁଦ୍ର । ୫ ଫୁଟ ଉଚ୍ଚ ଜୁଆର ମାଡ଼ରେ ମେରାଇନ ଡ୍ରାଇଭ ରାସ୍ତା ଓ ସୁରକ୍ଷା ପ୍ରାଚୀର ଭାଙ୍ଗିଛି ଅଶାନ୍ତ ଜୁଆର । ଲଘୁଚାପ ଜନିତ ଲଗାଣ ବର୍ଷାରେ ଅଶାନ୍ତ ହୋଇପଡ଼ିଛି ବଙ୍ଗୋପସାଗର । କୋଣାର୍କ- ପୁରୀ ବେଳାମାର୍ଗ ପାଶ୍ୱର୍ରେ ଥିବା ବେଳାଭୂମି ବିଭିନ୍ନ ସ୍ଥାନରେ କୂଳ

ଜଳିଗଲା ଜଳ ଯୋଗାଣ ପ୍ରକଳ୍ପ ପାଇଁ ଆସିଥିବା ଲକ୍ଷ ଲକ୍ଷ ଟଙ୍କାର ପାଇପ୍‌

ପଦ୍ମପୁର : ନିଆଁ ଲାଗି ଜଳିଗଲା ଲକ୍ଷ ଲକ୍ଷ ଟଙ୍କାର ପ୍ଲାଷ୍ଟିକ୍ ପାଇପ୍। ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ ଆସିଥିବା ପାଇପ୍ ଗୁଡ଼ିକୁ ଗଦା କରି ରଖାଯାଇଥିବା ବେଳେ ସେଗୁଡ଼ିକ ଜଳିଯାଇଛି। ଗତକାଲି ବିଳମ୍ବିତ ରାତିରେ ବରଗଡ଼ ଜିଲ୍ଲା ଗାଇସିଲେଟ୍ ବ୍ଲକର ତେଲିପାଲିରେ ଘଟିଛି ଏହି

ଶ୍ରେଷ୍ଠ ପାର୍ଶ୍ବ ଅଭିନେତା ସମ୍ମାନ ପାଇଲେ ଅଭିନେତା ସୌରଭ ନନ୍ଦ

ଫୁଲବାଣୀ : ନାଗେଶ୍ଵର ଫିଲ୍ମ ପ୍ରଡକ୍ସନ ପକ୍ଷରୁ ରାଜ୍ୟ ସ୍ତରୀୟ ସିନେ ସାହିତ୍ୟ ଆୱାର୍ଡ଼ -୨୦୨୨ ଅନୁଷ୍ଠିତ ହୋଇଯାଇଛି। ସେପ୍ଟେମ୍ବର ୧୧ ରବିବାର ପୂର୍ବାହ୍ନରେ ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମ୍ମାନ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅବସର ପ୍ରାପ୍ତ