Sign in
Sign in
Recover your password.
A password will be e-mailed to you.
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା କୁ ନେଇ ବିଜେଡିର ପ୍ରେସ ମିଟ ।
ନୟାଗଡ଼:ସାରା ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ।ପୋଲିସ ପ୍ରତି ଆଉ ଲୋକମାନଙ୍କର କୌଣସି ଭୟ ନାହିଁ।ସାଧାରଣ ଲୋକ ନ୍ୟାୟ ପାଇବାରୁ ବଞ୍ଚିତ।ଏହି ପ୍ରସଙ୍ଗକୁ ନେଇ ପ୍ରେସ ମିଟ କରି ବିଷୋଦଗାର କରିଛି ନୟାଗଡ଼ ବିଜେଡି।ନୟାଗଡ଼ ବିଜେଡି କାର୍ଯ୍ୟାଳୟରେ ଅୟୋଜିତ ସାମ୍ବାଦିକ ସମ୍ମିଳନୀରେ ନୟାଗଡ଼!-->…
ଏୟାର ଇଣ୍ଡିଆ ବନ୍ଦ କଲା ୧୦୦ ଉଡ଼ାଣ
ନୂଆଦିଲ୍ଲୀ : ଏୟାର ଇଣ୍ଡିଆ ଅନ୍ତର୍ଜାତୀୟ ଯାତ୍ରୀଙ୍କୁ ବଡ଼ ଝଟକା ଦେଇଛି । ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁଁ ସାରା ବିଶ୍ୱରେ ଇନ୍ଧନ ଅଭାବ ସୃଷ୍ଟି ହୋଇଛି । ଯାହା ଜେଟ୍ ଇନ୍ଧନ ମୂଲ୍ୟକୁ ମଧ୍ୟ ପ୍ରଭାବିତ କରିଛି । ଏୟାର ଇଣ୍ଡିଆ ଜୁନ୍ ମାସରୁ ତିନି ମାସ ପାଇଁ ଅନେକ!-->…
ପ୍ରକାଶ ପାଇଲା CBSE ଦ୍ବାଦଶ ପରୀକ୍ଷା ଫଳ, ଚଳିତବର୍ଷ ପାସ୍ ହାର ୮୫.୨୦%
ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ । cbse.gov.in କିମ୍ବା results.cbse.nic.in ଯାଇ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଡିଜି ଲକର୍ ଏବଂ ଉମଙ୍ଗ ଆପରେ ମଧ୍ୟ ରେଜଲ୍ଟ ପ୍ରକାଶିତ । ଏସବୁ ୱେବସାଇଟରେ ନିଜର ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।
!-->!-->…
ଫ୍ଲୋର ଟେଷ୍ଟରେ ପାସ୍ ହେଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ
ତାମିଲନାଡୁ : ବିଜୟ ଥାଲାପତି ତାମିଲନାଡୁ ବିଧାନସଭାରେ ଫ୍ଲୋର ଟେଷ୍ଟରେ ପାସ୍ କରିଛନ୍ତି । ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରମାଣ କରିଛନ୍ତି ଥାଲାପତି । ବିଜୟଙ୍କ ସମର୍ଥନରେ ୧୪୪ ଏବଂ ବିରୋଧରେ ମିଳିଲା ୨୨ ଭୋଟ୍ । ଏହି ବିଜୟ ସହ ରାଜ୍ୟରେ ବିଜୟଙ୍କ ନେତୃତ୍ୱାଧୀନ ସରକାର ନିଜର!-->…
ଦେଶବାସୀଙ୍କୁ ଅପିଲ୍ ପରେ ନିଜ କାରକେଡରେ ଗାଡ଼ି ସଂଖ୍ୟା ଅଧା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଦେଶବାସୀଙ୍କୁ ଅପିଲ୍ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନିଜ ତରଫରୁ ସମସ୍ତଙ୍କୁ ଉଦାହରଣ ଦେଇଛନ୍ତି । ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛନ୍ତି ପିଏମ୍ ମୋଦି । ପ୍ରଧାନମନ୍ତ୍ରୀ ନିଜେ ବ୍ୟବହାର!-->…
ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ
ଉତ୍ତରପ୍ରଦେଶ : ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲକୁ ନିଆଯିବା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।!-->…
ମହଙ୍ଗା ପଡ଼ିଲା ବିଜୟଙ୍କୁ ସମର୍ଥନ, ଦଳରୁ ବିଦା ହେଲେ ଏଆଇଏଡିଏମକେର ବିଦ୍ରୋହୀ ନେତା
ଚେନ୍ନଇ:ତାମିଲନାଡୁ ରାଜନୀତିରେ ଘଡି କେ ଘୋଡା ଛୁଟୁଛି। ତାମିଲନାଡୁରେ ଦୁଇ ଫାଳ ହେଲା ଏଆଇଏଡିଏମକେ। ମହଙ୍ଗା ହେଲା ବିଜୟଙ୍କୁ ସମର୍ଥନ। ତାମିଲନାଡୁ ବିଧାନସଭା ନିର୍ବାଚନ ପରେ ଏଆଇଏଡିଏମକେରେ ଦେଖା ଯାଇଥିବା ବିବାଦ ଏବେ ତୀବ୍ର ରୂପ ଧାରଣ କରିଛି। ବୁଧବାର ଏଆଇଏଡିଏମକେର ମୁଖିଆ ଇଡାପାଡି କେ!-->…
ଧାନର MSP ୭୨ ଟଙ୍କା ବୃଦ୍ଧି କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ:ଧାନର MSP କ୍ବିଣ୍ଟାଲ ପିଛା ୭୨ ଟଙ୍କା ବୃଦ୍ଧି କଲେ କେନ୍ଦ୍ର ସରକାର। ବୁଧବାର କେନ୍ଦ୍ର ସରକାର ୨୦୨୬-୨୭ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (MSP) କୁ ପ୍ରତି କ୍ୱିଣ୍ଟାଲ ୭୨ ଟଙ୍କା ବୃଦ୍ଧି କରିବାକୁ ଅନୁମୋଦନ ହୋଇଛି। ଯାହା ପ୍ରତି କ୍ୱିଣ୍ଟାଲ!-->…
ନନ୍ଦିଗ୍ରାମ ବିଧାନସଭା ଆସନ ଛାଡ଼ିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ
କଲକତା:ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ସେ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଜିତିଥିବା ବେଳେ ଆଜି ଗୋଟିଏ ସିଟ ଛାଡ଼ିବା ସମ୍ପର୍କରେ କହିଛନ୍ତି। ସେ ଭବାନୀପୁର ଆସନ ରଖିବେ ଓ ନିଜର ପାରମ୍ପରିକ ସିଟ ନନ୍ଦିଗ୍ରାମକୁ ଛାଡ଼ିବେ ବୋଲି ସୂଚନା!-->…
ଏଭର୍ ଗ୍ରୀନ କାରଖାନାରେ ବିଶାଳ ରକ୍ତଦାନ ଶିବିର: ୧୦୨ ୟୁନିଟ୍ ରକ୍ତ ସଂଗୃହୀତ
ଭୁବନେଶ୍ୱର: କମିସନରେଟ ପୋଲିସ, ଭାରତୀୟ ରେଡକ୍ରସ୍ ଆଞ୍ଚଳିକ ଶାଖା, ମଧୁକୁଞ୍ଜ ଏବଂ ଇଣ୍ଡିଆନ୍ ସ୍କାଉଟ ଗାଇଡ୍ ଫେଲୋସିପର ମିଳିତ ଆନୁକୂଲ୍ୟରେ 'ଏଭର୍ ଗ୍ରୀନ' କାରଖାନା ପରିସରରେ ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସାମାଜିକ ସେବା ଓ ମାନବିକତା ରକ୍ଷା ଉଦ୍ଦେଶ୍ୟରେ!-->!-->!-->…