ଓଡ଼ିଆ ଆଦର୍ଶ ବିଦ୍ୟାଳୟର ୮ମ ସ୍ଵନକ୍ଷତ୍ର ଉତ୍ସବ

ହିଞ୍ଜିଳିକାଟୁ : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ୮ ମ ସ୍ଵନକ୍ଷତ୍ର ଉତ୍ସବ ହିଞ୍ଜିଳିକାଟୁ ବ୍ଲକ୍ ଶାସନ ଆମ୍ବଗାଁ ଆଦର୍ଶ ବିଦ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଗଞ୍ଜାମ ଜିଲ୍ଲାର ୨୨ଟି ଆଦର୍ଶ ବିଦ୍ୟାଳୟ ର ଛାତ୍ର ଛାତ୍ରୀଙ୍କ ସମେତ ଶିକ୍ଷୟିତ୍ରୀ ଶିକ୍ଷକ ଏହି ଉତ୍ସବରେ ଯୋଗ

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଦାରିଙ୍ଗବାଡି, (୭/୯) : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟ କ୍ରମ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଦଳଙ୍କ

ସୁନ୍ଦରଗଡ଼ ଜିଲ୍ଲାରେ ସମନ୍ୱିତ ଫିଜିଓଥେରାପି ସେବା: ୧୦ ହଜାର ରୋଗୀଙ୍କ ପାଇଁ ୬୫ ହଜାରରୁ ଅଧିକ ଥେରାପି ସେସନ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପରିସର ଏବଂ ଜିଲ୍ଲାର ୧୦ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ତରରେ ଚାଲିଥିବା ‘ସମନ୍ୱିତ ଭୌତିକ ଚିକିତ୍ସା’ ବା ଆଧୁନିକ ଫିଜିଓଥେରାପି ସେବା ବେଶ୍‌ ଲୋକପ୍ରିୟ ହୋଇପାରିଛି। ଏହା ମାଧ୍ୟମରେ ଗତ ୮ ମାସ ମଧ୍ୟରେ ଜିଲ୍ଲାରେ ବିଭିନ୍ନ

ଭୂ- ଅଭିଲେଖ ଓ ସର୍ବେକ୍ଷଣ ନିର୍ଦ୍ଦେଶକ ଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ…

ସୁନ୍ଦରଗଡ଼, 07/09: ଭୂ-ଅଭିଲେଖ ଓ ସର୍ବେକ୍ଷଣ ନିର୍ଦ୍ଦେଶକ, କଟକ ଶ୍ରୀ ବିକାଶ ଚନ୍ଦ୍ର ମହାପାତ୍ର ଆଜି ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ରେ ଆସି ବିଭାଗୀୟ ଅଧିକାରୀ ମାନଙ୍କ ସହ ବିଭାଗୀୟ କାର୍ଯ୍ୟ ର ସମୀକ୍ଷା କରିଥିଲେ I ବୈଠକରେ ବିଶେଷ କରି ଜିଲ୍ଲା ରେ ହାଇଟେକ୍ ସର୍ଭେ ପ୍ରଗତି

ସାପ କାମୁଡ଼ାରେ ପାଗଳ ବ୍ୟକ୍ତି ଆହତ

ବୁଗୁଡ଼ା (୦୭/୦୯) : ନିକଟସ୍ଥ ଷୋଳମଇଲି ଠାରେ ରହୁଥିବା ଚନ୍ଦ୍ର ସିଂ ନାମକ ଜନୈକ ପାଗଳ ବ୍ୟକ୍ତି ଆଜି ସକାଳେ ସାପ କାମୁଡ଼ାରେ ଆହତ ହୋଇ ବୁଗୁଡ଼ା ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାଯାଇଛି । ଘଟଣାରୁ ପ୍ରକାଶ ଯେ, ଆଜି ସକାଳ ସାଢେ ଦଶଟା ବେଳେ ପାଗଳ ଚନ୍ଦ୍ର ସିଂ ଏକ ନାଗ ସାପକୁ ଧରିବା

ଟିପିଏସ୍‌ଓଡିଏଲ୍ ପକ୍ଷରୁ ମହିଳାଙ୍କ ଦ୍ୱାରା ପରିଚାଳିତ ଗ୍ରାହକ ସମ୍ପର୍କ କେନ୍ଦ୍ରର ଶୁଭାରମ୍ଭ

ବ୍ରହ୍ମପୁର : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ବ୍ରହ୍ମପୁରରେ ସମ୍ପୂର୍ଣ୍ଣ ରୂପେ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେଉଥିବା ଗ୍ରାହକ ସମ୍ପର୍କ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି । ଏହି କେନ୍ଦ୍ର

୧୯୭୨ ମାଟ୍ରିକ ବ୍ୟାଚ ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

ବୁଗୁଡ଼ା : ଦୀର୍ଘ ପଚାଶ ବର୍ଷ ପରେ ବୁଗୁଡ଼ା ପିପୁଲ୍ସ ହାଇସ୍କୁଲର ୧୯୭୨ ମ୍ୟାଟ୍ରିକ ବ୍ୟାଚ୍ ଛାତ୍ର ମାନଙ୍କ ବନ୍ଧୁ ମିଳନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଗୁଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି l ଆଜିର ଏହି ବୈଠକରେ ଅମୀୟ କୁମାର ଦାଶ, ଜୟକୃଷ୍ଣ ସାହୁ, ଅନନ୍ତ କର, ଗୌରୀପତି ଦାଶ, ଅଭୟ ପ୍ରସାଦ

ଆରଏମ‌ସି ପକ୍ଷରୁ ‘ଅନ୍ତର୍ଜାତୀୟ ନୀଳ ଆକାଶ ପାଇଁ ସ୍ବଚ୍ଛ ବାୟୁ ଦିବସ’ ପାଳିତ

ବିଦ୍ୟୁତ ଚାଳିତ ଯାନର ବ୍ୟବହାର ଉପରେ ଗୁରୁତ୍ବ ଦେଲେ ଉପ ଆୟୁକ୍ତ ସୁଧାଂଶୁ ଭୋଇରାଉରକେଲା : 'ନୀଳ ଆକାଶ ପାଇଁ ସ୍ୱଚ୍ଛ ବାୟୁମଣ୍ଡଳ' ଏହିପରି ଏକ ଅନ୍ତର୍ଜାତୀୟ ଦିବସ ଅବସରରେ ରାଉରକେଲା ମହାନଗର ନିଗମ ପକ୍ଷରୁ କାର୍ଯ୍ୟାଳୟ ପରିସରରେ 'ଜାତୀୟ ସ୍ୱଚ୍ଛ ବାୟୁ' ବା ନ୍ୟାସନାଲ କ୍ଳିନ୍‌ ଏୟାର

ରୋଜଗାର ଓ କୌଶଳ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ଅଧିନ ଉତ୍କଳ ଉଦ୍ୟୋଗୀତା ଏବଂ ବୃତ୍ତି ହବ୍ (ୟୁ.ଇ.ସି.ଏଚ.) ତରଫରୁ ଏକ ରୋଜଗାର ଓ କୌଶଳ ବିକାଶ କାର୍ଯ୍ୟକ୍ରମ କଟକ ସ୍ଥିତ ବାଙ୍କୀ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଉଦଘାଟନ କରି ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ

ଭୁବନେଶ୍ବରରେ ହେବ ଟାଟା ମେମୋରିଆଲ କ୍ୟାନସର ହସପିଟାଲ

ଭୁବନେଶ୍ବର : ଜଟଣିସ୍ଥିତ ନାଇଜର ପରିସରରେ ଏକ ୨୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସପିଟାଲ ସ୍ଥାପନ ପାଇଁ ଓଡ଼ିଶା ସରକାର ଓ ଟାଟା କ୍ୟାନସର ସେଣ୍ଟର ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ବୁଧବାରଦିନ ଲୋକସେବା ଭବନଠାରେ ଏହି ବୁଝାମଣାପତ୍ର ମୁଖ୍ୟମନ୍ତ୍ରୀ ନବୀନ