ଆସିକାରେ ଜବର ଦଖଲ ଉଚ୍ଛେଦ ଲୋକ ଦେଖାଣିଆ…..!

ବ୍ରହ୍ମପୁର: ଆସିକା ସହର ରେ ଜବର ଦଖଲ ଯୋଗୁଁ ଟ୍ରାଫିକ ସମସ୍ୟା ସବୁବେଳେ ଲାଗିରହିଛି। ଅଧିକାଂଶ କରି ଅଶୋକ ସିନେମା ହଲ୍ ଠାରୁ ବିନାୟକ ବଜାର ଓ ଲକ୍ଷ୍ମୀ ବଜାର ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଦିନ ତମାମ ଲାଗିରହେ। ଏହାକୁ ଦୃଷ୍ଟିରେ ରଖି ଆଜି ପ୍ରଶାସନ ପକ୍ଷରୁ ବିନାୟକ ବଜାର ଓ ଲକ୍ଷ୍ମୀ

ରାମଚନ୍ଦ୍ରପୁର ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର…

ଚିକିଟି: ଏହି ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର (୦୫.୦୧.୨୬)ଦିନ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ତହସିଲଦାର ଶ୍ରୀଯୁକ୍ତ ବିଶ୍ୱ ରଞ୍ଜନ କହଁର,ବି ଡି ଓ ଶ୍ରୀଯୁକ୍ତ ବିବେକାନନ୍ଦ ମିଶ୍ର ,

ଜଗନ୍ନାଥ ଏକ୍ସପ୍ରେସ ବସ ଦୁର୍ଘଟଣା, ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଅଳ୍ପକେ ବର୍ତିଲେ ଯାତ୍ରୀ…

ମାଲକାନଗିରି,୫।୧ ମାଲକାନଗିରି ସଦର ନିକଟରେ ଏକ ଜଗନ୍ନାଥ ଏକ୍ସପ୍ରେସ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ତେବେ ବସ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଅଳ୍ପକେ ବଡ ଧରଣର ଅଘଟଣରୁ ବର୍ତ୍ତୀ ଯାଇଛନ୍ତି ୩୦ରୁ ଊର୍ଦ୍ଧ୍ଵ ଯାତ୍ରୀ। ସୂଚନା ଅନୁଯାୟୀ, ନବରଙ୍ଗପୁ ଜିଲ୍ଲା ରାଇଘରରୁ ହାଇଦ୍ରାବାଦ ଅଭିମୁଖେ

ଗଞ୍ଜେଇ ଚାଲାଣର ନୂଆ ଫର୍ମୁଲା : ପୋଲିସ ପାଟ୍ରୋଲିଂ ବେଳେ ତିନି ମହିଳା ସହ ଗଞ୍ଜେଇ ଜବତ

ବାଲିଗୁଡା, ତା, ୦୫/୦୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପକ୍ଷରୁ ଧୂଙ୍ଗିଆଦେବୀ ମନ୍ଦିର ନିକଟରେ ପୋଲିସ ଦଳର ପେଟ୍ରୋଲିଂ ବେଳେ ଚୋରା ଗଞ୍ଜେଇ ଚାଲାଣକାରୀ ତିନି ଜଣ ମହିଳାଙ୍କୁ ପୋଲିସ ପେଟ୍ରୋଲିଂ ଦଳ ଏସଆଇ ଦମୟନ୍ତୀ ବେହେରା,ଏଏସଆଇ ବାସୁଦେବ ପଣ୍ଡା ଓ

ବାଲେଶ୍ବରରେ ବାୟୁ ପ୍ରଦୂଷଣ କଟକଣା, ସନ୍ଧ୍ୟା ୬ ରୁ ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ନିର୍ମାଣ କାର୍ଯ୍ୟ

ବାଲେଶ୍ବର : ବାଲେଶ୍ବରରେ ଲାଗିଲା ବାୟୁ ପ୍ରଦୂଷଣ କଟକଣା । ବାଲେଶ୍ବର ପୌରପାଳିକା ଓ ଅନ୍ୟ ଏନଏନସି ପାଇଁ କଟକଣା ଜାରି କଲେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ। ବାୟୂପ୍ରଦୂଷଣ ମାତ୍ରା ଅତ୍ୟଧିକ ବୃଦ୍ଧି ପାଇବା ପରେ କଟକଣା ଜାରି କରିଛି ବାଲେଶ୍ବର ଜିଲ୍ଲା ପ୍ରଶାସନ

ଆନ୍ଧ୍ରପ୍ରଦେଶର ବିଭିନ୍ନ ସ୍ଥାନରେ ଗ୍ୟାସ୍ ଲିକ୍, ଅନେକ ସ୍ଥାନରେ ଲାଗିଲା ନିଆଁ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ଆମ୍ବେଦକର କୋନାସୀମା ଜିଲ୍ଲାରେ ଗ୍ୟାସ୍ ଲିକ୍ । ରାଜୋଲୁ ଟାଉନରେ ଇରୁସୁମାଣ୍ଡା ଏବଂ ମଲିକପୁରମ ମଣ୍ଡଳରେ ଓଏନଜିସି ଗ୍ୟାସ ଲିକ୍ ଯୋଗୁଁ ଆତଙ୍କ ଖେଳିଯାଇଛି । ଗ୍ୟାସ୍ ଲିକ୍ ଯୋଗୁଁ ବିଭିନ୍ନ ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି । ସ୍ଥାନୀୟ ଲୋକ

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ୍ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଅଭିଯୋଗ ଗୁଡ଼ିକର ଶୁଣାଣୀ କରିଥିବା ବେଳେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଉପ

ବିହାରରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ, ୧୭ ତାରିଖରେ ରାମାୟଣ ମନ୍ଦିରରେ ହେବ ସ୍ଥାପିତ

ବିହାର : ତାମିଲନାଡୁ ମହାବଳୀପୁରମରୁ ବିହାର ଗୋପାଳଗଞ୍ଜରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ । ଏହି ଶିବଲିଙ୍ଗର ଲମ୍ବା ୩୩ ଫୁଟ ରହିଥିବା ବେଳେ ଓଜନ ୨୧୦ ମେଟ୍ରିନ ଟନ୍ ରହିଛି । ଏହି ବିଶାଳ ଶିବଲିଙ୍ଗର ସ୍ଥାପନା ୧୭ ଜାନୁଆରୀରେ କେସରିୟାର ପ୍ରଖଣ୍ଡ ସ୍ଥିତ ବିରାଟ ରାମାୟଣ

ବ୍ରହ୍ମପୁରରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର

ବ୍ରହ୍ମପୁର : ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ୱି. କୀର୍ତ୍ତି ୱାସନ୍, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ଶର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ ବ୍ରହ୍ମପୁର ଉପଜିଲ୍ଲାପାଳ