Sign in
Sign in
Recover your password.
A password will be e-mailed to you.
ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ନିଜର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ବିଭିନ୍ନ ରାଜନୈତିକ ପାର୍ଟି ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।
!-->!-->…
ଧାନ ମଣ୍ଡିରେ କେବଳ ଫୋଟ ଉଠେଇ ମିଲେର ପାଖକୁ ଧାନ ପଠାଯାଉଛି…..!
ପ୍ରଶାସନ ସାଜିଛି ଧୃତରାଷ୍ଟ୍ର...
ଦିଲ୍ଲୀ ବିସ୍ଫୋରଣ: ଉମର ଓ ଇମାମଙ୍କ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ସୁପ୍ରିମକୋର୍ଟ ଉମର ଖାଲିଦ ଏବଂ ଶରଜିଲ ଇମାମଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଘଟଣାରେ ଜଡିତ ଅନ୍ୟ ୫ ଅଭିଯୁକ୍ତଙ୍କୁ ଜାମିନ ମିଳିଛି ।ଜଷ୍ଟିସ ଅରବିନ୍ଦ କୁମାର ଏବଂ ଜଷ୍ଟିସ ଏନବି ଅଞ୍ଜାରିଆ!-->…
ଆମେରିକା ଉପରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ
ଆମେରିକା : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ । ଘଟଣାରେ ସୁରକ୍ଷାକର୍ମୀ ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ଆକ୍ରମଣ ଫଳରେ ଉପରାଷ୍ଟ୍ରପତିଙ୍କ ଘରର ଝରକା ସବୁ ଭାଙ୍ଗିଯାଇଥିବା ଭିଡିଓରେ ନଜର ଆସିଛି । ଆକ୍ରମଣ ପରେ ୟୁଏସ୍ ସିକ୍ରେଟ ସର୍ଭିସ ଏଜେଣ୍ଟ ଇଷ୍ଟ!-->…
ଆଜିଠୁ ଦିଲ୍ଲୀ ବିଧାନସଭାର ଶୀତକାଳୀନ ଅଧିବେଶନ; ପ୍ରଦୂଷଣକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ
ନୂଆଦିଲ୍ଲୀ: ଆଜିଠୁ ଦିଲ୍ଲୀ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଦଳ ପ୍ରଦୂଷଣକୁ ନେଇ ସରକାରଙ୍କୁ ଘେରିବା ସହ ଗୃହରେ ପ୍ରବଳ ହଙ୍ଗାମା କରିଥିଲେ। ହଙ୍ଗାମା ଏତେ ତୀବ୍ର ହୋଇଥିଲା ଯେ ବାଚସ୍ପତିଙ୍କୁ ଆପର ବିଧାୟକଙ୍କ ବିରୋଧରେ!-->…
ଭାରତକୁ ପୁଣି ଟାରିଫ୍ ଭୟ ଦେଖାଇଲେ ଟ୍ରମ୍ପ
ନୂଆଦିଲ୍ଲୀ : ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ ସମ୍ପର୍କରେ ଏକ କଡ଼ା ବୟାନ ଦେଇଛନ୍ତି। ସେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଥିଲେ କିନ୍ତୁ ଚେତାବନୀ ମଧ୍ୟ ଦେଇଥିଲେ ଯେ ଯଦି!-->…
ଏଣିକି ସଫେଇ ପାଇଁ ଉପଭୋକ୍ତାଙ୍କଠାରୁ ଦେୟ ଆଦାୟ କରିବ ବିଏମସି
ଭୁବନେଶ୍ବର: ଏଣିକି ଉପଭୋକ୍ତା ମାନଙ୍କ ପାଖରୁ ଅଳିଆ ସଫେଇ ପାଇଁ ଦେୟ ଆଦାୟ କରିବ ଭୁବନେଶ୍ୱର ମହାନଗର ନିଗମ । ଏନେଇ ନୂଆ ତାଲିକା ମଧ୍ୟ ଜାରି କରିଛି ବିଏମସି ।ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଘର,ସପିଂ ମଲ,ହାଟ,ହୋଟେଲ,କ୍ୟାଫେ ଆଦିରୁ ସଫେଇ ପାଇଁ ଦେୟ ଆଦାୟ କରିବ ବିଏମସି ।!-->…
ମୁଖ୍ୟମନ୍ତ୍ରୀଙ୍କ ଷୋଡଶ ଅଭିଯୋଗ ଶୁଣାଣି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଅଭିଯୋଗର ୯୫% ସମାଧାନ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଆଜି ମୁଖ୍ୟମନ୍ତ୍ରୀଙ୍କ ଷୋଡଶ ଅଭିଯୋଗ ଶୁଣାଣି ଥିଲା । ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ୭ଜଣ ମନ୍ତ୍ରୀ, ଅତିରିକ୍ତ!-->…
୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର
ଭୁବନେଶ୍ୱର: ୨୦୨୬ ବର୍ଷ ପାଇଁ ସି ଭି ରମଣ ସମ୍ମାନ ଚୟନ ପରିଷଦ ପକ୍ଷରୁ ସି ଭି ରମଣ ପୁରସ୍କାର ଘୋଷଣା କରାଯାଇଛି । ସେମାନଙ୍କ ମଧ୍ୟରୁ ପଦାର୍ଥ ବିଜ୍ଞାନ ର ଗବେଷଣା କ୍ଷେତ୍ରରେ ମୁମ୍ବାଇ ସ୍ଥିତ ଭାବା ଆଣବିକ ଗବେଷଣା କେନ୍ଦ୍ର ର ପୂର୍ବତନ ବରିଷ୍ଠ ବୈଜ୍ଞାନିକ ପ୍ରଫେସର ଅଶୋକ ଦାସ, ଚିକିତ୍ସା!-->…
ଜାରି ରହିବ ମିଲର୍ସ ଆସୋସିଏସନ୍ ଆନ୍ଦୋଳନ, ସରକାରଙ୍କ ସହ ବୈଠକ ବିଫଳ
ଭୁବନେଶ୍ୱର: ସରକାରଙ୍କ ସହ ମିଲର୍ସ ଆସୋସିଏସନର ବୈଠକ ବିଫଳ ହୋଇଛି । ଫଳରେ ଜାରି ରହିବ ମିଲର୍ସ ଆସୋସିଏସନ୍ ଆନ୍ଦୋଳନ । ଅଲ୍ ଓଡିଶା ରାଇସ ମିଲର୍ସ ଆସୋସିଏସନ୍ ସଭାପତି, ସମ୍ପାଦକ ସୂଚନା ଦେଇ କହିଛନ୍ତି ଯେ ସରକାର ଆମର ଦାବି ପୂରଣ ନେଇ ଲିଖିତ ପ୍ରତିଶ୍ରୁତି ନଦେବା ଯାଏଁ ଆନ୍ଦୋଳନ କରିବୁ’ ।!-->…