Sign in
Sign in
Recover your password.
A password will be e-mailed to you.
ସାର୍ଟିଫିକେଟ୍ ପାଇଁ ଲାଞ୍ଚ ନେଇ ଧରା ପଡ଼ିଲେ ପ୍ରଧାନ ଶିକ୍ଷକ
ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ । କୁମଝରିଆ ଅନୁସୂଚିତ ଜାତି ଓ ଜନଜାତି ସରକାରୀ ହାଇସ୍କୁଲର ପ୍ରଧାନଶିକ୍ଷକ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ବୋର୍ଡ ସାର୍ଟିଫିକେଟ୍ ପାଇଁ କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ସଞ୍ଜୟ ସାମଲ୍ ୧୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼଼ିଛନ୍ତି!-->…
ନିଜ ସରକାର ସପକ୍ଷରେ ସୋମବାର ଅନାସ୍ଥା ଭୋଟ୍ ଡାକିଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀରେ ଅପରେଶନ ଲୋଟସ୍ ଚର୍ଚ୍ଚାକୁ ଆସିବା ପରେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ ଆବାହକ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ବିଧାନସଭାରେ ନିଜ ସରକାର ବିପକ୍ଷରେ ଅନାସ୍ଥା ଭୋଟ୍ ଆଣିଛନ୍ତି । ସୋମବାର ଏହି ଭୋଟ ହେବ। ନିଜ ଦଳର କୌଣସି ବିଧାୟକ!-->…
‘ଚାଷୀଙ୍କ ସ୍ୱାର୍ଥରେ କାମ ନକରି ସରକାର ବୀମା କମ୍ପାନୀ ସ୍ୱାର୍ଥରେ କାମ କରୁଛନ୍ତି’
ଭୁବନେଶ୍ୱର: ବନ୍ୟା ପରେ କ୍ଷୟକ୍ଷତି କାହିଁକି ଆକଳନ କରାଯାଉନି ଏବଂ ବୀମା କମ୍ପାନୀକୁ ରାଜ୍ୟ ସରକାରଙ୍କ ଅନୁକମ୍ପା ପାଉଥିବାରୁ ଚାଷୀ ହାଇରାଣ ହେଉଛି ବୋଲି ବିଜେପି କୃଷକ ମୋର୍ଚ୍ଚାର ସଭାପତି ତଥା ପୂର୍ବତନ ବିଧାୟକ ପ୍ରଦୀପ ପୂରୋହିତ କହିଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ସେ ରାଜ୍ୟ!-->…
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ବୌଦ୍ଧ : ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା- ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଆବଶ୍ୟକୀୟ ଅନୁମତି ସଂପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅପରାହ୍ନରେ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦିପ କୁମାର ଅମାତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
କାର ଭିତରୁ ବାହାରିଲା ୪ ବସ୍ତା ଗଞ୍ଜେଇ ସହ ଜଣଙ୍କ ମୃତଦେହ
ବୌଦ୍ଧ: ଦୁର୍ଘଟଣାଗ୍ରସ୍ତ କାର ଭିତରୁ ବାହାରିଲା ୪ ବସ୍ତା ଗଞ୍ଜେଇ ଓ ଜଣଙ୍କ ମୃତଦେହ। ଯାହାକୁ ନେଇ ଆଜି ବୌଦ୍ଧ ମନମୁଣ୍ଡା ଥାନା ମେହେରୁଣୀ ପୋଲ ନିକଟରେ ଚାଞ୍ଚଲ୍ୟ ଖେଳି ଯାଇଛି।
ଖବର ନେବାରୁ ଜଣାପଡ଼ିଛି, ଆଜି ଅପରାହ୍ନରେ ସୋନପୁର ପାର୍ଶ୍ୱରୁ ଏକ କାର ବୌଦ୍ଧ ଆଡ଼କୁ ଦୃତଗତିରେ ଆସୁଥିବା!-->!-->!-->…
ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
ଭୁବନେଶ୍ୱର: ଏକ ଘରୋଇ ନ୍ୟୁଜ ଚ୍ୟାନେଲ ସଂପାଦକ ତଥା ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ଆଜି ଅର୍ଦ୍ଧେନ୍ଦୁଙ୍କୁ ସର୍ତ୍ତମୂଳକ ଜାମିନ ମଂଜୁର କଲେ ହାଇକୋର୍ଟ। ଟଙ୍କା ବକେୟା ମାମଲାରେ ଅର୍ଦ୍ଧେନ୍ଦୁଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।
ସୂଚନା ଥାଉକି,!-->!-->!-->…
ସ୍କୁଲ ଭିତରେ ପିଟାପିଟି ହେଲେ ଦୁଇ ଶିକ୍ଷୟିତ୍ରୀ
ଜଳେଶ୍ୱର: ସ୍କୁଲରେ ଭିତରେ ପିଟାପିଟି ହେଲେ ଦୁଇ ଶିକ୍ଷୟିତ୍ରୀ। ଏହି ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କ ମୁଣ୍ଡ ଫାଟି ଯାଇଛି। ଏଭଳି ଅଭାବନୀୟକାଣ୍ଡ ଘଟାଇବା ପରେ ଦୁଇ ଶିକ୍ଷୟିତ୍ରୀ ଥାନାରେ ପରସ୍ପର ବିରୋଧରେ ଏତଲା ଦେଇଛନ୍ତି। ଉପରିସ୍ଥ ଅଧିକାରୀଙ୍କ ନିକଟରେ ମଧ୍ୟ ପରସ୍ପର ବିରୋଧରେ ଫେରାଦ!-->…
ଏମ୍କେସିଜି ହସ୍ପିଟାଲରେ ଅଗ୍ନିକାଣ୍ଡ
ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ଏମ୍କେସିଜି ହସ୍ପିଟାଲର ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଆଜି ଅଗ୍ନିକାଣ୍ଡ ହୋଇଛି। ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି। ଆଜି ମଧ୍ୟାହ୍ନରେ ଏମକେସିଜି ମେଡିକାଲ!-->…
ଦିବ°ଗତ ବିପିଏମ୍ √ ହର ପ୍ରସାଦ ତାରିଣୀଙ୍କ ସ୍ମୃତିରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ରକ୍ତଦାନ ଶିବିର…
ମାଲକାନଗିରି : କୁଡୁମୁଲୁଗୁମ୍ମା ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଅବସରରେ ଚିତ୍ରକୋଣ୍ଡା ମାନ୍ୟବର ବିଧାୟକ ପୁର୍ଣ୍ଣ ଚନ୍ଦ୍ର ବାକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲା ବେଳେ ଅନ୍ୟ ମାନଙ୍କ ମଧ୍ୟରେ କୁଡୁମୁଲୁଗୁମ୍ମା!-->!-->!-->…
ଗଞ୍ଜାମ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ…
ଛତ୍ରପୁର : ଗଞ୍ଜାମ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓ ପ୍ରଧାନ ମହାଲେଖାକାର(ଏ. ଜି ) ସହଯୋଗରେ 25 ଓ 26 ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଆଜି ଛତ୍ରପୁରସ୍ଥିତ "ଋଷିକୂଲ୍ୟା" ସମ୍ମିଳନୀ କକ୍ଷ ଠାରେ ଉଦଯାପିତ ହୋଇଯାଇଛି l ବରିଷ୍ଠ ଉପ ମହାଲେଖାକାର ଶ୍ରୀରାଜ!-->…