ଅନ୍ତର୍ନିବେଶୀ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଦୁବଗଡ଼ କ୍ଲଷ୍ଟର ତାଲିମ ଗୃହରେ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପିତାମାତା ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଅନ୍ତର୍ନିବେଶି ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ବ୍ଲକ

ଦୁଇ ବେଆଇନ ଗଞ୍ଜେଇ ଚାଲାଣକାରି ଗିରଫ ଓ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି (୨୫/୮) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ଆଜି ଦୁଇଜଣ ବେଆଇନ ଗଞ୍ଜେଇ ଚାଲାଣ କାରିକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି । କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶ୍ରାନିକେତା ଓ ଦାରିଙ୍ଗବାଡ଼ି ମଧ୍ୟରେ ଥିବା

ଜିଲ୍ଲାରେ ନିର୍ମାଣ ଧୀନ ସେତୁଗୁଡିକର କାର୍ଯ୍ୟ ଯଥାଶୀଘ୍ର ଶେଷ କର – ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ

ଛତ୍ରପୁର(୨୫/୦୮) : ବ୍ରହ୍ମପୁର ସ୍ଥିତ ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ,ପ୍ରମୁଖ ଶାସନ ସଚିବ, ସଞ୍ଜୟ କୁମାର ସିଂ ଙ୍କ ଦ୍ଵାରା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ

ମା ତାରାତାରିଣୀ ମନ୍ଦିର ସୁରକ୍ଷା ପାଚେରୀ ଓ ଋଷିକୁଲ୍ୟା ନଦୀର ନିର୍ମାଣଧୀନ କାର୍ଯ୍ୟ ସମୀକ୍ଷା ସହ ପରିଦର୍ଶନ କଲେ…

ଛତ୍ରପୁର (୨୫/୦୮) : ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ମନ୍ଦିର ସୁରକ୍ଷା ନିମନ୍ତେ ଗ୍ରାମୀଣ ଉନ୍ନୟନ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ମନ୍ଦିର ପାର୍ଶ୍ଵ ସୁରକ୍ଷା ପାଚେରୀର କାର୍ଯ୍ୟର ଅଗ୍ରଗତି ରାଜ୍ୟ ଗ୍ରାମୀଣ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ତଥା ସୂଚନା ଓ

ସୌମ୍ୟଜିତଙ୍କ ଆଗୁଆ ଜାମିନ ଆବେଦନ

ଆଗୁଆ ଜାମିନ ଆବେଦନ କଲେ ସୌମ୍ୟଜିତ । ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା କୁମାରୀ ମୃତ୍ୟୁ ମାମଲାରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବୟଫ୍ରେଣ୍ଡ ସୌମ୍ୟଜିତ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ଗିରଫଦାରୀ ଏଡାଇବା ପାଇଁ ସେ ଜାମିନ ଆବେଦନ କରିଛନ୍ତି । ଜେରା ସମୟରେ ତାଙ୍କର କଲ

ଡାକପାଲା ଡ୍ୟାମରେ ଭାସି ଯାଇଥିବା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ଫୁଲବାଣୀ : ଗତକାଲିର ପ୍ରବଳ ବର୍ଷାରେ ଫୁଲବାଣୀ ସହରରେ ଥିବା ଡାକପାଲା ପୋଲ ଉପରେ ତିନି ଫୁଟ ପାଣି ବହୁଥିଲା। ଅସାବଧାନତା ଯୋଗୁଁ ଜଣେ ବାଇକ୍ ଆରୋହୀ ଭାସିଯାଇଥିଲେ। ତୁରନ୍ତ ଅଗ୍ନିଶମ ବିଭାଗ ଏବଂ ଟିମ୍ ହ୍ୟୁମାନିଟି କନ୍ଧମାଳ ସଦସ୍ୟ ଉକ୍ତ ବ୍ୟକ୍ତିଙ୍କୁ ଖୋଜିବାକୁ ଆରମ୍ଭ କରିଥିଲେ। କିନ୍ତୁ

୧୫୦ ଗୋଟି କଇଁଛ ଜବତ, ଘଟଣା ସ୍ଥଳରୁ ବେପାରୀ ଫେରାର

ମାଲକାନଗିରି : ମାଲକାନଗିରି ଦୁଇ ଦିନ ତଳେ କାଲିମେଳା ବନ ବିଭାଗ ପରେ ଫୁଣି ଏବେ MV 79 ବନ ବିଭାଗ କୁ ଏକ ବଡ ସଫଳତା ।କୌଣସି ସୂତ୍ରରୁ ଖବର ପାଇଁ  MV 79 ବନଅଧିକାରୀ ରଶ୍ମିରଞ୍ଜନ ସ୍ବାଇଁ ଏବଂ ତାଙ୍କ ଏକ7 ଜଣିଆ ଟିମ କରି MV 114 ଗ୍ରାମରେ  ଗତ କାଲି ରାତିରେ ଚଢ଼ାଉ କରିଥିଲେ । ନିଛାଟିଆ

ନବନିଯୁକ୍ତ ଅଣଶିକ୍ଷକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ୩୩୪ ଅଣଶିକ୍ଷକ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି । ଲୋକସେବକ ଭବନ କନଭେନସନ କେନ୍ଦ୍ରରେ ଗୁରୁବାର ଆୟୋଜିତ କାର୍ଯ୍ୟକ୍ରମରେ ନବନିଯୁକ୍ତ ବିଜ୍ଞାନାଗାର ସହାୟକ, କନିଷ୍ଠ ପାଠାଗାର ଅଧିକାରୀ ଏବଂ ଶାରୀରିକ ଶିକ୍ଷା