Sign in
Sign in
Recover your password.
A password will be e-mailed to you.
୮୧ତମ ମାଥିଲି ଗୁଳିକାଣ୍ଡ ଶହୀଦ ମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୁଳିକାଣ୍ଡ ଦିବସ ପାଳିତ
ମାଲକାନଗିରି (୨୧/୦୮) : ମାଲକାନଗିରିର ଗାନ୍ଧୀ ଶହୀଦ ଲକ୍ଷ୍ମଣ ନାୟକ ତଥା ମାଥିଲି ଗୁଳିକାଣ୍ଡର ଶହୀଦ ମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସ୍ଥାନୀୟ ଜିଲ୍ଲା ଶିଳ୍ପ କେନ୍ଦ୍ର ପରିସରରେ ୮୧ ତମ ମାଥିଲି ଗୁଳିକାଣ୍ଡ ଦିବସ ପାଳିତ ହୋଇଯାଇଛି।ଏହି ଏତିହାସିକ ଦିବସକୁ ଅଧିକ ସ୍ମରଣୀୟ କରିବା ପାଇଁ!-->…
କନ୍ଧମାଳ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର
ଫୁଲବାଣୀ (୨୧/୦୮) : କନ୍ଧମାଳ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ଜିଲ୍ଲା ବରିଷ୍ଠ ସଚେତନ ନାଗରିକ ସଂଘ ଓ ମହାନଦୀ ଚକ୍ଷୁ ଚିକିତ୍ସାଳୟ, ସୋନପୂରର ମିଳିତ ଆନୁକୁଲ୍ୟରେ ଚଳିତ ଅଗଷ୍ଟ ମାସ ୨୧ ତାରିଖ (ରବିବାର) ଆଜି ଫୁଲବାଣୀ ସହର ସ୍ଥିତ ନାରାୟଣୀ ଯାତ୍ରା ମଣ୍ଡପ ଠାରେ ଏକ ମାଗଣା ଚକ୍ଷୁ!-->…
ବନ୍ୟାପ୍ରଭାବିତ ଅଂଚଳ ବୁଲିଦେଖିଲେ ବାଲିଗୁଡା ବିଧାୟକ ଚକ୍ରମଣି କହଁର
ଫୁଲବାଣୀ/ବାଲିଗୁଡା:- ବନ୍ୟାଞ୍ଚଳ ଗସ୍ତରେ ବାଲିଗୁଡା ବିଧାୟକ ଚକ୍ରମଣି କହଁର ।ଦୁର୍ଦ୍ଧିନ ସମୟରେ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ଚେଷ୍ଟାଜାରି ରଖିଛନ୍ତି ବିଧାୟକ କହଁର l ଚାରିଦିନ ଧରି ଅହରହ ବର୍ଷାରେ ଜିଲାର ପ୍ରାୟ ୩ ଶହରୁ ଉର୍ଦ୍ଧ୍ଵ ଗ୍ରାମକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି!-->…
ଲଗାଣ ବର୍ଷାରେ ଭାଙ୍ଗିଲା ଘର, ସରକାରୀ ସହାୟତା ଅପେକ୍ଷାରେ କ୍ଷୟକ୍ଷତି ସଦସ୍ୟ
ଦାରିଙ୍ଗବାଡି (୨୧/୮) : ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାରିଗୁଡା ଗ୍ରାମର ଦିବାକର ବଳିୟାରସିଂଙ୍କ ଘର କାନ୍ଥ ୨୦ ତାରିଖ ଲଗାଣ ବର୍ଷାରେ ସନ୍ଧ୍ୟା ୬ଟା ସମୟରେ ଭୁଶୁଡି ପଡିଥିବା ଖବର ହସ୍ତଗତ ହୋଇଛି। ସନ୍ଧ୍ୟା ସମୟରେ ଭୁଶୁଡି ଗଲା ରାତ୍ର ଶୋଇଥିବା ବେଳେ!-->…
ଲଗାଣ ବର୍ଷାରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ବେହାଲ
ଦାରିଙ୍ଗବାଡ଼ି (୨୧/୮) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସକାଳ ୮ସୁଦ୍ଧା ୫୩ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବ୍ଳକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପ୍ରବଳ ବର୍ଷା ଯୋଗୁ ତିଲୋରୀ ପଞ୍ଚାୟତ!-->…
ଗଂଜାମ ଜିଲା ବିଶ୍ୱକର୍ମା ସମାଜ ମହାଅଧିବେଶନ ନୂତନ କାର୍ଯ୍ୟକାରିଣୀ ଗଠିତ
ହିଂଜିଳିକାଟୁ (୨୧ା୮) : ଗଂଜାମ ଜିଲ୍ଲା ବିଶ୍ୱକର୍ମା ସମାଜର ପ୍ରଥମ ମହା-ଅଧିବେଶନ ହିଂଜିଳିକାଟୁ ନିକଟ ଶ୍ୟାମଳାଇ ମନ୍ଦିର ପରିସରରେ ରବିବାର ପୂର୍ବଖଣ୍ଡ ତାଲୁକା ସଭାପତି ତଥା ମହାଅଧିବେଶନ ପରିଚାଳନା କମିଟି ଅଧ୍ୟକ୍ଷ ଅଜୟ କୁମାର ମହାରଣାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଅଧିବେଶନରେ!-->…
ସୁନ୍ଦରପୁରଠାରେ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର
ଛତ୍ରପୁର : ସ୍ଥାନୀୟ ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମର ସୁନ୍ଦରେଶ୍ୱର ମନ୍ଦିର ପଡିଆ ଠାରେ ଭୁବନେଶ୍ୱର ସ୍ଥିତ ଓ ସୁନ୍ଦରପୁରଗ୍ରାମ ପଂଚାୟତର ମିଳିତ ଆନୁକୂଲ୍ୟରେ ଏକ ବ୍ଲକ ସ୍ତରୀୟ ମେଗା ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବ୍ଲକ ଯୁବ ବିଜେଡି ସଭାପତି ସୁବାସ!-->…
ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ଛତ୍ରପୁର ସବଡିଭିଜନ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ
ଛତ୍ରପୁର : ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ଛତ୍ରପୁର ସବଡିଭିଜନ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ ସ୍ଥାନୀୟ ଗୌରୀ ଶଙ୍କର କଲ୍ୟାଣ ମଣ୍ଡପ ଠାରେ ସଭାପତି ପ୍ରମୋଦ ଚନ୍ଦ୍ର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଦେଷ୍ଟା ତାରିଣୀ ଚରଣ ରଥ, ଜିଲ୍ଲା!-->…
ସୁବର୍ଣ୍ଣରେଖା ବନ୍ୟା ସ୍ଥିତି ସମ୍ଭାଳିବାକୁ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା
ଭୁବନେଶ୍ବର: ସୁବର୍ଣ୍ଣରେଖାରେ ବଡ଼ ଧରଣର ବନ୍ୟା ଆଶଙ୍କା ଉପୁଜିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର କ୍ଷମତା ଦିଆଯାଇଛି। ବନ୍ୟା ପରିଚାଳନା ପାଇଁ ବାଲେଶ୍ୱର ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଦେଙ୍କୁ ସ୍ବତନ୍ତ୍ର ରିଲିଫ୍ କମିସନର!-->…
ରାଜ୍ୟରେ ବନ୍ୟା ସ୍ଥିତି ନେଇ ଜଳସଂପଦ ମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର ୨୧।୦୮: ଜଳସଂପଦ ମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା । ସୁବର୍ଣ୍ଣରେଖା ଓ ବୈତରଣୀ ନଦୀରେ ବଢୁଥିବା ଜଳପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କ ସମୀକ୍ଷା । ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ, ସର୍ବୋଚ୍ଚ ଯନ୍ତ୍ରୀ ଓ!-->…