Sign in
Sign in
Recover your password.
A password will be e-mailed to you.
ସୁନ୍ଦରପୁରଠାରେ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର
ଛତ୍ରପୁର : ସ୍ଥାନୀୟ ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମର ସୁନ୍ଦରେଶ୍ୱର ମନ୍ଦିର ପଡିଆ ଠାରେ ଭୁବନେଶ୍ୱର ସ୍ଥିତ ଓ ସୁନ୍ଦରପୁରଗ୍ରାମ ପଂଚାୟତର ମିଳିତ ଆନୁକୂଲ୍ୟରେ ଏକ ବ୍ଲକ ସ୍ତରୀୟ ମେଗା ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବ୍ଲକ ଯୁବ ବିଜେଡି ସଭାପତି ସୁବାସ!-->…
ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ଛତ୍ରପୁର ସବଡିଭିଜନ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ
ଛତ୍ରପୁର : ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ଛତ୍ରପୁର ସବଡିଭିଜନ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ ସ୍ଥାନୀୟ ଗୌରୀ ଶଙ୍କର କଲ୍ୟାଣ ମଣ୍ଡପ ଠାରେ ସଭାପତି ପ୍ରମୋଦ ଚନ୍ଦ୍ର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଦେଷ୍ଟା ତାରିଣୀ ଚରଣ ରଥ, ଜିଲ୍ଲା!-->…
ସୁବର୍ଣ୍ଣରେଖା ବନ୍ୟା ସ୍ଥିତି ସମ୍ଭାଳିବାକୁ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା
ଭୁବନେଶ୍ବର: ସୁବର୍ଣ୍ଣରେଖାରେ ବଡ଼ ଧରଣର ବନ୍ୟା ଆଶଙ୍କା ଉପୁଜିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର କ୍ଷମତା ଦିଆଯାଇଛି। ବନ୍ୟା ପରିଚାଳନା ପାଇଁ ବାଲେଶ୍ୱର ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଦେଙ୍କୁ ସ୍ବତନ୍ତ୍ର ରିଲିଫ୍ କମିସନର!-->…
ରାଜ୍ୟରେ ବନ୍ୟା ସ୍ଥିତି ନେଇ ଜଳସଂପଦ ମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର ୨୧।୦୮: ଜଳସଂପଦ ମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା । ସୁବର୍ଣ୍ଣରେଖା ଓ ବୈତରଣୀ ନଦୀରେ ବଢୁଥିବା ଜଳପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କ ସମୀକ୍ଷା । ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ, ସର୍ବୋଚ୍ଚ ଯନ୍ତ୍ରୀ ଓ!-->…
ଧିରେ ଧିରେ ସୁସ୍ଥ ହେଉଛନ୍ତି କମେଡିଆନ ରାଜୁ ଶ୍ରୀବାସ୍ତବ
ମୁମ୍ବାଇ: ଧିରେ ଧିରେ ସୁସ୍ଥ ହେବାକୁ ଲାଗିଲେଣି କମେଡିଆନ ରାଜୁ ଶ୍ରୀବାସ୍ତବ । ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସୁଧୁରିଥିବା ଜଣାପଡ଼ିଛି । ରାଜୁଙ୍କ ଶରୀର ଅଙ୍ଗ ସାଧାରଣ ଭାବେ କାମ କରିବା ଆରମ୍ଭ କରିଛି ।
ଡାକ୍ତରମାନେ ବି ଘଟଣାକୁ ନେଇ ଆଶା ପ୍ରକାଶ କରିଛନ୍ତି। ସ୍ୱାସ୍ଥ୍ୟାବସ୍ଥା!-->!-->!-->…
ଲଗାଣ ବର୍ଷା ଯୋଗୁ କାନ୍ଥ ପଡି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
ଉଦଳା: କାଳ ହେଲା ଲଗାଣ ବର୍ଷା । ଘରର କାନ୍ଥ ପଡି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଭେଜଡିହା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ଖବର ଅନୁଯାୟୀ, ଭେଜଡିହା ଗାଁରେ ଘାସିରାମ ମହାକୁଡ଼ ଏବଂ ତାଙ୍କ ସ୍ତ୍ରୀ ଘରେ ଶୋଇଥିଲେ । ତେବେ ଲଗାଣ ବର୍ଷା କାରଣରୁ!-->!-->!-->…
ମେହବୁବା ପୁଣି ନଜର ବନ୍ଦୀ, ଘର ସମ୍ମୁଖରେ ସିଆର୍ପିଏଫ୍ ଗାଡ଼ି
ଶ୍ରୀନଗର : ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କୁ ପୁଣି ଥରେ ନଜର ବନ୍ଦୀ ରଖାଯାଇଛି। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏହା ସହ ମେହବୁବା ମୁଫତି କାଶ୍ମୀରୀ ପଣ୍ଡିତଙ୍କ ଅବସ୍ଥା ପାଇଁ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!-->…
ରତ୍ନସିଂହାସନରେ ବଣଭୋଜି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
ପୁରୀ : ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପରେ ପାରମ୍ପରିକ ରୀତିରେ ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ। ଶ୍ରୀଜୀଉ ମାନେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଲୀଳାର କଥାବସ୍ତୁ ଉପରେ ବିଭିନ୍ନ ରୂପରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି କ୍ରମରେ ନବମୀ ଦିନ ନନ୍ଦଉତ୍ସବ!-->…
ଚାଇନାରେ ରେକର୍ଡ ଭାଙ୍ଗିଲା ତାପମାତ୍ରା, ରେଡ୍ ଆଲର୍ଟ ଜାରି
ବେଜିଂ: ଚାଇନାରେ ରେକର୍ଡ ଭାଙ୍ଗିଛି ତାପମାତ୍ରା। ଏନେଇ ଦେଶରେ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହି ଚେତାବନୀ ସବୁଠାରୁ ଭୟଙ୍କର ବୋଲି କୁହାଯାଉଛି। ଦେଶର ଗାନସୁ, ଶାନସି, ହେନାନ, ଅନ୍ହୁଇ ଏବଂ ଅନ୍ୟାନ୍ୟ କେତେକ ଅଞ୍ଚଳରେ ଅଧିକ ତାପମାତ୍ରା ଅନୁଭୂତ ହେବ ବୋଲି ଚାଇନାର ଜାତୀୟ!-->…
ଯୌତୁକ ହତ୍ୟା ପାଇଁ ଅପରାଧୀଙ୍କୁ ମିଳିବ କଠୋର ଶାସ୍ତି : ସୁପ୍ରିମକୋର୍ଟ
ଝାଡଖଣ୍ଡ: ବର୍ତ୍ତମାନ ସମୟ ଯୌତୁକ ପ୍ରଥାକୁ ରୋକିବା ପାଇଁ କାହିଁ କେତେ ଯେ ନୂଆ ରୁଲ ଅଣାଯାଉଛି । ଯାହା ଦ୍ୱାରା ଦେଶକୁ ଯୌତୁକ ମୁକ୍ତ କରାଯାଇ ପାରିବ । କିନ୍ତୁ ଏହି ଆଇନ କାନୁନକୁ କେହି ମାନୁ ନାହାନ୍ତି । ଯାହା ପାଇଁ ସାରା ଦେଶରେ ଯୌତୁକ ଜନିତ ମୃତ୍ୟୁ ମାମଲା ଧୀରେ ଧୀରେ ବୃଦ୍ଧି!-->…