Sign in
Sign in
Recover your password.
A password will be e-mailed to you.
ଡବଲ ଇଞ୍ଜିନ ସରକାର ସାଧାରଣ ଲୋକଙ୍କୁ ଡବଲ ଦୁଃଖ ଦେଉଛି….!
ଡବଲ ଇଞ୍ଜିନ ସବୁବେଳେ ଲମ୍ବା ଲାଇନ ଲଗେଇବାରେ ମାହିର….!
ସାପ୍ତାହିକ ହାଟରେ ବ୍ୟବସାୟୀ ଦୋକାନ ଖୋଲିବାକୁ ମନାକୁ ନେଇ ଥାନାର ଦ୍ୱାରସ୍ଥ ହେଲେ ବ୍ୟବସାୟୀ
ମାଲକାନଗିରି : ମାଲକାନଗିରି ବ୍ଲକ ଅନ୍ତର୍ଗତ ପଦ୍ମଗିରି ବୁଧବାର ସାପ୍ତାହିକ ହାଟକୁ ନିର୍ଦ୍ଧିଷ୍ଟ ଲୋକଙ୍କୁ ବଜାରରେ ଆସିବା ଓ ଦୋକାନ ଖୋଲିବାକୁ ମନା କରାଯାଉଥିବା ଅଭିଯୋଗରେ ଆଜି ମାଲକାନଗିରି ଥାନାର ଦ୍ଵାରସ୍ତ ହୋଇଛନ୍ତି ହାଟ ବ୍ୟବସାୟୀମାନେ। ଅଭିଯୋଗ ଅନୁଯାୟୀ ମାଲକାନଗିରି ସଦର ବ୍ଲକ!-->…
ଶଶୁର ଘରେ ଜ୍ବାଇଁଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ : ଫାଣ୍ଡି ଆଗରେ ଶବ ରଖି ରାସ୍ତାରୋକ କଲେ ଗ୍ରାମବାସୀ
ନୟାଗଡ଼, ୨/୧ (ନିସର୍ତ୍ତ) : ଶଶୁର ଘରେ ଜ୍ବାଇଁ ବିପିନ ଭୂୟାଁଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ।ନୟାଗଡ଼ ସଦର ଥାନାରେ ଏତଲା ନ ରଖିବାରୁ ମୃତକଙ୍କ ପରିବାର ଲୋକେ ଦର୍ପନାରାୟଣପୁର ଫାଣ୍ଡି ଆଗରେ ଶବ ରଖି ଧାରଣା ଦେଇ ଥିଲେ । ଅଭିଯୋଗ ଅନୁସାରେ, ନୟାଗଡ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ!-->…
ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଲେ ବେଲୁଚ୍ ନେତା
ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଛନ୍ତି ବେଲୁଚ୍ ନେତା । ଚୀନ୍ ବେଲୁଚିସ୍ତାନରେ ସାମରିକ ବାହିନୀ ମୁତୟନ କରିବାକୁ ଯାଉଥିବା ସେ ଚିଠିରେ ଦାବି କରିଛନ୍ତି ।
ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପାକିସ୍ତାନର ବେଲୁଚିସ୍ତାନ ନେତା ମୀର ୟାର ବାଲୁଚ୍ ଚିଠି!-->!-->!-->…
ସେନା ଶିବିରରେ ଅଗ୍ନିକାଣ୍ଡ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଜୋଶୀମଠରେ ଏକ ସେନା ଶିବିର ଭିତରେ ଥିବା ଏକ ଦୋକାନରେ ହଠାତ୍ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ସମ୍ପୂର୍ଣ୍ଣ ଦୋକାନଟି ଜଳିଯାଇଥିଲା । ସେନା କର୍ମଚାରୀମାନେ ନିଆଁ ଲିଭାଇବା ପାଇଁ ପ୍ରୟାସ କରୁଛନ୍ତି ।
ଶିବିରର ଷ୍ଟୋରେଜ୍ ଅଞ୍ଚଳରେ ଅପରାହ୍ନ ପ୍ରାୟ ୨ଟା!-->!-->!-->…
ସ୍ବିଜରଲାଣ୍ଡ ସ୍କି ରିସର୍ଟ ଅଗ୍ନିକାଣ୍ଡରେ ୪୭ ମୃତ: ୫ଦିନ ରାଷ୍ଟ୍ରୀୟ ଶୋକ ପାଳନ
ଜେନିଭା: ନୂଆବର୍ଷ ପାଳନ ସମୟରେ ସ୍ବିଜରଲାଣ୍ଡର କ୍ରାନ୍ସ ମଣ୍ଟାନା ସହରରେ ଏକ ସ୍କି ରିସର୍ଟ ବାର୍ରେ ଭୟାବହ ଅଗ୍ନିକାଣ୍ଡ ଘଟି ଏପର୍ଯ୍ୟନ୍ତ ୪୭ଜଣ ଲୋକ ପ୍ରାଣ ହରାଇଛନ୍ତି। ୧୦୦ରୁ ଅଧିକ ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଏହା ଏକ ଦୁର୍ଘଟଣା ଏବଂ!-->…
ଇନ୍ଦୋରରେ ଉଗ୍ର ରୂପ ନେଲା ଦୂଷିତ ପାଣି ସମସ୍ୟା : ୫୦୦ରୁ ଅଧିକଙ୍କୁ ଝାଡ଼ାବାନ୍ତି, ଆଇସିୟୁରେ ୩୨ ଜଣ
ଇନ୍ଦୋର : ମଧ୍ୟପ୍ରଦେଶ ଇନ୍ଦୋରର ଭାଗିରଥପୁର ଅଞ୍ଚଳରେ ସଂକ୍ରମିତ ଜଳ ସଙ୍କଟ ଭୟଙ୍କର ରୂପ ନେଇଛି । ଦୂଷିତ ପାଣି ପିଇ ଅଞ୍ଚଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି । ୫୦୦ରୁ ଅଧିକ ଲୋକଙ୍କ ବାନ୍ତି ଏବଂ ଝାଡା ହେଉଥିବା ବେଳେ ୨୦୦ ଲୋକ ହସପିଟାଲରେ!-->…
ୟୁପି ପରେ ରାଜସ୍ଥାନରେ ସ୍କୁଲରେ ଛାତ୍ରଛାତ୍ରୀ ଖବରକାଗଜ ପଢିବା ବାଧ୍ୟତାମୂଳକ
ରାଜସ୍ଥାନ : ସ୍କୁଲ ଶିକ୍ଷାରେ ମୋବାଇଲ ଏବଂ ଇଣ୍ଟରନେଟର ବ୍ୟବହାର ବଢିବାରେ ଲାଗିଛି । କରୋନା ପରେ ଅନଲାଇନ କ୍ଲାସ ସ୍କୁଲ ସିଷ୍ଟମର ଅଂଶ ହୋଇଛି । ସ୍କୁଲ ପିଲାଙ୍କ ନିର୍ଭରତା ମୋବାଇଲ, ଲାପଟପ୍ ଏବଂ ଇଣ୍ଟରନେଟରେ ବଢୁଛି । ଏହି କାରଣ ଯୋଗୁଁ ପିଲାମାନେ ବହି ଠାରୁ ଦୂରେଇ ଯାଉଛନ୍ତି ।!-->…
ସଡ଼କ ଦୁର୍ଘଟଣାରେ ଆହତଙ୍କୁ ସହାୟତା କରିବା ବେଳେ ମାଡ଼ିଗଲା ଟ୍ରେଲର, ୪ ମୃତ, ଅନେକ ଆହତ
ରାଜସ୍ଥାନ : ରାଜସ୍ଥାନ ବିକାନେର ଜିଲ୍ଲାରେ ଅଘଟଣ । ଏକ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି ।
ଖବର ମୁତାବକ, ବିକାନେର ନାପାସର ଅଞ୍ଚଳରେ ଗତ ରାତିରେ ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିଲେ । ଆହତ ହୋଇଥିବା ଲୋକଙ୍କୁ ସହାୟତା କରୁଥିବା!-->!-->!-->…
ଖଣିରେ ବିସ୍ଫୋରଣ; ୪ କଲରାପତରିଆଙ୍କ ମୃତ୍ୟୁ
ବେଙ୍ଗଳୁରୁ: ମାରିଦେଲେ ୪ ବାଘ । ବେଙ୍ଗଳୁରୁ ଉପକଣ୍ଠ ଚିକ୍କନହଲ୍ଲି ଅଞ୍ଚଳର ଏକ ଖଣିରେ ବିସ୍ଫୋରଣରେ ୪ କଲରାପତରିଆଙ୍କ ଜୀବନ ଯାଇଛି । ମୃତ ବାଘ ମଧ୍ୟରେ ଏକ ଗର୍ଭବତୀ ଥିବା କହିଛି ବନ ବିଭାଗ । ବେଆଇନ ବିସ୍ଫୋରଣ ଯୋଗୁଁ ବାଘ ମରିଥିବା ବେଳେ, ଖଣ୍ଡବିଖଣ୍ଡିତ ମୃତ ଦେହ ଉଦ୍ଧାର ହୋଇଛି ।!-->…