ସରକାରୀ ମହାବିଦ୍ୟାଳୟରେ ୩୩୪ ଜଣଙ୍କୁ ଦିଆଯିବ ନିଯୁକ୍ତି, ମୁଖ୍ୟମନ୍ତ୍ରୀ ଦେବେ ଦିଗଦର୍ଶନ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟଗୁଡ଼ିକରେ ୩୩୪ ଜଣ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ ହେବେ। ଏମାନଙ୍କ ମଧ୍ୟରେ ୧୮ ଜଣ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଟି), ୨୫ ଜଣ କନିଷ୍ଠ ଗ୍ରନ୍ଥାଗାରିକ (ଜୁନିଅର ଲାଇବ୍ରେରିଆନ୍‌) ଏବଂ ୨୯୧ ଜଣ

ଭୁଲ ପାଇଁ କ୍ଷମା ମାଗିଲେ ଓଲିଉଡ ଷ୍ଟାର ବାବୁସାନ

ଭୁବନେଶ୍ବର, ୨୦।୮ ଭୁଲ ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଲେ ଓଲିଉଡ ଷ୍ଟାର ବାବୁସାନ। ଭୁଲ ପାଇଁ ସେ ଅନୁତାପ ମଧ୍ୟ କରିଛନ୍ତି । ଏମିତି ଭୁଲ ଆଉ ହେବ ନାହିଁ । ମୋ ସ୍ତ୍ରୀ ଓ ଶ୍ବଶୁର ମୋ ପାଇଁ ବହୁତ କଷ୍ଟ ଭୋଗିଲେନି ବୋଲି ସେ ଏକ ଭିଡିଓରେ କହିଛନ୍ତି। ଏକ ଭିଡିଓରେ ସେ କହିଛନ୍ତି ଯେ

କଲଭର୍ଟ ଧୋଇ ହୋଇଯିବା ଫଳରେ ଗମନାଗମନ ବିଚ୍ଛିନ୍ନ

ଫୁଲବାଣୀ -(୨୦/୦୮) ଲଗାଣ ବର୍ଷାରେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି, ରାଇକିଆ ଓ ଫିରିଙ୍ଗିଆ ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଛି l ବିଭିନ ସ୍ଥାନରେ କଲଭର୍ଟ ଆଦି ସମ୍ପୂର୍ଣ ଧୋଇ ହୋଇଯିବା ଫଳରେ ଯୋଗାଯୋଗ ବିଛିନ୍ନ ହୋଇଯାଇଛି l ଫିରିଙ୍ଗିଆ ବ୍ଲକ ପଵିଙ୍ଗିଆର ପଵିଙ୍ଗିଆ -ଲାମ ପଦର ରାସ୍ତାର

ବ୍ୟାରେଜକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ଅନୁଗୋଳ : ଜିଲ୍ଲା କଣିହାଁ ବ୍ଲକ ଅନ୍ତର୍ଗତ ସମଲ ବ୍ୟାରେଜକୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଛନ୍ତି। ଯୁବତୀଙ୍କୁ ଉଦ୍ଧାର କରି ଡଙ୍ଗା ସାହାଯ୍ୟରେ ତାଙ୍କୁ କୂଳରେ ପହଞ୍ଚାଇଥିଲେ। ତେବେ, ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି ।

ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର ହେଲେ କନ୍ଧମାଳର ପର୍ଯ୍ୟବେକ୍ଷକ

ଦାରିଙ୍ଗବାଡ଼ି, ୧୯/୦୮ ରାଜ୍ୟ ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କନ୍ଧମାଳ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପାଇବା ପରେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଓ ତାଙ୍କ ସହାୟକ ପ୍ରମୋଦ ମାଝୀ ଶ୍ରୀ ମିଶ୍ରଙ୍କୁ ଭେଟି ଫୁଲତୋଡ଼ା ଦେଇ ସ୍ଵାଗତ କରିଛନ୍ତି l ତାଙ୍କ

ଭୁବନେଶ୍ୱର ଏମ୍ସର ୫ ମହଲାରୁ ଡେଇଁ ଜୀବନ ହାରିଲେ ରୋଗୀ

ଭୁବନେଶ୍ବର: ଆଜି ଭୁବନେଶ୍ୱରର ଏମ୍ସରେ ଘଟିଛି ଦୁଃଖଦ ଘଟଣା। ୫ ମହଲାରୁ ଡେଇଁ ଜୀବନ ହାରିଛନ୍ତି ରୋଗୀ । ସ୍ତ୍ରୀଙ୍କ ଆଗରେ ସ୍ବାମୀ ଜୀବନ ହାରିଛନ୍ତି ସ୍ବାମୀ । ଏମ୍ସର ପ୍ଲାଷ୍ଟିକ ସର୍ଜରୀ ଓ୍ବାର୍ଡରେ ଚିକିତ୍ସିତ ହେଉଥିଲେ ପୁରୀ ଅଞ୍ଚଳର ମହେନ୍ଦ୍ର ସ୍ବାଇଁ । ସୂଚନା ଅନୁଯାଯୀ, ଆଜି

ଉପରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୨ ବିଜେଡି ସାଂସଦ

ନୂଆଦିଲ୍ଳୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ସାଂସଦ ପିନାକୀ ମିଶ୍ର ଏବଂ ସସ୍ମିତ ପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜୁ ଜନତା ସଂସଦୀୟ ଦଳ ତରଫରୁ ସାଂସଦ ପିନାକୀ ମିଶ୍ର ଏବଂ ସସ୍ମିତ ପାତ୍ର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟି ଶୁଭେଚ୍ଛା ଏବଂ ଅଭିବାଦନ

ସୁନ୍ଦରଗଡ଼ରେ ଶହେ ସିଟ ବିଶିଷ୍ଟ ମେଡିକାଲ କଲେଜ ସ୍ଥାପନ ଅନୁମୋଦନ କୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା…

ସୁନ୍ଦରଗଡ଼ -: ସୁନ୍ଦରଗଡରେ ୧୦୦ ସିଟ୍ ବିଶିଷ୍ଟ ମେଡିକାଲ କଲେଜ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମୋଦନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁନ୍ଦରଗଡ଼ ବିଜୁ ଜନତା ଦଳ ପକ୍ଷରୁ ହାର୍ଦ୍ଧିକ କୃତଜ୍ଞତା କରାଯାଇଥିଲା l ଏ ଅବସରରେ ଜିଲ୍ଲା ବିଜେଡି ସଭାପତି ବିନୟ ଟପ୍ପୋଙ୍କ

ବନ୍ୟା ଦୃଷ୍ଟିରୁ ଘୁଞ୍ଚିଲା ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା

ଭୁବନେଶ୍ବର : ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ତାରିଖ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତିତ କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି।

ସଫ୍ଟୱାର କାମ ନକରିବାରୁ ସ୍ଥଗିତ ହେଲା ଓଡ଼ିଶା ପୁଲିସର ସବ ଇନ୍ସପେକ୍ଟର ପରୀକ୍ଷା

ଓଡ଼ିଶା ପୁଲିସର ସବ ଇନ୍ସପେକ୍ଟର ପରୀକ୍ଷାରେ ବିଭ୍ରାଟ ଯୋଗୁଁ ସ୍ଥଗିତ ହେଲା ପରୀକ୍ଷା । ବିଭ୍ରାଟକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଯାଇଥିଲା। ପରୀକ୍ଷା କରୁଥିବା ସଂସ୍ଥାକୁ ସୋ କଜ୍ ନୋଟିସ ଜାରି କରାଯାଇଛି।ପରେ OMRରେ ଜିଲ୍ଲା ସଦର ମହକୁମାରେ ପରୀକ୍ଷା ହେବ ବୋଲି ସୂଚନା