ଭଦ୍ରକରେ ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ମୁତୟନ, ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ଵାଡି କେନ୍ଦ୍ର ବନ୍ଦ ଘୋଷଣା

ଭଦ୍ରକ: ଲଘୁଚାପ ବର୍ଷାକୁ ନେଇ ଜିଲ୍ଲା ପ୍ରଶାସନ ତରଫରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ବର୍ଷା ପରେ ସମ୍ଭାବ୍ୟ ବନ୍ୟାକୁ ସାମ୍ନା କରିବା ପାଇଁ ଜିଲ୍ଲାରେ ୮ଟି ଅଗ୍ନିଶମ ବାହିନୀ ସହ ୨ଟି ଓଡ୍ରାଫ ଟିମ ଓ ଏନଡିଆରଏଫ ଟିମ ମୁତୟନ ହେବେ। ତଳିଆ ଅଞ୍ଚଳ ର ଲୋକଙ୍କୁ ସଚେତନ କରାଯାଉଛି । ତେବେ

ସ୍କୁଲରେ ବଜ୍ରପାତ, ୧୦ପିଲା ଗୁରୁତର

ଦେବଗଡ : ରାଜ୍ୟରେ ଗୋଟିଏ ପଟେ ବନ୍ୟାର ଭୟଙ୍କର ସ୍ଥିତି ପାଇଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ପୁଣି ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟବାସୀଙ୍କ ପାଇଁ ଏହା ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି । ଏହାରି ଭିତରେ ଏକ ଦୁôଖଦ ଘଟଣା ସାମ୍ନାକୁ ଆସିଛି । ସ୍କୁଲରେ

ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧର୍ଯ୍ୟ ହେଲା ଲଗ୍ନ । ସୁବର୍ଣ୍ଣପୁର ଜିଲ୍ଲା ପାଇଁ ନୂଆଖାଇ ଲଗ୍ନ ଧାର୍ଯ୍ୟ । ସକାଳ ୧୦.୦୭ରୁ ୧୦.୨୧ ମଧ୍ୟରେ ସୁବର୍ଣ୍ଣପୁରରେ ଲାଗିହେବ ନବାନ୍ନ । ସେପଟେ ମାଆ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ପାଇଁ ମଧ୍ୟ ଲଗ୍ନଧାର୍ଯ୍ୟ ହୋଇଛି ।

ଗାଧୋଉଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଭାସିଗଲା ବାଳକ

ଭଦ୍ରକ: ନଦୀରେ ଭାସି ଗଲା ୧୪ ବର୍ଷର ବାଳକ । ଗେଙ୍ଗୁଟି ନଦୀରେ ଗାଧୋଉଥିବା ବେଳେ କୌଣସି କାରଣରୁ ଗୋଡ ଖସିଯାଇ ବାଳକଟି ନଦୀରେ ଭାସିଯାଇଛି । ନିଖୋଜ ବାଳକ ଜଣକ ହେଲା ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଭଇରିଆବାଙ୍କ ଗ୍ରାମର ରାହୁଲ ସେଠୀ । ରାହୁଲକୁ ନ ପାଇ ପରିବାର ଲୋକେ ଖୋଜାଖୋଜି କରିଥିଲେ

ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର – ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭା ସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଚୟନ କମିଟିର ସଦସ୍ୟ ଭାବେ ଓଡ଼ିଶା

ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବ୍ରହ୍ମପୁର : ହିଲପାଟଣା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁସ୍ମିତା ମହାପାତ୍ରଙ୍କ ପୌରୋହିତ୍ୟରେ ୨୦୨୨- ଓ ୨୩ ବର୍ଷର ପୋଷାକ ବିତରଣ ଉତ୍ସବ ଆୟୋଜିତ ହୋଇଥିଲା । ଉକ୍ତ ଉତ୍ସବରେ ସ୍ଥାନୀୟ ୱାର୍ଡ଼ ନଂ ୩୦ ର

କଟକରେ ଡେଙ୍ଗୁ ଜ୍ୱରରେ ଯୁବକଙ୍କ ମୃତ୍ୟୁ

କଟକ: ଡେଙ୍ଗୁରେ ପୀଡ଼ିତ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । କଟକ ପୌର ନିଗମରେ ଚଳିତ ବର୍ଷ ଏହା ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ ହୋଇଛି । ୨୦୨୨ ଜାନୁଆରୀରୁ ଜୁଲାଇ ମାସ ମଧ୍ୟରେ ଜିଲ୍ଲାରେ ମୋଟ୍ ୯ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ବୋଲି ଏସସିବି ଡାକ୍ତରଖାନା ପକ୍ଷରୁ

ଟିପିଏସ୍ଓଡିଏଲ୍ ପକ୍ଷରୁ ଗ୍ରାହକଙ୍କୁ ଠକାମି ମେସେଜ୍ ସମ୍ପର୍କିତ ସତର୍କ ସୂଚନା

ଭୁବନେଶ୍ୱର : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଗ୍ରାହକମାନଙ୍କ ପାଇଁ ଉପଦେଶାବଳୀ ଜାରି କରି ସେମାନଙ୍କୁ ଅସାଧୁ ତତ୍ୱମାନଙ୍କ ବିଷୟରେ ସତର୍କ କରାଯାଇଛି । ଗ୍ରାହକଙ୍କ ପୂର୍ବ ମାସର ବିଦ୍ୟୁତ ବିଲ୍

ଆଇନଜୀବୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଆଇନଜୀବୀ ସଂଘ ର ସଦସ୍ୟ ଶଙ୍କର ମାଝୀ ଙ୍କ ବିୟୋଗରେ ଜିଲ୍ଲା କୋର୍ଟ ପରିସରରେ ଏକା ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ରେ ଚିକିତ୍ସିତ ହେଉଥିବା ବେଳେ

କର୍ତ୍ତବ୍ୟରେ ଅନିୟମିତତା ଅଭିଯୋଗରେ ନିଲମ୍ବିତ ହେଲା ମାଲକାନଗିରିର ୫ ପୁଲିସ୍‌ କର୍ମଚାରୀ

ମାଲକାନଗିରି ଜିଲ୍ଲାର ୫ ପୁଲିସ୍‌ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅନିୟମିତତା ଓ ଅହେତୁକ ଅନୁକମ୍ପା ପ୍ରଦର୍ଶନ ଅଭିଯୋଗରେ ନିଲମ୍ବିତ। ଏମାନେ କୁଡୁମୁଲୁଗୁମ୍ମା ସ୍ଥିତ ପୁଲିସ୍ ଫାଣ୍ଡିରେ କାର୍ଯ୍ୟରତ ଥିଲେ। ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି