ଚିତ୍ରକୋଣ୍ଡାରେ ସ୍ୱାଭିମାନ ଅଞ୍ଚଳ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଚିତ୍ରକୋଣ୍ଡା (୧୮/୧୧) : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଆନୁକୂଲ୍ୟରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଉପାନ୍ତ ପଣଷପୁଟ ପଞ୍ଚାୟତ ଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ ଭୀମଭୋଇ…

କୁଇ ସାମାଜ ସମିତି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଫୁଲବାଣୀ : ୧୭ ଦଫା ଦାବିପୂରଣ ନେଇ କୁଇ ସମାଜ ସେବା ସମିତି ପକ୍ଷରୁ ଶୁକ୍ରବାର ଦିନ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ କୁଇ ସମାଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଦାବୀ ମଧ୍ୟରେ ରହିଛି ଜଙ୍ଗଲ ଜମି ପଟ୍ଟା, ମେଡିକାଲ କଲେଜକୁ ସ୍ଥାନୀୟ ଆଦିବାସୀ ନେତାଙ୍କ ନାମରେ ନାମିତ କରିବା,…

କଟକ ବାରବାଟୀ ଷ୍ଟାଡିୟମ ସମେତ ୫ଟି ସହରରେ ହେବ ହକି ବିଶ୍ବକପ୍‌ ଉତ୍ସବ, ରାଉରକେଲାରେ ଗଡ଼ିବ ମୋ ବସ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଆଜି ଅନୁଷ୍ଠିତ ହୋଇଥିଲା । ଏଥିରେ ପୁରୁଷ ହକି ବିଶ୍ବକପ୍ ପ୍ରତିଯୋଗିତା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରାଯାଇଥିଲା। ପୁରୁଷ ବିଶ୍ବକପ୍‌ ହକି-୨୦୨୩ ଭୁବନେଶ୍ବର ଓ ରାଉରକେଲାରେ…

ରାଜ୍ୟ କ୍ୟାବିନେଟ୍‌ରେ ୧୭ଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ଓଡ଼ିଶା ବନ୍ଦର ନୀତିକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ ବୈଠକରେରେ ଶୁକ୍ରବାର ୧୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ବନ୍ଦର ନୀତିକୁ ଅନୁମୋଦନ ମିଳିଛି। ସାମୁଦ୍ରିକ ସଂରଚନାର ସର୍ବାଙ୍ଗୀନ…

‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ ଟିକସ ମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ…

ଶ୍ରଦ୍ଧାଙ୍କୁ ନିୟମିତ ପିଟୁଥିଲା ଅଫତାବ, ୩ ଦିନ ହସ୍ପିଟାଲରେ ଚାଲିଥିଲା ଚିକିତ୍ସା

ମୁମ୍ବାଇ: ଲିଭ ଇନ ପାର୍ଟନର ଅଫତାବ ପୁନାୱାଲା ଦ୍ୱାରା ହତ୍ୟାର ଶିକାର ହୋଇଥିବା ଶ୍ରଦ୍ଧା ୱାଲକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଦିଲ୍ଲୀରେ ଘଟିଥିବା ଏହି ଲୋମହର୍ଷଣକାରୀ ଘଟଣାର ତଦନ୍ତ ଯେମିତି ଆଗକୁ ଯାଉଛି, ସେତିକି ରୋଚକ ତଥ୍ୟ ଲୋକଙ୍କ ପାଖରେ ପହଞ୍ଚୁଛି। ତଦନ୍ତରୁ ଜଣାପଡ଼ିଛି…

ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଯୁଗ, ଇଶ୍ରୋ ପଠାଇଲା ପ୍ରଥମ ଘରୋଇ ରକେଟ

ନୂଆଦିଲ୍ଲୀ: ଇଶ୍ରୋର ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଯୁଗର ଆରମ୍ଭ। ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସ୍‌ର ସଫଳତାର ସହ ଉତକ୍ଷେପଣ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରୁ ଏହି ରକେଟ ଉତକ୍ଷେପଣ ହୋଇଛି। ହାଇଦ୍ରାବାଦ ଭିତ୍ତିକ ସ୍ପେସ୍ ଷ୍ଟାର୍ଟଅପ୍ ସ୍କାଇରୁଟ୍…

ଜାତିସଙ୍ଘରେ ପୁଣି କାଶ୍ମୀର ପ୍ରସଙ୍ଗ ଉଠାଇଲା ପାକିସ୍ତାନ, ଭାରତ ଦେଲା କଡ଼ା ଜବାବ

ପାକିସ୍ତାନ ପୁଣି ଜାତିସଂଘରେ କାଶ୍ମୀର ପ୍ରସଙ୍ଗ ଉଠାଇବା ପରେ ଭାରତ ଏହାର କଡ଼ା ଜବାବ ଦେଇଛି । ଜାତିସଂଘର ସ୍ଥାୟୀ ମିଶନରେ କାଉନସିଲର ଥିବା ଭାରତୀୟ ପ୍ରତିନିଧି ପ୍ରତୀକ ମାଥୁର କହିଛନ୍ତି, ପାକିସ୍ତାନର ଏକ ପ୍ରତିନିଧି ଜାତିସଂଘରେ ପୁଣି କାଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି । ଏହି ପ୍ରସଙ୍ଗ…

ପ୍ରକାଶ ପାଇଲା UPSC ୨୦୨୨ ରେଜଲ୍ଟ: ରୁବିନ୍‌ ସିଂ ଏନ୍‌ଡିଏ ଟପ୍ପର, ଦେଖନ୍ତୁ ଶ୍ରେଷ୍ଠ ୧୦ ତାଲିକା

ସଂଘ ଲୋକ ସେବା ଆୟୋଗ (UPSC) ୟୁପିଏସ୍‌ସି ଏନ୍‌ଡିଏ, ଏନ୍‌ଏ ଫାଇନାଲ ପରୀକ୍ଷା ଫଳ ୨୦୨୨ ଜାରି କରିଛି। ୟୁପିଏସ୍‌ସି ଏନ୍‌ଡିଏ ପରୀକ୍ଷାରେ ସାମିଲ ହୋଇଥିବା ଆଶାୟୀମାନେ ଆୟୋଗର ଅଫିସିଆଲ େଓ୍ଵବ୍‌ସାଇଟ upsc.gov.in ରେ ଭିଜିଟ୍‌ କରି ମେରିଟ୍‌ ତାଲିକା ଚେକ୍‌ କରି ପାରିବେ। ଜାରି ହୋଇଥିବା…

ରୁଷିଆ-ୟୁକ୍ରେନ ଯୁଦ୍ଧ: ସଡ଼କ ଉପରେ କାର ଯିବା ସମୟରେ ହଠାତ୍ ଉଡ଼ିଗଲା କାର

ରୁଷ-ୟୁକ୍ରେନ ଯୁଦ୍ଧ ଥମିବାର ନାଁ ଧରୁନି। ପ୍ରାୟ ପ୍ରତ୍ୟେକ ଦିନ ଏହାର ଅନେକ ଅଘଟଣ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବର୍ତ୍ତମାନ ଏକ ଭିଦିଆ ଭାଇରାଲ ହେଉଛି ଯେଉଁଠି ରାସ୍ତାରେ କାର ଯାଉଥିବା ବେଳେ ହଠାତ୍ ଏକ କ୍ଷେପଣାସ୍ତ୍ର ଆସି ପଡ଼ିଲା ଏବଂ ଉପରକୁ ଉଠି ଗଲା କାର। ଋଷ ୟୁକ୍ରେନ…