Sign in
Sign in
Recover your password.
A password will be e-mailed to you.
୮.୩୪ ଲକ୍ଷ ଟଙ୍କା ଘୋଟଲା: ପାକ୍ସ ପୂର୍ବତନ ମୁଖ୍ୟ ଗିରଫ
କଟକ : ୮ ଲକ୍ଷ ୩୪ ହଜାର ଟଙ୍କା ଘୋଟଲାରେ ପାକସ ପୂର୍ବତନ ମୁଖ୍ୟ ଗିରଫ । ଗିରଫ କଲା ଓଡିଶା ଭିଜିଲାନ୍ସ। ବଲାଙ୍ଗୀର ପାଟଣାଗଡ଼ ପଣ୍ଡାମୁଣ୍ଡା ପାକସ ପୂର୍ବତନ ସମ୍ପାଦକ କୁଶଧ୍ୱଜ ସାହୁ। ପ୍ରାଥମିକ କୃଷି କୋଅପରେଟିଭ ସୋସାଇଟିରେ ଆର୍ଥିକ ଅନିୟମିତତା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ତଦନ୍ତ ପରେ!-->…
ଧନୁଯାତ୍ରା ପାଇଁ ସରିଲା କଳାକାରଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟା
ବରଗଡ଼ : ସରିଲା କଂସ ଭୂମିକା ସମେତ ବିଭିନ୍ନ କଳାକାର ମାନଙ୍କ ଆବେଦନର ଯାଞ୍ଚ ପ୍ରକ୍ରିୟା। ବିଶ୍ଵର ସର୍ବବୃହତ ଖୋଳା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଆବେଦନ କରିଥିବା କଳାକାର ମାନଙ୍କ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ୧୫ , ୧୬ ଏବଂ ୧୭ ତାରିଖ!-->…
ବିଲ ମୁଣ୍ଡରେ ଶୋଇ ରହିଛି ବଉଳା କୁମ୍ଭୀର, ଚାଷୀ ଭୟଭୀତ
ରାଜନଗର : ବିଲ ମୁଣ୍ଡରେ ଜଗି ରହିଛି ବିରାଟକାୟ ବଉଳା କୁମ୍ଭୀର । ତିନିଦିନ ହେବ କୁମ୍ଭୀରଟି ବିଲ ମୁଣ୍ଡରେ ଶୋଇ ରହିଥିବାରୁ ବିଲକୁ ଯିବାକୁ ଭୟ କରୁଛନ୍ତି ଚାଷୀ । କେନ୍ଦ୍ରାପଡା ଜିଲ୍ଲା ରାଜନଗର ଅଞ୍ଚଳର ଗୋପାଳପୁର , କେରଡାଗଡର ମୁଖ୍ୟ ରାସ୍ତା ନିକଟସ୍ଥ ଘୋଡାପାରିଆ ଗାଁ ଛକ ନିକଟ ବିଲ!-->…
୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କିରାଣି
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ।!-->…
ଆସନ୍ତା୨୩ରେ ଇସ୍କନର ଅଦିନିଆ ରଥଯାତ୍ରା
ଭୁବନେଶ୍ବର: ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ ଅନଲାଇନ ମାଧ୍ୟମରେ ସୂଚନା!-->…
ଟିପିଏସ୍ଓଡିଏଲ ପକ୍ଷରୁ ବୌଦ୍ଧ ଜିଲ୍ଲାରେ ବିଶ୍ୱସନୀୟ ନୂଆ ଲିଙ୍କ୍ ଲାଇନ୍ ପ୍ରତିଷ୍ଠା
ବ୍ରହ୍ମପୁର : ଗ୍ରାମାଞ୍ଚଳର ଉପଭୋକ୍ତାମାନଙ୍କୁ ଗୁଣାତ୍ମକ ବିଦ୍ୟୁତ୍ ଯୋଗାଇବା ପ୍ରତିଶ୍ରୁତିକୁ ଦୃଢ଼ କରି, ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ ବୌଦ୍ଧ ଜିଲ୍ଲାର ମନମୁଣ୍ଡା ସେକ୍ସନ୍ ଅଧୀନରେ ଉଦୟପୁରରୁ ମଲ୍ଲିକୁଦ ପର୍ଯ୍ୟନ୍ତ ୨.୦୧ କିଲୋମିଟର ନୂଆ ଲିଙ୍କ୍ ଲାଇନ୍ ସଫଳତାର!-->…
ଚିତ୍ରକୋଣ୍ଡା ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଖଣ୍ଡନ କଲେ ଜିଲ୍ଲା ପ୍ରତିନିଧି
ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବିଧାୟକ ଶ୍ରୀଯୁକ୍ତ ମଙ୍ଗୁ ଖିଲଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ବିଧାୟକଙ୍କ ଜିଲ୍ଲା ପ୍ରତିନିଧି ଶ୍ରୀ ଗୋବିନ୍ଦ ପାତ୍ର । ଚିତ୍ରକୋଣ୍ଡା ଠାରେ ଆୟୋଜିତ ଏକ ପ୍ରେସମିଟ ଜରିଆରେ ସେ ଏହି ସୂଚନା ଦେଇଛନ୍ତି ।
ଗତ!-->!-->!-->…
ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର
କଣ୍ଟାବାଞ୍ଝି : ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ବିଜାମାଲ ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ହାତୀ ଛୁଆଟି ଖସି ପଡ଼ିଥିଲା । ସ୍ଥାନୀୟଲୋକେ ଦେଖି ବନବିଭାଗକୁ ଖବର ଦେଇଥିଲେ । ମୁରିବାହାଲ ଦମକଳ ବାହିନୀ ପହଞ୍ଚି ଶାବକକୁ କୂଅରୁ!-->…
ପୋଖରୀ ଭିତରକୁ ପଶିଲା କାର୍, ଦୁଇ ମୃତ
ଭଞ୍ଜନଗର : ପୋଖରୀକୁ ପଶିଗଲା କାର୍ । ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଗଙ୍ଗାପୁର ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ନୀଳାଞ୍ଚଳ ପାତ୍ର ଓ ସନ୍ତୋଷ ମହାପାତ୍ର । କାର୍ ଭିତରେ ମୋଟ ୪ ଜଣ ଥିଲେ । ଗାଡିଟି ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶିଯାଇଥିଲା ।!-->…
ASO ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ, ଡିସେମ୍ବର ୭ରେ ସାନି ପରୀକ୍ଷା
କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର ଏହି!-->…