Sign in
Sign in
Recover your password.
A password will be e-mailed to you.
ବାଇକ ସହ କାର ଦୁର୍ଘଟଣା ଦୁଇ ଗୁରୁତର
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ଅନ୍ତର୍ଗତ ସଙ୍କରାଖୋଲ ନିକଟସ୍ଥ ଡୁଙ୍ଗୁରିନାଳ ବୁଲାଣି ରାସ୍ତାଦେଇ ଏକ ବାଇକରେ(ଓ ଡି୧୨- ୮୪୪୬) ଦାଦା ଓ ପୁତୁରା ସଙ୍କରାଖୋଲ ଆସୁଥିଲେ ଫୁଲବାଣୀ ପଟରୁ ଏକ ସୁଇଫ୍ଟ ଡିଜାର କାର କଳାହାଣ୍ଡି ଯାଉଥିବା ସମୟରେ ଧକ୍କା ଦେବା ଫଳରେ ଦାଦା ପୁତୁରା!-->…
ବରିଷ୍ଠ ନାଗରିକଙ୍କ ସୁରକ୍ଷା ଧର୍ମକୁ ଆଖିଠାର : ମିଳୁନି ନ୍ୟାୟ ହେଉଛନ୍ତି ନିର୍ଯ୍ୟାତିତ
ବ୍ରହ୍ମପୁର : ନ୍ୟାୟ ମିଳୁନି ବରିଷ୍ଠ ନାଗରିକଙ୍କୁ | ସମ୍ପ୍ରତି ସମାଜରେ ଏବେ ବୁଢା ବାପା ଓ ମାତାଙ୍କୁ ଅଣଦେଖା କରିବା ଭଳି ଘଟଣା ବରମ୍ବାର ପଦାକୁ ଆସୁଛି । ପୁଅ ବୋହୁ ଙ୍କ ନିର୍ଯ୍ୟାତନା ସହି ନପାରି ବାପା ଓ ମା ଆଇନର ଦ୍ବାରସ୍ଥ ହେଇ ଅଦାଲତ, ଓ କଚେରି ରେ ଅଭିଯୋଗ କରି ଫଳ ପ୍ରାୟ ଶୂନ୍ୟ |!-->…
କନ୍ଧମାଳ : ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳିତ
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପରିସରରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ୍ ଯୋଗଦେଇ ଏହି ଦିବସ ଉପରେ ଆଲୋକପାତ କରିବା!-->…
ରାଜ୍ୟ କ୍ୟାବିନେଟ ବୈଠକରେ ୧୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ୧୭ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ସନ୍ଧ୍ୟା ୫.୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା କ୍ୟାବିନେଟ ବୈଠକ। ଏହି ବୈଠକରେ ୪ ଜିଲ୍ଲାରେ ବାତ୍ୟା ନିରୋଧୀ ଲୁଣାବନ୍ଧ କରାଯିବା!-->…
ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶ ଦିବସ ଅବସରରେ ସ୍ମୃତି ସଭା
ଛତ୍ରପୁର : ବରିଷ୍ଠ ସାମ୍ବାଦିକ ତଥା ପ୍ରେସ୍ କ୍ଲବର ସଦସ୍ୟ, ଶିକ୍ଷାବିତ୍ ଓ ସାହିତ୍ୟିକ, କବି ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶ ଦିବସ ଅବସରରେ ଶୁକ୍ରବାର ସ୍ଥାନୀୟ ଗୌରୀଶଙ୍କର କଲ୍ୟାଣ ମଣ୍ଡପ ଠାରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ପ୍ରେସ କ୍ଲବର ସମସ୍ତ!-->…
କାନପୁର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତ କରି ଦ୍ୱିତୀୟ ଦିନରେ କାନପୁର ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ଆଶିଷ ଠାକରେ, ଜଳସେଚନ ବିଭାଗ ବରିଷ୍ଠ ଯନ୍ତ୍ରୀ ଏବଂ କ୍ଷେତ୍ର ସ୍ତରରେ କାର୍ଯ୍ୟରତ!-->…
“ହର ଘର ତ୍ରିରଙ୍ଗା” : ଗୋପାଳପୁରଠାରେ ବୁଦ୍ଧିଜୀବି ଓ ବିଭିନ୍ନ ସଙ୍ଗଠନ ଦ୍ଵାରା ନଗର ପରିକ୍ରମା
ଗୋପାଳପୁର (୧୨/୦୮) : ଆଜି ଗଞ୍ଜାମ ଜିଲ୍ଲାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୁଲ୍ୟରେ ବୁଦ୍ଧିଜୀବି ତଥା ବିଭିନ୍ନ ସଙ୍ଗଠନ ତରଫରୁ "ହର୍ ଘର ତ୍ରିରଙ୍ଗା" କାର୍ଯ୍ୟକ୍ରମ ମାଧ୍ୟମରେ ଏକ ବିଶାଳ ରାଲି ନଗର ପରିକ୍ରମା ସହ ସମସ୍ତ କାର୍ଯ୍ୟାଳୟ, ବ୍ୟବସାୟୀ ଓ ସାଧାରଣ ଜନତା ଙ୍କୁ ୭୫ ତମ!-->…
ବାଲିଗୁଡ଼ାରେ ଷ୍ଟେଟବ୍ୟାଙ୍କ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଗୁଡ଼ା : ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।!-->…
ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
କାଲିଠୁ ପୁଣି ବଢିବ ବର୍ଷାର ପରିମାଣ । ୧୩ ଓ ୧୪ ତାରିଖରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ।!-->…
ଅକ୍ଟୋବର ୭ରେ ଭଦ୍ରକ ବନ୍ଦ ଡାକରା ଦେଲା କଂଗ୍ରେସ
ଭଦ୍ରକ : ଭଦ୍ରକ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଓ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟର ମାନ୍ୟତା ଦାବିରେ ଅକ୍ଟୋବର ୭ରେ ଭଦ୍ରକ ବନ୍ଦ ଡାକରା ଦିଆଯାଇଛି । ଭଦ୍ରକ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ପକ୍ଷରୁ ଏହି ସୂଚନା!-->…