Sign in
Sign in
Recover your password.
A password will be e-mailed to you.
ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ଗହଳି
ପୁରୀ:ବିଦାୟ ନେଇଛି ବର୍ଷ ୨୦୨୫। ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ ୨୦୨୬(Happy New Year 2026) । ସବୁଠି ଇଂରାଜୀ ନବବର୍ଷକୁ ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ତେବେ ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଲାଗିଛି ଭକ୍ତଙ୍କ ଗହଳି । ନୂଆବର୍ଷର!-->…
ପଦୋନ୍ନତି ପରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ
ଭୁବନେଶ୍ବର: ଅରବିନ୍ଦ ପାଢୀଙ୍କ ପଦୋନ୍ନତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି । ପଦୋନ୍ନତି ପରେ ମଧ୍ୟ ସେ କୃଷି ବିଭାଗର ପ୍ରମୁଖ ସଚିବ ଓ ଶ୍ରୀଜଗନ୍ନାଥ!-->…
ଆସିକା ଅଞ୍ଚଳ ରେ ଥିବା ବେଆଇନ ବାଲି ଘାଟ ବନ୍ଦ କରିବାକୁ ପ୍ରଶାସନ ର ଏତେ ଭୟ କାହାକୁ ….!
କୁଆଡେ ଗଲା ମନ୍ତ୍ରୀଙ୍କ ବାହୁସ୍ପଟ...
ସୁଡଙ୍ଗ ଭିତରେ ଟ୍ରେନ ଦୁର୍ଘଟଣା : ୬୫ ଯାତ୍ରୀ ଆହତ
ଉତ୍ତରାଖଣ୍ଡର: ଉତ୍ତରାଖଣ୍ଡରରେ ସୁଡ଼ଙ୍ଗରେ ଦୁଇଟି ପ୍ରକଳ୍ପରେ ନିୟୋଜିତ ରେଳଗାଡ଼ି ମଧ୍ୟରେ ଧକ୍କା ହୋଇଛି । ଫଳରେ ୬୫ଜଣ ଆହତ ହୋଇଛନ୍ତି । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାର ପିପାଲକୋଟୀ ଅଞ୍ଚଳ ତେହରି ଜଳବିଦ୍ୟୁତ୍ ଉନ୍ନୟନ ନିଗମ (THDC) ଜଳବିଦ୍ୟୁତ୍ ପ୍ରକଳ୍ପ ସୁଡଙ୍ଗରେ ଦୁଇଟି କାର୍ଯ୍ୟରତ!-->…
ଡଲାର ତୁଳନାରେ ମୁଦ୍ରାର ମୂଲ୍ୟ ହ୍ରାସ; ମୁଦ୍ରାସ୍ଫୀତି ବୃଦ୍ଧିକୁ ନେଇ ଇରାନରେ ବିକ୍ଷୋଭ
ତେହରାନ: ଆମେରିକୀୟ ଡଲାର ତୁଳନାରେ ମୁଦ୍ରାର ମୂଲ୍ୟ ହ୍ରାସ ଓ ମୁଦ୍ରାସ୍ଫୀତି ବୃଦ୍ଧିକୁ ନେଇ ଇରାନରେ ବଡ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମଙ୍ଗଳବାର ରାଜଧାନୀ ତେହରାନରେ ଦୋକାନ ବଜାର ବନ୍ଦ କରିଦିଆଯାଇଛି। ପ୍ରମୁଖ ସହରରେ ଲୋକେ ରାସ୍ତାକୁ ଓହ୍ଲାଇ ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ!-->…
ଦିଲ୍ଲୀ ଏନ୍ସିଆରରେ ଘନ କୁହୁଡ଼ି : ବାତିଲ ହେଲା ଶତାଧିକ ବିମାନ
ନୂଆଦିଲ୍ଲୀ: ଦିଲ୍ଲୀର ଏନ୍ସିଆର ଅଞ୍ଚଳରେ ପ୍ରବଳ ଘନ କୁହୁଡ଼ି ଦେଖିବାକୁ ମିଳିଛି। କୁହୁଡି ଯୋଗୁଁ ଗାଡି, ଟ୍ରେନ୍ ଓ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ଦିଲ୍ଲୀ ଏୟାର୍ପୋର୍ଟରେ ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି ହୋଇଛି। ଯାତ୍ରୀ ମାନଙ୍କୁ ସତର୍କ ରହିବାକୁ ଆଇଏମଡି ପକ୍ଷରୁ ବିଶେଷ ସୂଚନା!-->…
ଖୋଲି ନପାରି ୨ଟି ଏଟିଏମରେ ଲଗାଇଲେ ନିଆଁ, ଜଳିଗଲା ୩୭ ଲକ୍ଷ
ତେଲଙ୍ଗାନା : ତେଲଙ୍ଗାନାର ନିଜାମାବାଦ ଜିଲାରେ ୨ଟି ଏଟିଏମରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେବା ମାମଲା ସାମ୍ନାକୁ ଆସିଛି। ଘଟଣାରେ ୩୭ ଲକ୍ଷ ଟଙ୍କା ସମ୍ପୂର୍ଣ୍ଣ ଜଳିଯାଇଛି। ପୁଲିସ ସୂଚନା ଅନୁସାରେ ଦୁର୍ବୃତ୍ତମାନେ ଏଟିଏମ୍ ମେସିନ୍ ତାଡିନେବାକୁ ଆସିଥିଲେ। ମାତ୍ର ଅସଫଳ ହେବାରୁ ମେସିନରେ!-->…
ଭାରତ-ପାକିସ୍ତାନ ଯୁଦ୍ଧବିରତି ମଧ୍ୟସ୍ଥତା ନେଇ ଚୀନର ଦାବିକୁ ପ୍ରତ୍ୟାଖ୍ୟାନ କଲା ଭାରତ
ଆମେରିକା : ଭାରତ-ପାକିସ୍ତାନ ଯୁଦ୍ଧବିରତିର ମଧ୍ୟସ୍ଥତା ଦାବି ତୀବ୍ର ହୋଇଛି । ପ୍ରଥମେ ଆମେରିକା ମଧ୍ୟସ୍ଥତା ଦାବି କରିଥିବାବେଳେ ଏବେ ଚୀନ ଏହାକୁ ନେଇ ଦାବି କରିଛି । କିନ୍ତୁ ଉଭୟ ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ । ଯୁଦ୍ଧବିରତିରେ ୩ୟ ପକ୍ଷର ସମ୍ପୃକ୍ତି ନଥିଲା ବୋଲି ଭାରତ!-->…
ଦୂଷିତ ପାଣି ହେଲା କାଳ: ଇନ୍ଦୋରରେ ଜୀବନ ହାରିଲେଣି ୮, ଅନେକ ହସ୍ପିଟାଲରେ ଭର୍ତ୍ତି
ଇନ୍ଦୋର: ଦେଶର ସବୁଠାରୁ ସ୍ୱଚ୍ଛ ସହର ଇନ୍ଦୋର। କିନ୍ତୁ ଏହି ସହରରେ ହଠାତ୍ ଦୂଷିତ ପାଣି ସାଜିଲା କାଳ। ସୂଚନା ଅନୁସାରେ ଭାଗୀରଥପୁରାରେ ଦୂଷିତ ପାଣି ପିଇବା ପରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ, ବିଭିନ୍ନ ହସ୍ପିଟାଲରେ ୬୬ରୁ ଅଧିକ ଅସୁସ୍ଥ ଲୋକଙ୍କୁ ଚିକିତ୍ସା କରାଯାଉଛି।!-->…
କାରରୁ ୧୫୦ କିଲୋ ଆମୋନିୟମ୍ ନାଇଟ୍ରେଟ୍ ଜବତ; ୨ ଗିରଫ
ନୂଆଦିଲ୍ଲୀ:ରାଜସ୍ଥାନର ଟୋଙ୍କ ଜିଲ୍ଲାରେ DST (ଜିଲ୍ଲା ସ୍ପେଶାଲ୍ ଟିମ୍) ଦଳ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ନୂଆବର୍ଷର ପାର୍ଟି ପୂର୍ବରୁ ରାଜସ୍ଥାନର ଟୋଙ୍କ ଜିଲ୍ଲାରେ ପୋଲିସର ଜିଲ୍ଲା ସ୍ୱତନ୍ତ୍ର ଦଳ (DST) ଏକ ବଡ଼ ଅଭିଯାନ ଚଳାଇଥିଲେ। ବରୋନି ପୋଲିସ ଷ୍ଟେସନ ଅଞ୍ଚଳରେ ଏକ!-->…