ଏକ କିଲୋମିଟର ଦୀର୍ଘ ଜାତୀୟ ପତାକାରେ ଶୋଭାଯାତ୍ରା

ବରଗଡ଼: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ମଂଗଳବାର ବିକାଶ ଗ୍ରୁପ୍ ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରାର ଆୟୋଜନ ହୋଇଛି। ଏଥିରେ ବିକାଶ ଗ୍ରୁପ୍‌ର ଛାତ୍ରଛାତ୍ରୀ, ଅଭିଭାବକ ଓ ବିକାଶ ମଲ୍ଟି-ସ୍ପେସିଆଲିଟି ହସ୍ପିଟାଲ୍‌ର କର୍ମଚାରୀଙ୍କ ସହ ସ୍ବେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ଏକ

ବସ୍ ଓଲଟି ୩୫ ଯାତ୍ରୀ ଆହତ

ସମ୍ବଲପୁର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌। ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ମଙ୍ଗଳବାର ଏଭଳି ଏକ ଦୁର୍ଘଟଣା ଘଟିଛି। ଏଥିରେ ୩୫ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଅନୁଗୋଳ

ରାଜ୍ୟରେ ଆଉ ୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟା କମୁଛି ହେଲେ ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୦୨

ଆଠଗଡ ବନଖଣ୍ଡରୁ ହାତୀ କଙ୍କାଳ ମିଳିବା ଘଟଣା: ଗିରଫ ଫରେଷ୍ଟରଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଆଠଗଡ଼ ବନଖଣ୍ଡର ନରସିଂହପୁର ଅଞ୍ଚଳରୁ ମାଟି ତଳୁ ହାତୀ କଙ୍କାଳ ମିଳିବା ଘଟଣା । ଗିରଫ ଫରେଷ୍ଟର ପ୍ରଦୀପ ପରିଡାଙ୍କର ହେବ ଲାଏ ଡିଟେକ୍ସନ ଟେଷ୍ଟ । ସେଥିପାଇଁ ପ୍ରଦୀପଙ୍କୁ ରାଜ୍ୟ ଫରେନ୍ସିକ ସାଇନ୍ସ ଲାବୋରାଟୋରିକୁ ଆଣିଲା ବନ ବିଭାଗ । ହାତୀ ହତ୍ୟାରେ ପ୍ରଦୀପଙ୍କ ସମ୍ପୃକ୍ତି ନେଇ ପ୍ରଶ୍ନ

ଏନଏଚ୍‌ ଉପରେ ୫ ଫୁଟ୍‌ର ପାଣି; ଆନ୍ଧ୍ର-ତେଲେଙ୍ଗାନା-ଛତିଶଗଡ଼କୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଗତ କିଛିଦିନ ହେବ ପ୍ରବଳ ବର୍ଷା ଲାଗି ରହିଥିବାରୁ ପରିସ୍ଥିତି ଅସମ୍ଭାଳ ହେଲାଣି। ମୋଟୁ ନିକଟ ୩୨୬ ନଂ ଜାତୀୟ ରାଜପଥରେ ୫ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଥିବାରୁ ଆନ୍ଧ୍ର-ତେଲେଙ୍ଗାନା-ଛତିଶଗଡ଼କୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଫଳରେ ରାସ୍ତାର ଉଭୟ

କୋଭିଡ କଟକଣା ଭିତରେ ସ୍ବାଧୀନତା ଦିବସ: ପରେଡରେ ଭାଗ ନେବେନି ଛାତ୍ରଛାତ୍ରୀ

ଭୁବନେଶ୍ବର: କୋଭିଡ କଟକଣା ଭିତରେ ସ୍ବାଧୀନତା ଦିବସ ପାଳିତ ହେବ। କୋଭିଡ ପାଇଁ ସ୍ବାଧୀନତା ଦିବସରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ଏଥର ଅଗଷ୍ଟ ୧୫ରେ ଯେଉଁ ରାଜ୍ୟସ୍ତରୀୟ ପରେଡ୍ ହେବ ସେଥିରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀମାନେ ଭାଗ ନେବେନି। କେବଳ ୩ଟି କଣ୍ଟିଜେଣ୍ଟ ଏହି ପରେଡରେ ସାମିଲ

ସାଂସଦ ସସ୍ମିତ ପାତ୍ର ହେଲେ କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ

ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ହେଲେ । ପୂର୍ବରୁ ଆଇନ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି । ବିଜୁ ଜନତା ଦଳ ପକ୍ଷରୁ ସସ୍ମିତ ପାତ୍ର ୨ୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୮ରେ

ନିଆରା ଢଙ୍ଗରେ ବିଶ୍ୱ ଆଦିବାସୀ ଦିବସ ପାଳୁଛି ବିଜୁ ଜନତା ଦଳ

ଭୁବନେଶ୍ୱର: ନିଆରା ଢଙ୍ଗରେ ବିଶ୍ୱ ଆଦିବାସୀ ଦିବସ ପାଳୁଛି ବିଜୁ ଜନତା ଦଳ । ଆରମ୍ଭ ହୋଇଛି ଆଦିବାସୀ ଅଧିକାର ଅଭିଯାନ । ରାଜ୍ୟର ସମସ୍ତ ସଂରକ୍ଷିତ ଅଞ୍ଚଳରେ ଦିବସ ପାଳନ କରାଯାଉଛି । ଆଦିବାସୀଙ୍କ ପାରମ୍ପରିକ ନାଚଗୀତ ପରିବେଷଣ ହେଉଛି । ଦେଖିବାକୁ ମିଳିଛି ସେମାନଙ୍କ ସଭ୍ୟତା ଓ ବେଶଭୂଷା

ପ୍ଳଟ ବେପାରି ପୋତି ଦେଲେ ନାଳ : ହଜାରରୁ ଉର୍ଦ୍ଧ୍ବ ଚାଷଜମି ଜଳମଗ୍ନ

ହିଞ୍ଜିଳିକାଟୁ (୯।୮) : ହିଞ୍ଜିଳିକାଟୁ ବ୍ଲକର ବୁରୁପୋଡା ଠାରେ ପ୍ଲଟ ବେପାର ପାଇଁ ଚାଷୀ ଚିନ୍ତାରେ। ଗତ ୪ ଦିନ ଧରି ଅଞ୍ଚଳରେ ଲଗାଣ ବର୍ଷା ପ୍ରଭାବରେ ହଜାର ରୁ ଉର୍ଦ୍ଧ୍ବ ଚାଷଜମି ଉପରେ ବର୍ଷା ଜଳ ଜମି ରହିଛି। ଜଳ ନିଷ୍କାସନ ହୋଇପାରିନାହିଁ। ସର୍ବ ସାଧାରଣଙ୍କ ନାଳକୁ ପ୍ଲଟ ବେପାରୀ

ଚଳିତ ବର୍ଷ ନିର୍ମାଣ ହେବ ୩୦୦ ଚେକ୍ ଡ୍ୟାମ୍

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ପୋଲ ତଥା ଚେକ୍‍ଡ୍ୟାମ୍‍ ନିର୍ମାଣରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି । ପ୍ରାୟ ୨ ମାସ ମଧ୍ୟରେ ୪୫ଟି ଚେକ୍‍ ଡ୍ୟାମ୍‍ ନିର୍ମାଣ ସରିଛି । ଏହା ମଧ୍ୟରୁ ୩୧ଟି ପୁର୍ତ୍ତ ବିଭାଗ ଏବଂ ୧୪ ଟି ଗ୍ରାମ ଉନ୍ନୟନ ବିଭାଗ ନିର୍ମାଣି କରିଛି । ତେବେ ଚଳିତ ବର୍ଷ ୩ଶହ ଚେକ୍‍