Sign in
Sign in
Recover your password.
A password will be e-mailed to you.
ଭୁଟାନରୁ ଫେରି ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଦିଲ୍ଲୀ ବିସ୍ଫୋରଣରେ ପୀଡିତ ଆହତଙ୍କୁ ଭେଟିଛନ୍ତି । ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଆହତଙ୍କୁ ଭେଟିଛନ୍ତି । ଏହି ହସପିଟାଲରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି!-->…
ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣାମେଣ୍ଟ ଶ୍ରୀ କୌଶିକ କପ ୨୦୨୫ : ବାଳକ ଓ ବାଳିକା ଦଳରେ ମୀନାକ୍ଷୀ ନଗର୍ ଜାଭିୟର୍ସ…
ବ୍ରହ୍ମପୁର : ମହାତ୍ମାଗାନ୍ଧି ଷ୍ଟାଡିୟମ୍ ପରିସରରେ ଶ୍ରୀ କୌଶୀକ୍ କପ୍ -୨୦୨୫ ନାମରେ ଆନ୍ତଃ ବିଦ୍ୟାଳୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ସେଣ୍ଟ ଜାଭିୟର୍ସ ହାଇସ୍କୁଲ ତରଫରୁ ଲିଡ୍ସ ସ୍ପୋଟିଙ୍ଗ କ୍ଲବ୍ ବ୍ରହ୍ମପୁର ସହଯୋଗରେ ଏପରି କ୍ରିକେଟ୍ ପ୍ରତିଯୋଗୀତା ସିଜନ୍-୨!-->…
ସାମ୍ନାକୁ ଆସିଲା ଲାଲକିଲ୍ଲା ବିସ୍ଫୋରଣର ସିସିଟିଭି ଫୁଟେଜ, ବିସ୍ଫୋରଣ ପୂର୍ବରୁ ବିଭିନ୍ନ ଛକ ବୁଲିଥିଲା କାର୍
ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲାରେ ହୋଇଥିବା ବିସ୍ଫୋରଣର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଯେଉଁଥିରେ ଲାଲକିଲ୍ଲା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଭୟଙ୍କର ଦୃଶ୍ୟ କଏଦ ହୋଇଛି । ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ୧୨ ଜଣଙ୍କର ମୃତ୍ୟୁ!-->…
ଲାଲକିଲା ବିସ୍ଫୋରଣ ମାମଲା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ
ନୂଆଦିଲ୍ଲୀ : ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ରାଶି ଘୋଷଣା କରାଯାଇଛି । ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା ପ୍ରତ୍ୟେକ!-->…
ଦିଲ୍ଲୀ ବ୍ଲାଷ୍ଟ: ଫରିଦାବାଦରୁ ଜବତ ହେଲା ‘ଲାଲ୍ କାର’
ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ନଭେମ୍ବର ୧୦ ତାରିଖରେ ହୋଇଥିବା ବିସ୍ଫୋରଣ ଘଟଣାର ଏକ ପ୍ରମୁଖ ସୁରାକ ପୋଲିସ ପାଇଛି। ପୋଲିସ ଫରିଦାବାଦରୁ ଏକ ଲାଲ ଫୋର୍ଡ ଇକୋସ୍ପୋର୍ଟ କାର (ନମ୍ବର DL10CK0458) ଉଦ୍ଧାର କରିଛି, ଯାହା ପାଇଁ ପୂର୍ବରୁ ସତର୍କ ସୂଚନା ଜାରି!-->…
“ସଂସାର” ଅନୁଷ୍ଠାନର ୫୭ତମ ବାର୍ଷିକ ଉତ୍ସବ ପାଳିତ
ବ୍ରହ୍ମପୁର : ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ଜଳବାୟୁ ସନ୍ତୁଳନ ଦ୍ବାରା ସୁସ୍ଥ ସମାଜ ଗଠନ ସମ୍ଭବ । ଆନ୍ତର୍ଜାତିକ ୟୁନିସେଫ କାଉନସିଲ (ଫ୍ରାନ୍ସ)ର ଚେନାଇ ଚାପ୍ଟେର ମାଧ୍ୟମରେ “ ଗ୍ଲୋବାଲ ବେଷ୍ଟ ସୋସିଆଲ ୱାର୍କର ଆୱାର୍ଡ ୨୦୨୧* ପ୍ରାପ୍ତ ତଥା ଅଗ୍ରଣୀ ‘ସଂସାର’ ଅନୁଷ୍ଠାନର!-->…
ବ୍ରହ୍ମାକୁମାରୀ ଶିବାନୀ ଦିଦିଙ୍କ ବ୍ରହ୍ମପୁର ଗସ୍ତ ପୂର୍ବରୁ ଶାନ୍ତିକୁଣ୍ଡରେ ସାମ୍ବାଦିକ ସମ୍ମିଳନୀ
ବ୍ରହ୍ମପୁର : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ଶାନ୍ତିକୁଣ୍ଡ, ଗିରିରୋଡ଼ ପ୍ରାଙ୍ଗଣରେ ଆଜି ପୂର୍ବାହ୍ନ ୧୧ଟାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଖ୍ୟାତନାମା ଆଧ୍ୟାତ୍ମିକ ମାର୍ଗଦର୍ଶିକା, ଜୀବନ ପରିଚାଳନା ବିଶେଷଜ୍ଞା, ଅନ୍ତରାଷ୍ଟ୍ରୀୟ ପ୍ରେରଣାଦାୟକ!-->…
ଜାନୁଆରୀ ୨୬ରେ ହୋଇଥିଲା ଦିଲ୍ଲୀ ବିସ୍ଫୋରଣ ଯୋଜନା
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା ବଡ଼ ତଥ୍ୟ । ଆତଙ୍କ ପାଇଁ ଜାନୁଆରୀ ମାସରୁ ଯୋଜନା ପ୍ରସ୍ତୁତ କରିଥିଲା ଆକ୍ରମଣକାରୀ । ଘଟଣାର ତଦନ୍ତ କରୁଥିବା ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ଯୋଜନାବଦ୍ଧ ଆକ୍ରମଣ ପାଇଁ ଜାନୁଆଣୀ ୨୬ରେ ବିଦ୍ଧିବଦ୍ଧ ଭାବେ ଯୋଜନା ହୋଇଥିଲା ।!-->…
ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ!-->…
କୁଟୁଣିପଦରରେ ଜାତୀୟସ୍ତରୀୟ ଲୋକ ମହୋତ୍ସବ ‘ପରବ-୨୦୨୫’ ଶୁଭାରମ୍ଭ: ଆଦିବାସୀ ନୃତ୍ୟ ଓ ବାଜାରେ ଦୁଲୁକିଲା…
କୋରାପୁଟ/କୋଟପାଡ଼ : କୋରାପୁଟ ଜିଲ୍ଲାରେ ଜାତୀୟସ୍ତରୀୟ ଲୋକ ମହୋତ୍ସବ 'ପରବ-୨୦୨୫' ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି। ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କୁଟୁଣିପଦର ସ୍ଥିତ ସହସ୍ର ଶିବଲିଙ୍ଗ ମନ୍ଦିରରୁ ପୂଜାର୍ଚ୍ଚନା ପରେ 'ପରବ ମଶାଲ' ପ୍ରଜ୍ୱଳିତ କରାଯାଇଥିଲା। ଏହି ମଶାଲ ଏକ ବିରାଟ!-->…