ଶ୍ରୀକ୍ଷେତ୍ରରୁ ତୁଳସୀ କ୍ଷେତ୍ରକୁ ଆସିଲା ପାଟ ରାକ୍ଷୀ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡାକୁ ଶ୍ରୀକ୍ଷେତ୍ର ପୁରୀରୁ ପ୍ରତି ବର୍ଷ ପରି ଚଳିତ ବର୍ଷ ତୁଳସୀ କ୍ଷେତ୍ରର ଆରଧ୍ୟ ପ୍ରଭୁ ତଥା ବଡଭାଇ ଶ୍ରୀବଳଦେବଜୀଉଙ୍କ ପାଖକୁ ଆସିଛି ପାଟରାକ୍ଷୀ। ଭଉଣୀ ସୁଭଦ୍ରାଙ୍କ ପକ୍ଷରୁ ତୁଳସୀକ୍ଷେତ୍ରର ବଡଠାକୁର ତଥା ବଡଭାଇ ଶ୍ରବଳଦେବଜୀଉଙ୍କ ପାଇଁ ଆସିଛି ପାଟରାକ୍ଷୀ।

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ: ପାସ ହାର ୮୨.୧୦ ପ୍ରତିଶତ

ଭୁବନେଶ୍ବର: ଆଜି ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ କଳାରେ ପାସହାର ୮୨.୧୦ ପ୍ରତିଶତ ରହିଛି। ୨ ଲକ୍ଷ ୮ ହଜାର ୬୩୧ ପିଲା ପରୀକ୍ଷା ଦେଇଥିବା ବେଳେ ୧ ଲକ୍ଷ ୭୧ ହଜାର ୨୮୮ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ କଳାରେ ୯୦ ହଜାର ୨୦୭ ଛାତ୍ର ପରୀକ୍ଷା ଦେଇଥିବା

JEE ମେନ୍ ରେଜଲ୍ଟ ପ୍ରକାଶିତ, ୨୭ ନମ୍ବର ସ୍ଥାନରେ ଓଡିଶା

ଭୁବନେଶ୍ବର: ପ୍ରକାଶ ପାଇଲା JEE ମେନ୍ ରେଜଲ୍ଟ । ଜେଇଇ ଅଫିସିଆଲ ଓ୍ବେବସାଇଟରେ ଛାତ୍ରଛାତ୍ରୀଙ୍କ ସ୍କୋରକାର୍ଡ ଲିଙ୍କ ଆକ୍ଟିଭ ହୋଇଛି । ଚଳିତବର୍ଷ ୪୪୦ ସହରର ୬୨୨ ସେଣ୍ଟରରେ ପରୀକ୍ଷା ହୋଇଥିଲା । ୧୩ଟି ଭାଷାରେ ୫ ଲକ୍ଷ ୪୦ ହଜାର ୨୪୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ବିଦେଶରେ ୧୭ ଟି

ବରିଷ୍ଠ ସାମ୍ବାଦିକଙ୍କ ପିତୃ ବିୟୋଗ

ବ୍ରହ୍ମପୁର : ବରିଷ୍ଠ ସାମ୍ବାଦିକ ରାଜେନ୍ଦ୍ର ସାହୁଙ୍କ ପିତା ବଳରାମ ସାହୁ ଙ୍କ ୯୨ ବର୍ଷ ବୟସରେ ଆଜି ପରଲୋକ ହୋଇଯାଇଛି | ତାଙ୍କର ଶେଷକୃତ୍ୟ ପୁରୀ ସ୍ୱର୍ଗ ଦ୍ଵାର କରାଯିବ l ସୂଚନା ଥାଉକି ସ୍ବର୍ଗତ ବଳରାମ ସାହୁ ଭାରତୀୟ ସେନାରେ ଜଣେ ଅବସରପ୍ରାପ୍ତ ସୈନିକ, ସେ ୧୯ ୬୨ ମସିହା ଭରତ ଓ ଚୀନ

ମଙ୍ଗଳବାରଠୁ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର: ଦେଶ ସ୍ବାଧୀନତାର ୭୫ବର୍ଷ ପୂରୁଥିବାରୁ ମଙ୍ଗଳବାରଠାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ ବୋଲି ଜଣାପଡିଛି। ଭୁବନେଶ୍ବର ପଟିଆରୁ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ପଦଯାତ୍ରାର ଶୁଭାରମ୍ଭ କରିବେ। ତେବେ

ଦାରିଙ୍ଗବାଡ଼ିରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡ଼ି(୮/୮) : କନ୍ଧମାଳ ଜିଲ୍ଲାରେ ନୂତନ କରି ଜିଲ୍ଲାପାଳ ଭାବେ ଆଶିଷ ଇଶ୍ୱର ପାଟିଲ କାର୍ଯ୍ୟଭାର ଗ୍ରହଣ କଲାପରେ ପ୍ରଥମ କରି ଆଜି ଦାରିଙ୍ଗବାଡ଼ିରେ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ବ୍ଳକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଥିଲେ ମଧ୍ୟ ବ୍ଳକର ୨୫ଟି ଗ୍ରାମ

ନିଖୋଜ ଦୁଇ ଏମ୍‌ସିଏଲ୍‌ କର୍ମଚାରୀଙ୍କ ମିଳିଲା ମୃତଦେହ

ସମ୍ବଲପୁର: ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଥିଲା। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର( ୪୫) କର୍ମଚାରୀ ନିଖୋଜ ଥିଲେ । ସୋମବାର ସେମାନଙ୍କ ମୃତଦେହ ଉଦ୍ଧାର

ମହିଳାଙ୍କଠାରୁ ୭୦ହଜାର ଟଙ୍କା ଝାମ୍ପିନେଲେ ପଲସର୍ ଲୁଟେରା

ବାଲେଶ୍ବର : ବାଲେଶ୍ବର ଜିଲ୍ଲା ଜଳେଶ୍ବର ସହରରେ ପଲସର ଲୁଟେରାମାନେ ଜଣେ ମହିଳାଙ୍କ ଠାରୁ ୭୦ହଜାର ଟଙ୍କା ଲୁଟି ନେଇଛନ୍ତି। ଏହି ଲୁଟ୍ ଜଳେଶ୍ବର ଥାନାଠାରୁ ମାତ୍ର ୫୦ ମିଟର ଦୂରରେ ହୋଇଛି । ସୂଚନା ଅନୁସାରେ, ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ସରଢ଼ିଆ ଅଞ୍ଚଳର ଜଣେ ମହିଳା ଘର କାମ ପାଇଁ

କଟକଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

କଟକ/ଭୁବନେଶ୍ୱର : ଆଗାମୀ ଦିନରେ ମୁଁ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ଦେଖିପାରୁଛି ବୋଲି ସୋମବାର କଟକ ଇନଡ଼ୋର ଷ୍ଟାଡ଼ିୟମ ଠାରେ ଡ.ହରେକୃଷ୍ଣ ମହାତାବଙ୍କ ଦ୍ୱାରା ପ୍ରତିଷ୍ଠିତ ଦୈନିକ 'ପ୍ରଜାତନ୍ତ୍ର ଅମୃତ ଉତ୍ସବ' ରେ କେନ୍ଦ୍ର ଗୃହ ଓ ସହକାରିତା ମନ୍ତ୍ରୀ ଶ୍ରୀ ଅମିତ ଶାହ ଯୋଗ ଦେଇ କହିଛନ୍ତି

ଧରାକୋଟ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ବ୍ରହ୍ମପୁର : ଧରାକୋଟ ବ୍ଲକ୍ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଞ୍ଜାମ ଭି. କିର୍ତ୍ତୀ ଓ୍ବାସନ୍ ଉପସ୍ଥିତ ରହି ସର୍ବ ପ୍ରଥମେ ଦିବ୍ୟାଙ୍ଗ ଜନ