ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର : ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ

ଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର ମାନ୍ୟତା ପାଇଲାଡିସେମ୍ବର ୨୦୨୩ ସୁଦ୍ଧା ସାରା ରାଜ୍ୟ ହେବ ବସ୍ତି ମୁକ୍ତଭୂମି ଅଧିକାର ଅଭିଯାନ ସହରର…

ଗଞ୍ଜାମ ଓ ଗଜପତି ଜ଼ିଲ୍ଲାର ସମବାୟ ସଂଘର ସଭାପତି ଭାବେ କୈଳାଶ ରଣା ନିର୍ବାଚିତ

ବ୍ରହ୍ମପୁର : ଗଞ୍ଜାମ ଓ ଗଜପତି ଜ଼ିଲ୍ଲାର ସମବାୟ ସଂଘର ସଭାପତି ଭାବେ ନିର୍ଦ୍ବନ୍ଦ୍ବରେ କୈଳାଶ ରଣା ନିର୍ବାଚିତ ହୋଇଛନ୍ତି l ବହୁ କଳ୍ପନା ଜଳ୍ପନା ଅବସାନ ଘଟେଇ, ପୂର୍ବତନ ବିଡିଏ ଅଦକ୍ଷ ରଣା ନିଦୁର୍ନ୍ଦରେ ଗଞ୍ଜାମ ଜ଼ିଲ୍ଲା ସମବାୟ ସଂଘ ବ୍ରହ୍ମପୁରର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି…

୩ରୁ ୪ ଡିଗ୍ରୀ ଯାଏ ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଶୁଖିଲା ପାଗ ଭିତରେ ବଢ଼ିବ ଶୀତ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ପାରଦ ରାଜ୍ୟର ପ୍ରାୟ ସ୍ଥାନରେ ଆହୁରି ଖସିବ । ସ୍ୱାଭାବିକ ତାପମାତ୍ରା ୩ରୁ ୪ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ଆଜି ଭୋରରେ ରାଜ୍ୟର କେତେକ ସ୍ଥାନରେ କୁହୁଡ଼ି…

ଦାରିଙ୍ଗବାଡ଼ି ଡୁଲୁରିଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ସାଙ୍ଗଠନିକ ବୈଠକ

ବାଲିଗୁଡ଼ା : ଓଡ଼ିଶାର କାଶ୍ମୀର ରୂପେ ପରିଚିତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭାରେ ରୁଦ୍ରରାଜ ବାଗ ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ, ସଂଘ ସଭାପତି ଲୋକନାଥ ମହାପାତ୍ର ସଭାପତିତ୍ୱ…

ଜାଗା ମିଶନ : ୭୦୭ ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ, ୫ ମହାନଗରରେ ଡ୍ରୋନ ସର୍ଭେ ଶୁଭାରମ୍ଭ

ଭୁବନେଶ୍ୱର : ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କୁ ଜମି ପଟ୍ଟା ଓ ଘର ଯୋଗାଇ ଦେବାକୁ ଓଡିଶା ସରକାର ଆରମ୍ଭ କରିଛନ୍ତି ଜାଗା ମିଶନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ୍ୟ ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ୭୦୭ ବିଜୁ ଆଦର୍ଶ କଲୋନୀ । ଜାଗା ମିଶନକୁ ଆଉ ପାଦେ…

ବିଶ୍ବକପ ଟି-୨୦ର ଭାରତର ଅଭିଯାନ ଶେଷ

ଆଡିଲେଡ୍ : ଭାରତ ବିଶ୍ବ ଚାମ୍ପିଅନ ଆଶା ଧୂଳିସାତ ହୋଇଯାଇଛି । ଗୁରୁବାର ଖେଳାଯାଇଥିବା ୨ୟ ସେମିଫାଇନାଲ ମ୍ୟାଚରେ ଭାରତକୁ ୧୦ ଓ୍ବିକେଟରେ ଶୋଚନୀୟଭାବେ ହରାଇ ଫାଇନାଲରେ ପ୍ରବେଶ କରିଛି ଇଂଲଣ୍ଡ । ଇଂଲଣ୍ଡ ଆସନ୍ତା ରବିବାର ଦିନ ହେବାକୁ ଥିବା ଫାଇନାଲ ମ୍ୟାଚରେ ପାକିସ୍ତାନକୁ ଭେଟିବ…

ASO ପରୀକ୍ଷାରେ ବ୍ୟାପକ ତ୍ରୁଟି ଅଭିଯୋଗ, ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ

କଟକ, ୧୦।୧୧: ଓଡିଶା ଲୋକ ସେବା ଆୟୋଗ ବା ଓପିଏସ୍‌ସି ପକ୍ଷରୁ କରାଯାଇଥିବା ଏଏସଓ ବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର ପରୀକ୍ଷାରେ ବ୍ୟପକ ତ୍ରୁଟି ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଯାହାକୁ ନେଇ ପରୀକ୍ଷାର୍ଥୀମାନେ ଓଡିଶା ଲୋକ ସେବା ଆୟୋଗ ସମ୍ମୁଖରେ ବସି ନିରବ…

ଲାଲୁ ଯାଦବଙ୍କୁ କିଡ୍‌ନୀ ଦେବେ ଝିଅ ରୋହିଣୀ

ପାଟନା: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି ଝିଅ ରୋହିଣୀ ଆଚାର୍ଯ୍ୟ। ଦୀର୍ଘ ବର୍ଷ ହେଲା ଲାଲୁ ପ୍ରସାଦ କିଡ୍‌ନୀ ଓ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏବେ ତାଙ୍କ ଅବସ୍ଥା ଅଧିକ ବିଗୁଡ଼ୁ ଥିବାରୁ ତାଙ୍କୁ ନୂଆ ଜୀବନ ଦେବାକୁ…

ଗଜପତିଙ୍କ ସହ ଚଟଣାରେ ବସି ମହାପ୍ରସାଦ ସେବନ କଲେ ରାଷ୍ଟ୍ରପତି

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରରୁ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି । ତାଳବଣିଆ ହେଲିପ୍ୟାଡ୍‌ରୁ କଡ଼ା ସୁରକ୍ଷା ଭିତରେ ସେ ସିଂହଦ୍ୱାର ଅଭିମୁଖେ ଯାଇଥିଲେ । ବଳଗଣ୍ଡି ଛକରେ କାର୍‌ରୁ ଓହ୍ଲାଇ…

ପୁଣି ଆପ ବିରୋଧରେ ଉପ ରାଜ୍ୟପାଳଙ୍କୁ ଚିଠି ଲେଖିଲା ମହାଠକ ସୁକେଶ

ନୂଆଦିଲ୍ଲୀ: ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ଗୋଟିଏ ପରେ ଗୋଟିଏ ଚିଠି ଦିଲ୍ଲୀ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଲେଖି ନାନା ପ୍ରକାରର ଅଭିଯୋଗ କରିବାରେ ଲାଗିଛି। ପୂର୍ବରୁ ଆପ୍‌ ବିରୋଧରେ ଚାନ୍ଦା ଆଦାୟ ଅଭିଯୋଗ ଆଣିଥିବା ମହାଠକ ସୁକେଶ ଏବେ ଜେଲରେ ନିର୍ଯାତନା ଦିଆଯାଉଥିବା…