Sign in
Sign in
Recover your password.
A password will be e-mailed to you.
ମାଳଦ୍ୱୀପ ଲଜ୍ରେ ଲାଗିଲା ନିଆଁ, ୯ ଭାରତୀୟଙ୍କ ସମେତ ୧୦ ମୃତ
ମାଲେ: ମାଳଦ୍ୱୀପର ରାଜଧାନୀ ମାଲେରେ ବିଦେଶୀ ଶ୍ରମିକଙ୍କ ପାଇଁ ଥିବା ଗୋଟିଏ ଲଜ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୯ ଜଣ ଭାରତୀୟଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଲଜିଂର ଉପର ମହଲା ଅଗ୍ନିକାଣ୍ଡ ଯୋଗୁ ସଂପୂର୍ଣ୍ଣ ଭାବେ ଧ୍ୱଂସ ହୋଇଯାଇଛି।ଗ୍ରାଉଣ୍ଡ ଫ୍ଲୋରେ ଥିବା ଗ୍ୟାରେଜରୁ!-->…
ବାଲିଯାତ୍ରା ପଡିଆରେ ‘ଓଡିଶା ହାଇକୋର୍ଟ’
କଟକ ୧୦।୧୧ : ହାଇକୋର୍ଟର ଇତିହାସ, ବିଚାର ବ୍ୟବସ୍ଥା ସମ୍ପର୍କିତ ତଥ୍ୟ ଏବଂ ଆଇନ ସେବା ବାବାଦୀୟ ସଚେତନତାର ବାର୍ତ୍ତା ବାଣ୍ଟିବା ଲାଗି ବାଲିଯାତ୍ରାରେ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ଯାତ୍ରା ପଡିଆରେ ଖୋଲିଛି ଷ୍ଟଲ । ଯେଉଁଠି ରହିଛି ହାଇକୋର୍ଟ ଇତିହାସ ସମ୍ପର୍କିତ ଛବି ଏବଂ ତଥ୍ୟ ।
!-->!-->!-->…
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର ୧୦/୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗାର୍ଡ ଅପ୍ ଅନର ସହ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦେଇ ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ପ୍ରମୁଖ ଉପସ୍ଥିତ ରହି!-->…
ଘରେ ରଶି ଲଗାଇ ଝୁଲିପଡିଲେ ଯୁବକ
ସାଲେପୁର ୧୦।୧୧ : ଫ୍ୟାନ୍ରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା । ପରିବାର ପକ୍ଷରୁ ଥାନାରେ ହତ୍ୟା ଅଭିଯୋଗ । ମୃତ ଯୁବକ ସାଲେପୁର ଥାନା ବାରବାରି ଗାଁର ବାପିନା କାଣ୍ଡି । ସେ ମାମୁଁ ଘର ଶଙ୍କରପୁର ଗାଁରେ ରହିଆସୁଥିବା ବେଳେ ଶଙ୍କରପୁର ଗାଁରେ ଘଟିଛି ଘଟଣା।
ଖବର ଅନୁଯାୟୀ, ଗୁରୁବାର!-->!-->!-->…
ଅର୍ଚ୍ଚନା ନାଗ ମାମଲାରେ ଇଡିର ଚଢାଉ, ୬ଟି ସ୍ଥାନରେ ଚାଲିଛି ରେଡ୍
ଭୁବନେଶ୍ୱର: ଅର୍ଚ୍ଚନା ନାଗ ମାମଲାରେ ଇଡିର ତଢାଉ । ଆଜି ତାଙ୍କ ଘରେ ପଞ୍ଝା ମାରିଛି ତଦନ୍ତକାରୀ ଟିମ୍ । ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚାଲିଥିବା ସୂଚନା ମିଳିଛି । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ସ୍ଥିତ ଅର୍ଚ୍ଚନାଙ୍କ ପୈତୃକ!-->…
ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର ୧୦/୧୧: ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ନଭେମ୍ବର ୧୭ ଯାଏଁ ନାମାଙ୍କନ ପତ୍ର ଦାଖଲ କରାଯିବ ।
ଏବେ ଯାଏଁ କୌଣସି ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଚୁଡାନ୍ତ ହୋଇ ନାହିଁ ।!-->!-->!-->…
ବାଲିଯାତ୍ରାରେ ସିଏମ୍ସି ଓ ଫୁଡ ସେଫ୍ଟି ବିଭାଗର ରେଡ୍, ଫିଙ୍ଗାଗଲା ପୁଳା ପୁଳା ଖାଦ୍ୟ
କଟକ ୧୦/୧୧: ବାଲିଯାତ୍ରାକୁ ସ୍ୱଚ୍ଛ ଓ ପ୍ରଦବୂଷଣ ମୁକ୍ତ କରିବାକୁ ଜାରି ରହିଛି ପ୍ରଶାସନର ପ୍ରୟାସ । ଏହି ପରିପ୍ରେକ୍ଷୀରେ ବାଲିଯାତ୍ରାରେ ଥିବା ଖାଦ୍ୟ ଷ୍ଟଲ ଉପରେ ଚଢାଉ କରାଯାଇଛି । ସିଏମ୍ସି ଓ ଫୁଡ ସେଫ୍ଟି ଵିଭାଗ ପକ୍ଷରୁ ଏହି ଚଢାଉ କରାଯାଇଛି ।
ଏହି ଚଢାଉରେ ଲକ୍ଷାଧିକ ଟଙ୍କାର!-->!-->!-->…
ହାଟରୁ ସଉଦା ନେଇ ଘରକୁ ଫେରୁଥିବାବେଳେ ଯୁବକଙ୍କୁ ଦଳିଦେଲା ହାତୀ
ସୋର: ଯୁବକଙ୍କୁ ଦଳିଦେଲା ହାତୀ। ବାଲେଶ୍ବର ଜିଲ୍ଲା ଔପଦା ଥାନା ଅନ୍ତର୍ଗତ ଫତେପୁର ପଞ୍ଚାୟତର ଶୂଳଭଉଣୀ କ୍ଷୁଦ୍ରଜଳ ଅମଳ ପ୍ରକଳ୍ପ ବନ୍ଧ ଉପରେ ଯୁବକଙ୍କୁ ହାତୀ ଦଳି ଚକଟି ମାରି ଦେଇଥିବା ଜଣାପଡିଛି । ଗତକାଲି ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ ଟୁଲଗଢିଆ ଗ୍ରାମର ୪୫ ବର୍ଷିୟ ଯୁବକ!-->…
ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ପାଇଁ ପୁରୀରେ ଏଏସଆଇର ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ନିଷ୍ପତ୍ତି ସ୍ୱାଗତ ଯୋଗ୍ୟ:…
ଭୁବନେଶ୍ୱର, ୦୯/୧୧: କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା କରିବ । ଏଏସ୍ଆଇର ଏହିି ନିଷ୍ପତିକୁ ସ୍ୱାଗତ କରିଛନ୍ତି!-->…
ଶ୍ରୀ ଶ୍ରୀ ଶ୍ୟାମା ମା ଯାତ୍ରା ସଙ୍ଘର ବନ୍ଧୁ ମିଳନ ଓ ଛାଡ଼ଖାଇ…
ଉମରକୋଟ ( 09/11)ନବରଙ୍ଗପୁର ଜ଼ିଲ୍ଲାର ରାଇଘର ବ୍ଲକର ସଦର କୋଦଭାଟା ଶ୍ରୀ ଶ୍ରୀ ଶ୍ୟାମା ମା ଯାତ୍ରା ସଙ୍ଘର ସରଗୁଲି ବଡ଼ ବନ୍ଧ ପାଖରେ ଏକ ବନ୍ଧୁ ମିଳନ ଓ ଛାଡ଼ଖାଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି , ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଆଜି କାଲି କେହି ଯାତ୍ରା!-->…