ଜଙ୍ଗଲ ରାସ୍ତାକଡ଼ରୁ ଅଜଣା ଯୁବତୀର ଝୁଲନ୍ତା ଶବ ଉଦ୍ଧାର

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତ ଶରୀର ଜବତ କରିଛି ବାଲିଗୁଡ଼ା ପୋଲିସ l ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲ ରାସ୍ତା ଦେଇ ଯାଉଥିବା ବେଳେ ଗଛରେ ଝୁଲନ୍ତା ମୃତ

ନୂଆପଡ଼ା ଉପନିର୍ବାଚନ: ୧୪ ତାରିଖ ସକାଳ ସାଢ଼େ ୮ରୁ ଇଭିଏମ କାଉଣ୍ଟିଂ

ଭୁବନେଶ୍ବର: ନଭେମ୍ବର ୧୪ରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ଭୋଟ୍ ଗଣତି । ଏଥିପାଇଁ ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଓ ସାଢେ ୮ଟା ର ଆରମ୍ଭ ହେବ ଇଭିଏମ କାଉଣ୍ଟିଂ । ୩୫୮ ବୁଥ୍ ପାଇଁ ୧୪ଟି ଟେବୁଲ

ନୂଆପଡ଼ାରେ ଐତିହାସିକ ୮୩.୪୫% ମତଦାନ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ ଥର ଐତିହାସିକ ଭାବେ ୮୩.୪୫% ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ସୂତ୍ରରୁ ସୂଚନା ମିଳିଛି। ସିଇଓ କହିଛନ୍ତି ଯେ, ମତଦାନରେ ଏହି ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ନୂଆପଡାବାସୀଙ୍କ ଗଣତନ୍ତ୍ର

ମହାନଦୀରେ ନୌକା ଦୌଡ ପ୍ରତିଯୋଗିତା

କଟକ: ମହାନଦୀର ଶାନ୍ତ ଜଳରାଶିରେ ଦୁଇ ଦିନିଆ ନୌକା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାନଦୀ ନୌକା ଦୌଡ଼ ପ୍ରତିଯୋଗିତା ୨୦୨୫କୁ ଶୁଭାରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା କଟକ ଜିଲ୍ଲା ପ୍ରଶାସନ ସହିତ ମିଳିତ ଭାବରେ

ଡିସେମ୍ବର ୧୭ରେ ଓଟିଇଟି

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ଡିସେମ୍ବର ୧୭ରେ ଅନୁଷ୍ଠିତ ହେବ। ସେହି ଦିନ ୨ଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ। ପୂର୍ବାହ୍ଣ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଓ ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ

ଭୁବନେଶ୍ୱରରେ ହାଇଆଲର୍ଟ: ରେଲୱେ ଷ୍ଟେସନ, ବସ ଷ୍ଟାଣ୍ଡରେ ଚେକିଂ

ଭୁବନେଶ୍ୱର : ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ୱର । ନୟାପଲ୍ଲୀ, ଇନ୍ଫୋଭେଲୀ, ଭରତପୁର , କ୍ୟାପିଟାଲ ଆଦି ବିଭିନ୍ନ ଥାନା ଅଂଚଳରେ ପାଟ୍ରୋଲିଙ୍ଗ କଡାକଡି କରାଯାଇଛି । ସେହିଭଳି ବିଭିନ୍ନ ଅଞ୍ଚଳରେ ନାକା ଲଗାଯାଇ ଗାଡ଼ି ମୋଟର ଚେକିଂ କରାଯାଉଛି । ରେଲୱେ ଷ୍ଟେସନ, ବସ

ଡ଼ିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା ଆରମ୍ଭ

ବରଗଡ଼: ଆସନ୍ତା ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଶ୍ଵ ପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ଚାଲିବ । ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥିପାଇଁ ଆସନ୍ତା ୧୭ ତାରିଖରେ କଂସ

ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ ବାଲିଯାତ୍ରା

କଟକ: ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖ ଦିନ

ବାରବାଟୀରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବାରବାଟୀ ମ୍ୟାଚ୍ ସମୀକ୍ଷା । ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଅନ୍ତର୍ଜାତୀୟ T20 ମ୍ୟାଚ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ । ମୁଖ୍ୟସଚିବ, ପୋଲିସ

ଡକାୟତି ଉଦ୍ୟମ ପଣ୍ଡ ହେବାରୁ ବୋମାମାଡ଼, ୩ ଗୁରୁତର

ନୟାଗଡ଼: ଡକାୟତି ବେଳେ ବୋମାମାଡ଼ । ୩ ଗୁରୁତର ମେଡିକାଲରେ ଭର୍ତ୍ତି । ନୟାଗଡ଼ ଟାଉନ ଥାନା ସୁଳିଆ ଗାଁରେ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ଗାଁରେ ରାସ୍ତା କାମ ଚାଲୁଥିବାରୁ ୨ ଜଣ ଯୁବକ ସିମେଣ୍ଟ ଜଗିଥିଲେ । ୬ଜଣ ଲୋକ ରାତି ପ୍ରାୟ ସାଢେ ୧୨ଟା ସମୟରେ ବିଭିନ୍ନ ମାରଣାସ୍ତ୍ର