Sign in
Sign in
Recover your password.
A password will be e-mailed to you.
ରକ୍ଷାବନ୍ଧନ ଉପଲକ୍ଷେ ମହିଳାମାନଙ୍କ ପାଇଁ ୪୮ଘଣ୍ଟିଆ ମାଗଣା ବସ୍ଯାତ୍ରା
ଲକ୍ଷ୍ନୌ: ରକ୍ଷାବନ୍ଧନ ଉପଲକ୍ଷେ ଉତ୍ତର ପ୍ରଦେଶର ଯୋଗୀ ସରକାର ବଡ଼ ଘୋଷଣା କରିଛନ୍ତି । ମହିଳାମାନଙ୍କ ପାଇଁ ୪୮ଘଣ୍ଟିଆ ମାଗଣା ବସ୍ଯାତ୍ରା ବ୍ୟବସ୍ଥା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି।
ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପୋଷ୍ଟ୍!-->!-->!-->…
ବାହାରିନରେ ଫସିଛନ୍ତି ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ ଆକୁଳ ନିବେଦନ
ପୁଣି ବିଦେଶରେ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା । ନିଜ ଘର ଛାଡ଼ି ବିଦେଶ ବହାରିନରେ କାମ କରିବା ଆଶାରେ ଆସି ସେଠି ନାହିଁ ନଥିବାର ହଇରାଣ ହରକତ ହେଉଥିବା ଖବର ନଜରକୁ ଆସିଛି । ସୂଚନା ଯେ ଦୀପାଂଶୁ ଶେଖର ଦାସ, ସୋମନାଥ ପରିଡ଼ା, ଭଗବାନ ସ୍ୱାଇଁ, ଜଗମୋହନ କର, ରାଜେନ୍ଦ୍ର କୁମାର ଆଦି!-->…
୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ
ଭୁବନେଶ୍ବର; ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବ । CHSE କାର୍ଯ୍ୟାଳୟରେ ରେଜଲ୍ଟ ବାହାରିବ ବୋଲି ସୂଚନା ଦିଆଯାଇଛି ।
ଚଳିତବର୍ଷ କଳାରେ ୨ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ!-->!-->!-->…
ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରଥମ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ ବ୍ୟକ୍ତି ଯିଏ ସଂସଦରେ ଆଜି ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ପ୍ରଦାନ କରିଛନ୍ତି । NDA ପ୍ରାଥୀ ଧନଖର ଏବଂ ମାର୍ଗାରେଟ୍ଙ୍କ ମଧ୍ୟରେ ନିର୍ବାଚନ ହେଉଛି ।
ସକାଳ ୧୦ଟାରୁ!-->!-->!-->…
ଇଡି କାର୍ଯ୍ୟାଳୟରେ ହାଜର ହେଲେ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତ
ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ପତ୍ରା ଚାଲ୍ ସ୍କାମ ଅଭିଯୋଗର ସମ୍ମୁଖୀନ ହେଉଥିବା ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତଙ୍କୁ ଜେରା ପାଇଁ ଇଡି ଡକାଇଥିଲା। ଇଡି!-->…
ଧୁତରା ରେଳ ଷ୍ଟେସନ ନିକଟରେ ଟ୍ରେନରୁ ଖସି ପଡ଼ି ଜଣେ ମୃତ
ଝାରସୁଗୁଡ଼ା: ଝାରସୁଗୁଡା ଜିଲ୍ଲା କିରିମିରା ବ୍ଳକ ଧୁତରା ଷ୍ଟେସନ ନିକଟ ଖୁଣ୍ଟ ନଂ.୫୦୫/୨୨ ଓ ୫୦୫/୨୪ ମଝିରେ ୨ନଂ ଲେନରେ ଟ୍ରେନରୁ ଖସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।
ବ୍ୟକ୍ତିଟି ଏକ୍ସପ୍ରେସ ଟ୍ରେନରେ ବିହାର ଅଭିମୁଖେ ଯାତ୍ରା କରୁଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି ।
!-->!-->!-->!-->!-->…
ଏସସିବି ମେଡିକାଲରେ ପ୍ରଥମଥର ପାଇଁ ବ୍ଲାକ ଫଙ୍ଗସ ପ୍ଲାଷ୍ଟିକ ସର୍ଜରି ସଫଳ
କଟକ: ଓଡିଶା ଇତିହାସରେ ପ୍ରଥମ ଥର ପାଇଁ କଟକର ଏସସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫଳ ହୋଇଛି ବ୍ଲାକ ଫଙ୍ଗସ ପ୍ଲାଷ୍ଟିକ ସର୍ଜରି । ବ୍ରହ୍ମପୁରୁର ଏମ୍.ମେନକା ମାରାତ୍ମକ ରୋଗ ବ୍ଲାକ୍ ଫଙ୍ଗସର ଶିକାର ହୋଇଥିଲେ । ଫଳରେ ସେ ତାଙ୍କର ମାଢି ଓ ଦାନ୍ତକୁ ହରାଇ ଏକ ପ୍ରକାର ଭିନ୍ନକ୍ଷମ!-->…
ସରେଣ୍ଡର ପରେ ଗିରଫ ହେଲେ ଚର୍ଚ୍ଚିତ ମିଶ୍ର
ସରେଣ୍ଡର ପରେ ଗିରଫ ହେଲେ ଚର୍ଚ୍ଚିତ ମିଶ୍ର । ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତଙ୍କୁ ଗିରଫ କଲା ସିବିଆଇ । CBIର ଅଭିଯୁକ୍ତ ତାଲିକାରେ ଥିଲେ ଚର୍ଚ୍ଚିତ । ଆଜି ଭୋର ୪ଟାରେ ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ପହଞ୍ଚି ସରେଣ୍ଡର କରିଥିଲେ । ଏହାପରେ ତାଙ୍କର ଡାକ୍ତରୀ ପରୀକ୍ଷା!-->…
ଭାଲୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ
କୋରାପୁଟ : କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ଗ୍ରାମପଞ୍ଚାୟତର ଦୁରିଆଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବିଧବାମହିଳା ପାହାଡ଼ରେ ବାଉଁଶ ଗଜା (କୋରଡ଼ି) ସଂଗ୍ରହ କରୁଥିବା ବେଳେ ଭାଲୁ ଆକ୍ରମଣରେ ଶିକାର ହୋଇ। ମୃତ୍ୟୁ ବରଣ କରିଥିବା ଦେଖିବାକୁ ମିଳିଛି।!-->…
ରାଜ୍ୟରେ ଆଉ ୮୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪୯୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩୪୬ଜଣ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ଜଣ ଆକ୍ରାନ୍ତ ଜନ୍ମରୁ ୧୮ ବର୍ଷ!-->…