୧୪ ଦିନ ପାଇଁ ଜେଲ ହାଜତକୁ ଗଲେ ପାର୍ଥ ଓ ଅର୍ପିତା

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଓ ତାଙ୍କ ସହଯୋଗୀ ତଥା ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କୁ ଆସନ୍ତା ୧୪ ଦିନ ପାଇଁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଉଭୟଙ୍କୁ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଇଡି ଗିରଫ କରିବା ପରେ ପ୍ରାୟ ୮ ଦିନ କାଳ ରିମାଣ୍ଡରେ ନେଇ

“ଓଡ଼ିଶା ମୋ ପରିବାର”ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ "ଓଡ଼ିଶା ମୋ ପରିବାର"ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ "ଓଡ଼ିଶା ମୋ ପରିବାର"ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ ରାୟଙ୍କୁ ଏହି ଦାୟିତ୍ଵ

ମୂଲ୍ୟ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରାଜଭବନ ଘେରାଉ

ଭୁବନେଶ୍ବର: ମୂଲ୍ୟ ବୃଦ୍ଧି ଓ ଜିଏସଟି ନେଇ ଆଜି କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ସହ ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ଉପରେ ଦ୍ରବ୍ୟ ଓ ସେବା କର

ଆବାସିକ ବିଦ୍ୟାଳୟରେ ବ୍ୟାପିଲା କରୋନା, ୪୧ ଛାତ୍ରୀ ସଂକ୍ରମିତ

ରାୟଗଡ଼ା: ହଇଜା ପରେ କରୋନା ଭୟ । କାଶୀପୁରରେ ହଇଜା ଆତଙ୍କ ପରେ ଚନ୍ଦ୍ରପୁର ବ୍ଲକରେ କାୟା ମେଲାଇଛି କରୋନା । ଚନ୍ଦ୍ରପୁର ବ୍ଲକର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ବିଦ୍ୟାଳୟ ହଷ୍ଟେଲରେ ରହୁଥିବା କିଛି ଛାତ୍ରୀଙ୍କୁ ଜର ଓ ଦେହ

ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଡାଇରିଆ ଅଞ୍ଚଳ ଗସ୍ତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ଓ ବୁଡ଼ାଗୁଡା ପଞ୍ଚାୟତରେ ଲାଗିରହିଥିବା ଡାଇରିଆ ଅଞ୍ଚଳକୁ ଆଜି ଅନୁସୂଚିତ ଜନଜାତି ଓ ଜାତି ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି । ସେ ପ୍ରଥମେ

କାରଣ ଦର୍ଶାଅ ନୋଟିସ୍‌ର ଜବାବ ଦେଲେ ବିଧାୟକ ମହମ୍ମଦ ମୋକିମ

ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିବାବେଳେ ଜବାବ ରଖିଛନ୍ତି ବିଧାୟକ ମହମ୍ମଦ ମୋକିମ । ସେ କହିଛନ୍ତି, ଜାରି ହୋଇଥିବା ନୋଟିସ୍‌ରେ ଜବାବ ରଖିଛି । କ’ଣ ଲେଖିଛି ଏବେ ସ୍ପଷ୍ଟ କରିପାରିବି ନାହିଁ । ତେବେ ମୋକିମଙ୍କ ଜବାବ ପରେ ପିସିସି ସଭାପତି ଶରତ

ଭିଜିଲାନ୍ସ ଜାଲରେ କ୍ରୀଡା ଶିକ୍ଷକ ଜନାର୍ଦ୍ଦନ ସାହୁ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କ୍ରୀଡା ଶିକ୍ଷକ । PET ଜନାର୍ଦ୍ଦନ ସାହୁଙ୍କ ବାସଭବନରେ ଭିଜିଲାନ୍ସ ରେଡ । କ୍ରୀଡ଼ା ଶିକ୍ଷକଙ୍କର ରହିଛି ଅମାପ ସମ୍ପତ୍ତି । ମଦ ଭାଟିଠୁ ଆରମ୍ଭ କରି ପେଟ୍ରୋଲ ପମ୍ପ ଓ ଗ୍ୟାସ୍ ଗୋଦାମ ବି ରହିଛି। ଏହାବାଦ ବହୁତଳ ବିଶିଷ୍ଟ କୋଠା ବି ରହିଛି। ଆୟ

୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠଯନ୍ତ୍ରୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ଟିମ୍‌ ଏକ ମାମଲା (ନଂ.୧୫/୨୨) ରୁଜୁକରି ଯନ୍ତ୍ରୀଙ୍କୁ ଅଟକ

ରାଜ୍ୟରେ ଝାଡାବାନ୍ତି ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଦେଖାଦେଇଥିବା ଝାଡାବାନ୍ତି ନେଇ ଆଜି ମୁଖ୍ୟଶାସନ ସଚିବ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ସେ ଗ୍ରାମ ଓ ୱାର୍ଡ ରୁ କମ୍ୟୁନିଟି ହେଲଥ୍ ସେଣ୍ଟର, ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ତ୍ୱରିତ ଡାଇରିଆ ସୂଚନା ପ୍ରସାରଣ ବ୍ୟବସ୍ଥା ଉପରେ

ବୃଦ୍ଧଙ୍କୁ ପିଟି ଦେଲା ‘ମୋ ବସ୍‌’

ଭୁବନେଶ୍ୱର: ଭୁବନେଶ୍ୱର ରଘୁନାଥପୁର ନିକଟରେ ବୃଦ୍ଧଙ୍କୁ ପିଟି ଦେଲା ମୋ ବସ୍‌। ବୃଦ୍ଧ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଆଜି ସକାଳେ ବୃଦ୍ଧ ଜଣଙ୍କ ରାସ୍ତାରେ ଯାଉଥିବା ସମୟରେ ଏକ ମୋ ବସ୍‌ ତାଙ୍କୁ