୪ କୋଟିର ଗଞ୍ଜେଇ ଜବତ, ୬ ଗିରଫ

ଭୁବନେଶ୍ୱର: ଗଞ୍ଜେଇ ହବ୍ ପାଲଟିଛି ଓଡ଼ିଶା। ରାଜ୍ୟର ବିଭିନ୍ନ ସ୍ଥାନରୁ ଗଞ୍ଜେଇ ଚାଲାଣ ମାମଲା ସାମ୍ନାକୁ ଆସିଛି। ଆଜି ସୋନପୁରରୁ ୪କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହି ମାମଲାରେ ୬ ଗିରଫ ହୋଇଥିବା ବେଳେ ୪ଟି କାର୍ ଜବତ କରାଯାଇଛି। ବେଆଇନ ଗଂଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ। ଜବତ

ଦିଲ୍ଲୀ ବିସ୍ଫୋରଣ ପରେ ସାମୁଦ୍ରିକ ଥାନାଞ୍ଚଳରେ ହାଇଆଲର୍ଟ, ମଝି ସମୁଦ୍ରରେ ପଇଁତରା ମାରୁଛି ପୋଲିସ

କେନ୍ଦ୍ରାପଡ଼ା: ନୂଆଦିଲ୍ଲୀରେ ସୋମବାର ରାତିରେ ବିସ୍ଫୋରଣ ପରେ ସାରା ଭାରତୀୟଙ୍କ ମଧ୍ୟରେ ଛନକା ପଶିଛି। ୧୦/୧୧ ମୁମ୍ବାଇ ଆକ୍ରମଣ ଦିନରେ ଏହି ଆକ୍ରମଣ ହୋଇଥିବା ଯୋଗୁଁ ସମୁଦ୍ରପଥରେ କଡ଼ାକଡ଼ି ଯାଞ୍ଚ୍‌ ଆରମ୍ଭ ହୋଇଛି । ଉପକୂଳ କେନ୍ଦ୍ରାପଡ଼ା ଜିଲ୍ଲାରେ ତଟରକ୍ଷୀ ବାହିନୀ, ସାମୁଦ୍ରିକ ଥାନା

ଦିଲ୍ଲୀ ବିସ୍ଫୋରଣ: NIA ହାତକୁ ଗଲା ଯାଞ୍ଚ ଦାୟିତ୍ବ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ମାମଲାରେ ଯାଞ୍ଚ କରିବା ବେଳେ ପ୍ରତି ଘଣ୍ଟାରେ ନୂଆ ନୂଆ ଖୁଲାସା ସାମ୍ନାକୁ ଆସିଛି । ପୋଲିସ ଏବଂ ଗୁଇନ୍ଦା ଏଜେନ୍ସୀ ଏହି ମାମଲାରେ ଅନେକ ଲୋକଙ୍କୁ ଗିରଫ କରିଛି । ଏମାନଙ୍କ ମଧ୍ୟରେ ସବୁଠାରୁ ଚର୍ଚ୍ଚିତ ନାମ ହେଉଛି ଡ.

ଖଟିଆରେ ଆସି ଭୋଟ ଦେଲେ ୧୧୦ ବର୍ଷୀୟା ବୃଦ୍ଧା

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ ୧୧୦ ବର୍ଷୀୟ ବୃଦ୍ଧା କାଲିୟା ଦେବୀ ମତଦାନ କରିଛନ୍ତି। ଚାଲିବାରେ ଅସମର୍ଥ କାଲିୟା ଦେବୀଙ୍କୁ ତାଙ୍କ ପୁଅ ଖଟିଆରେ ବୋହି ମତଦାନ କେନ୍ଦ୍ର ପର୍ଯ୍ୟନ୍ତ ଆଣିଥିଲେ ଏବଂ ତାଙ୍କୁ ଟେକି ଟେକି ଭୋଟିଂ ପାଇଁ ନିଆଯାଇଥିଲା।

ଦିଲ୍ଲୀ ବିସ୍ଫୋରଣ: ଗୃହମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ। ବିସ୍ଫୋରଣ ପରେ ସ୍ଥିତି ସମୀକ୍ଷା ପାଇଁ ଶାହଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ଏନ୍‌ଆଇଏ ଡିଜି, ଦିଲ୍ଲୀ ପୋଲିସ କମିଶନର

ଦିଲ୍ଲୀ ବିସ୍ଫୋରଣକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଷଡଯନ୍ତ୍ରକାରୀକୁ ଛଡାଯିବନି

ନୂଆଦିଲ୍ଲୀ : ଭୁଟାନରୁ ମୋଦିଙ୍କ ବାର୍ତ୍ତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ଘଟଣାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଦିଲ୍ଲୀ ବିସ୍ଫୋରଣ ପଛରେ ଯାହାର ବି ହାତ ରହିଛି କାହାକୁ ଛଡାଯିବ ନାହିଁ । ସମସ୍ତ ଷଡଯନ୍ତ୍ରକାରୀଙ୍କୁ ଶାସ୍ତି ମିଳିବ ।

ଟର୍ବୋପ୍ରପ୍ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ମୃତ

ୱାଶଂଟନ୍ : ଆମେରିକା ଫ୍ଲୋରିଡାର କୋରାଲ ସ୍ପ୍ରିଙ୍ଗସ୍ ଅଞ୍ଚଳରେ ଏକ ଛୋଟ ଟର୍ବୋପ୍ରପ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ବିମାନଟି ଜାମାଇକାର ହରିକେନ୍

ଦିଲ୍ଲୀ ବିସ୍ଫୋରଣ ମାମଲା, ଆଡଭାଇଜରୀ ଜାରି କଲା ଟ୍ରାଫିକ ପୋଲିସ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ନିକଟରେ ଭୟଙ୍କର ବଡ଼ ବିସ୍ଫୋରଣ ହୋଇଛି । ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ଦୁଇ ଡଜନରୁ ଅଧିକ ଆହତ ହୋଇଛନ୍ତି । ପୋଲିସ ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ତଦନ୍ତ ଆରମ୍ଭ କରିଛନ୍ତି । ଗୃହ ମନ୍ତ୍ରୀ ଅମିତ୍ ଶାହ ନିଜେ ଘଟଣାସ୍ଥଳରେ ପହଞ୍ଚି

ଇସଲାମବାଦରେ ବିସ୍ଫୋରଣ, ୯ ମୃତ

ଇସଲାମବାଦ : ପାକିସ୍ତାନର ରାଜଧାନୀ ଇସଲାମବାଦର ଜିଲ୍ଲା କୋର୍ଟ ବାହାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ଅତିକମରେ ୯ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି । କୋର୍ଟ ପରିସରରେ ଥିବା ପାର୍କିଂ ଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଥିବା ପ୍ରାରମ୍ଭିକ

ବିହାରର ୩ ଏକଜିଟ୍ ପୋଲରେ ପୁଣି ଏନଡିଏ ସରକାର

ପାଟଣା: ବିହାର ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଅନେକ ଟିଭି ଚ୍ୟାନେଲ୍ ଓ ଏଜେନ୍ସି ନିଜ ଏକଜିଟ୍ ପୋଲର ଫଳାଫଳ ଜାରି କରିବା ଆରମ୍ଭ କରିଦେଇଛନ୍ତି। ମୁଖ୍ୟ ସର୍ଭେ ଏଜେନ୍ସି ୨୪୩ ସିଟ୍ ବିଶିଷ୍ଟ ବିହାର ବିଧାନସଭା ଆସନର କଳ୍ପନା ଜଳ୍ପନା ଆରମ୍ଭ