Sign in
Sign in
Recover your password.
A password will be e-mailed to you.
ଭୁବନେଶ୍ବରର ୱାର୍ଲଡ ସ୍କିଲ ସେଣ୍ଟର ପରିଦର୍ଶନ କଲେ ଏୟାର ମାର୍ଶଲ ଏସ୍. କେ. ଝା
ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବାୟୁସେନା ମୁଖ୍ୟାଳୟ ବାୟୁଭବନରୁ ଏୟାର ମାର୍ଶଲ ଶ୍ରୀ ଏସ.କେ. ଝା, ଏଭିଏସ୍ଏମ୍, ଏଓପିଙ୍କ ସମେତ ଏକ ପ୍ରତିନିଧି ଦଳ ୱାର୍ଲଡ ସ୍କିଲ ସେଣ୍ଟର ପରିଦର୍ଶନ କରିଛନ୍ତି। ଭାରତୀୟ ବାୟୁସେନାର ଅଗ୍ନିପଥ ଯୋଜନାରେ କିଭଳି ସ୍କିଲକୁ ଉପଯୋଗ କରାଯାଇପାରିବ ସେ ନେଇ!-->…
ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସମ୍ବର୍ଦ୍ଧନା ଜଣାଇବେ ୨୬ ଜଣିଆ ବିଧାୟକ ଟିମ୍
ଭୁବନେଶ୍ୱର: ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସମ୍ବର୍ଦ୍ଧନା ଜଣାଇବେ ୨୬ ଜଣିଆ ବିଧାୟକ ଟିମ୍ । ଓଡିଶା ବିଧାନସଭାର ବାଚସ୍ପତି ବିକ୍ରମକେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାୟକମାନେ ଦିଲ୍ଲୀ ଯିବେ ।
ଉପବାଚସ୍ପତି ରଜନୀକାନ୍ତ ସିଂ , ଅର୍ଥମନ୍ତ୍ରୀ ନିରଞ୍ଜନ!-->!-->!-->…
ପିଲାଙ୍କ ସହ ତଳେ ବସି ମଧ୍ୟାହ୍ନ ଭୋଜନ ଖାଇଲେ ବିଧାୟକ ରୁଦ୍ର ପ୍ରତାପ ମହାରଥୀ
ପିପିଲି; ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯାଇ ମଧ୍ୟାହ୍ନ ଭୋଜନର ମାନ ପରୀକ୍ଷା କରିଛନ୍ତି ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀ । ଆଜି ଅପରାହ୍ନ ୧ଟା ୩୦ ସମୟରେ ବଳଙ୍ଗା-ସାତଶଙ୍ଖ ରାସ୍ତାରେ ଥିବା ନାଲିହଣା ପ୍ରାଥମିକ ବିଦ୍ୟାଳୟରେ ହଠାତ ପହଞ୍ଚି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ କରୁଥିବା!-->…
ଭୋଟର ସହିତ ଆଧାର ସଂଯୋଗୀକରଣ ଉପଖଣ୍ଡସ୍ତରୀୟ ବୈଠକ
ଭଞ୍ଜନଗର (୧/୮) : ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଭୋଟର ସହିତ ଆଧାର ସଂଯୋଗୀକରଣ ନିମନ୍ତେ ଉପ-ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଂକର ରାୟଙ୍କ ଆହୁତ ବୈଠକରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧୀ ସହ ଗଣମାଧ୍ୟ୍ୟମ ପ୍ରତିନିଧୀମାନେ ଯୋଗ ଦେଇଥିଲେ | କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର!-->…
ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା, ୬ରୁ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଶୁଖିଲା ପାଗ ଜାରି ରହିବ । ଆସନ୍ତା ୪/୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ନାହିଁ । ୬ ତାରିଖ ଓ ୭ ତାରିଖ ଆଡ଼କୁ ଏକ ଛୋଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସୂଚନା ଦେଇଛି ଆଞ୍ଚଳିକ!-->…
ପ୍ରାକୃତିକ ଗ୍ୟାସ୍ ଓ ପେଟ୍ରୋଲ ସନ୍ଧାନ କାମ ଖୁବଶୀଘ୍ର ଆରମ୍ଭ ହେବ : ଅଏଲ ଇଣ୍ଡିଆ
କୋଣାର୍କ ୧।୮: ପୁରୀ ଜିଲ୍ଲା ଗୋପ ବ୍ଲକ କୁଶୁପୁରରେ ପ୍ରାକୃତିକ ଗ୍ୟାସ୍ ଓ ପେଟ୍ରୋଲ ସନ୍ଧାନ ଚୂଡାନ୍ତ ପର୍ଯ୍ୟାୟରେ। ସୋମବାର ଅଏଲ ଇଣ୍ଡିଆର ଜେନେରାଲ ମ୍ୟାନେଜର ଓ ୧୦ ଜଣିଆ ଟିମ୍ ପହଞ୍ଚି ଗୋପରେ ୩୭ ହିତାଧିକାରୀଙ୍କ ସହିତ ତିନି ବର୍ଷିଆ ଏଗ୍ରିମେଣ୍ଟ କରି ୩ କୋଟି ୪୦ ଲକ୍ଷ ଟଙ୍କା!-->…
ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲେ ବର୍ଷା
ଭୁବନେଶ୍ବର: ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ କୋର୍ଟରେ ବିଚାରଧୀନ ରହିଛି । ଦୁହେଁ ପରସ୍ପରଙ୍କ ନାଁରେ ଅଭିଯୋଗ ଆଣିଛନ୍ତି । ଏହି ମାମଲାରେ କୋର୍ଟ ମାମଲା ବିଚାରଧୀନ ଥିବାରୁ ଉଭୟଙ୍କୁ ସୋସିଆଲ ମିଡିଆରେ କୌଣସି ମନ୍ତବ୍ୟ ନଦେବାକୁ!-->…
ବଡମ୍ବା ବନାଞ୍ଚଳରୁ ହାତୀ କଙ୍କାଳ ମିଳିବା ଘଟଣାରେ ଫେରାର ଫରେଷ୍ଟର ଅଟକ
ଆଠଗଡ଼ ୧।୮: ହାତୀ କଙ୍କାଳ ମିଳିବା ଘଟଣାରେ ନିଲମ୍ବିତ ହୋଇ ଫେରାର ଥିବା ଫରେଷ୍ଟର ପ୍ରଦୀପ କୁମାର ପରିଡ଼ା ଅଟକ । ବଡ଼ମ୍ବା ରେଞ୍ଜର ଗୋପପୁର ସେକ୍ସନ ଫରେଷ୍ଟର ପ୍ରଦୀପ କୁମାର ପରିଡ଼ା ଦୀର୍ଘଦିନ ଧରି ଫେରାଇ ଥିବା ବେଳେ ବନ ବିଭାଗ ତାଙ୍କୁ ଅଟକ ରଖି ପଚରାଉଚରା ପରେ ଗିରଫ କରାଯାଇ!-->…
ବିଷ ପକାଇ ପୋଖରୀରୁ ମାଛ ମାରିଦେଲେ ଦୁର୍ବୃତ୍ତ
ମାର୍ଶାଘାଇ ୧।୮: ସରକାର ଗ୍ରାମାଞ୍ଚଳର ମହିଳାମାନଙ୍କୁ ସ୍ବାବଲମ୍ବୀ କରାଇବା ପାଇଁ ମିଶନ ଶକ୍ତି ଜରିଆରେ ଲକ୍ଷ ଲକ୍ଷ ଟଙ୍କା ଯୋଗାଇ ଦେଉଛନ୍ତି । ଏହି ଅର୍ଥକୁ ବିନିଯୋଗ କରି ମହିଳାମାନେ ସ୍ବାବଲମ୍ବୀ ହେଉଥିବା ବେଳେ କେନ୍ଦ୍ରାପଡା ଜିଲ୍ଲା ଗରଦପୁର ବ୍ଲକରେ ସ୍ବୟଂ ସହାୟକ ଗୋଷ୍ଠୀ ଅର୍ଥ!-->…
ଆନୁଷ୍ଠାନିକ ଭାବେ ବିରୋଧୀ ଦଳ ନେତା ଦାୟିତ୍ୱ ଗ୍ରହଣ କଲେ ଜୟ ନାରାୟଣ
ଭୁବନେଶ୍ୱର: ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ଆସନରେ ବସିଲେ ଜୟ ନାରାୟଣ ମିଶ୍ର । ଗୃହରେ ବାଚସ୍ପତିଙ୍କ ଘୋଷଣା ପରେ ଆନୁଷ୍ଠାନିକ ଭାବେ ଜୟ ନାରାୟଣ ମିଶ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ବାଚସ୍ପତି ଶୁଭେଚ୍ଛା ଜଣାଇଥିବାବେଳେ କଂଗ୍ରେସ ବିଧାୟକ ଦଳ ନେତା ବି ଶୁଭେଚ୍ଛା!-->…