କଳାବ୍ୟାଜ ପିନ୍ଧି ଓଡ଼ଗାଁ ବନ କର୍ମଚାରୀଙ୍କ ସାମୁହିକ ପ୍ରତିବାଦ…

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବନାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ବନରକ୍ଷୀ ଓ ବନପାଳ ମାନେ କଳାବ୍ୟାଜ ପିନ୍ଧି ସରକାରଙ୍କ ନିକଟରେ ସମସ୍ତ କ୍ଷେତ୍ର କର୍ମଚାରୀଙ୍କ ସୁରକ୍ଷା ପାଇଁ ଦାବି ଜଣାଇଛନ୍ତି ।ସୂଚନା ଅନୁଯାୟୀ ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ର ବନରକ୍ଷୀ ପ୍ରହଲ୍ଲାଦ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଦିନ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ପ୍ରଦାନ କରାଯାଇଛି। ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି।

ହଇଜା ବ୍ୟାପିବା ପରେ ରାଜଧାନୀର ହୋଟେଲ-ଫାଷ୍ଟଫୁଡ୍ ଦୋକାନରେ ଚଢ଼ଉ

ଭୁବନେଶ୍ୱର: ରାଜଧାନୀକୁ ହଇଜା ଭୟ। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଆକ୍ସନ ମୋଡରେ ବିଏମସି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ

୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ଵର: ୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ ସେ କହିଛନ୍ତି ଯେ, ଯୁବ ଶକ୍ତି ହେଉଛନ୍ତି ଆମ

ଏସସିବିରେ ଜଣେ ହଇଜା ରୋଗୀଙ୍କ ମୃତ୍ୟୁ

କଟକ: କଟକ ଏସସିବି ମେଡିକାଲରେ ଜଣେ ହଇଜା ରୋଗୀଙ୍କର ସୋମବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଯାଜପୁର ଜିଲାର ସୁକିନ୍ଦା ଅନ୍ତର୍ଗତ ହାତୀବାରିର ବସନ୍ତ ବାରିକ। କିଛି ଦିନ ତଳେ ବସନ୍ତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ

ଅଦିନିଆ ରଥଯାତ୍ରା କଲେ ଆଇନଗତ ପଦକ୍ଷେପ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଅଦିନିଆ ରଥଯାତ୍ରା କଲେ ହେବ ଆଇନଗତ ପଦକ୍ଷେପ | ଏମିତି କହିଛନ୍ତି ଆଇନ ମନ୍ତ୍ରୀ  ପୃଥ୍ଵୀରାଜ ହରିଚନ୍ଦନ  | ଶ୍ରୀ ମନ୍ଦିର ପ୍ରଶାସନ ସଂଗେ ଆଲୋଚନା ହୋଇଛି  | ଗଜପତି ମହାରାଜା ପତ୍ର ଲେଖି ସାରିଛନ୍ତି  | ନୂଆପଡାରେ ଅଦିନିଆ ରଥଯାତ୍ରା ଖବର ପାଇବା ପରେ ତାଙ୍କୁ ତାଗିଦ

ଗଛକୁ ପିଟିଲା ପିକପ ଭ୍ୟାନ ଡ୍ରାଇଭର ଗୁରୁତର

ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ରାଏବଗା ଥାନା ଅନ୍ତର୍ଗତ ଦୁଲାହାପୁର ପୀଡାବ୍ଲୁଡ଼ି ୧୮ ନମ୍ବର ରାସ୍ତା ପାର୍ଶ୍ୱରେ ଥିବା ଗୋଟିଏ ଗଛକୁ ପିଟିଲା ପିକପ ଭେନ ଡ୍ରାଇଭର ଗୁରୁତର ! ଏହି ଦୂରଘଟଣା ଆଜି ସୋମବାର ସନ୍ଦ୍ୟା ୫.୪୫ ସମୟରେ ଘଟିଥିଵା ଜଣା ପଡିଛି | ସଳଙ୍ଗାବାହାଲ ପଟୁ ରାଏବଗା

ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ଭଞ୍ଜନଗର : ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦେବଦତ୍ତ ପଣ୍ଡା, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରଞ୍ଜନ କୁମାର ଦେ ,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା ,

ବିମାନ ଦୁର୍ଘଟଣା: ମିଳିଲା ଆଉ ଏକ ବ୍ଲାକ୍ ବକ୍ସ

ଅହମଦାବାଦ: ବିମାନ ଦୁର୍ଘଟଣାର ପ୍ରକୃତ କାରଣ କଣ ? କେଉଁ ପରିସ୍ଥିତିରେ ମାଟିରୁ ଉଠୁ ଉଠୁ ଘଟିଗଲା ଏମିତି ଦୁର୍ଘଟଣା ? ତାର କାରଣ ଖୋଜା ଚାଲିଥିବା ବେଳେ ଏତି ମଧ୍ଯରେ ମିଳିଲା ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ । ଅହମ୍ମଦାବାଦ ବିମାନ ଦୁର୍ଘଟଣା ସ୍ଥଳରୁ ଦ୍ବିତୀୟ ବ୍ଲାକ ବକ୍ସ