ସମାଜସେବୀ ମାଗୁଣି ନାହାକଙ୍କୁ ବିଦ୍ୟାସାଗର ସ୍ମୃତି ସମ୍ମାନ

ବ୍ରହ୍ମପୁର : ପୂଜ୍ୟପୂଜା ସମିତି ପକ୍ଷରୁ ମହାନ ସମାଜ ସଂସ୍କାରକ ଈଶ୍ୱରଚନ୍ଦ୍ର ବିଦ୍ୟାସାଗରଙ୍କ 131ତମ ମୃତ୍ୟୁ ବାର୍ଷିକୀ ସ୍ଥାନୀୟ ବିଜିପୁର କମ୍ୟୁନିଟି ହଲ ଠାରେ ପାଳନ ହୋଇଯାଇଛି l ସମିତି ସଭାପତି ବଂଶୀଧର ଭୂୟାଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ସଂସ୍କାରକ

ବିଦ୍ୟାଳୟସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ଫୁଲବାଣୀ : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବିଜ୍ଞାନ ମେଳାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ରଥ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମକୁ

କୋଭିଡ୍ ନିୟମ ଅନୁଯାୟୀ ସ୍ବାଧୀନତା ଦିବସ ପାଳନ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର /ଛତ୍ରପୁର : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୬ତମ ସ୍ବାଧୀନତା ଦିବସ ଛତ୍ରପୁର ସ୍ଥିତ ପୋଲିସ୍ ପ୍ୟାରେଡ୍ ପଡିଆ ଠାରେ ମହାସମାରୋହର ସହିତ କୋଭିଡ୍ ନିୟମ ଅନୁପାଳନ କରି ପାଳନ କରାଯିବ । ଏହି ଜାତୀୟ ଉତ୍ସବଟିକୁ କିଭଳି ସରସ ସୁନ୍ଦର ଭାବେ ସମସ୍ତ ନିୟମର ଅନୁପାଳନ କରି ପାଳନ କରିବାକୁ

ଅଧିର ରଞ୍ଜନ ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟ ପ୍ରତିବାଦରେ ଜିଲ୍ଲା ବିଜେପି ପକ୍ଷରୁ କୁଶପୁଳିକା ଦାହ

ମାଲକାନଗିରି : ଆଜି ସ୍ଥାନୀୟ ସୁବାଷ ବୋଷ ଛକରେ ଜିଲ୍ଲା ବିଜେପି ପକ୍ଷରୁ ପଶ୍ଚିମବଙ୍ଗ କଂଗ୍ରେସ ସାଂସଦ ଅଧିର ରଞ୍ଜନ ଚୌଧୁରୀ ସଂସଦ ରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଯେଉଁ ଭଳି ଆକ୍ଷେପ କରି କଟୁ ମନ୍ତବ୍ଯ ଦେଇଛନ୍ତି ତାହାର ପ୍ରତିବାଦରେ ଜିଲ୍ଲା ବିଜେପି ପକ୍ଷରୁ

ନବରଙ୍ଗପୁର ଜିଲ୍ଲା ସ୍ତରୀୟ ୭୬ ତମ ସ୍ବାଧିନତା ଦିବସ ପାଳନ ପ୍ରସ୍ତୁତି ବୈଠକ

ନବରଙ୍ଗପୁର (୨୯/୦୭) : ନବରଙ୍ଗପୁର ଜିଲ୍ଲାସ୍ତରୀୟ ୭୬ ତମ ସ୍ବାଧିନତା ଦିବସ ପାଳନ ନିମନ୍ତେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତା ରେ ମିଶନ ଶକ୍ତି ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଡକ୍ଟର ମିଶ୍ର ସମସ୍ତଙ୍କୁ ସ୍ବାଗତ ଜଣାଇ ଜାତୀୟ ଦିବସ

କିମ୍ସରେ ୩୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ଥାନୀୟ କିମ୍ସ ପରିସରରେ ୩୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେସିଆଲିଟି ହସ୍ପିଟାଲ୍‌ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହସ୍ପିଟାଲରେ ବିଏସକେଓ୍ବାଇ କାର୍ଡରେ ରୋଗୀଙ୍କୁ ମିଳି ପାରିବ ମାଗଣା ଚିକିତ୍ସା ସୁବିଧା । ଏଠାରେ ସାଧାରଣ ଓ ବିଏସକେଓ୍ବାଇ ରୋଗୀଙ୍କ ପାଇଁ

ନରସିଂହପୁରରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ

କଟକ: ଶେଷରେ ଗୁଳିମାଡ଼ରେ ଆଉ ଏକ ଦନ୍ତାହତୀର ମୃତ୍ୟୁ ଘଟିଛି । ଦେହରେ ୫ ଟି ଗୁଳିବାଜିଥିବାରୁ ଦନ୍ତା ହାତୀଟିର ମୃତ୍ୟୁ ହୋଇଛି, ଜଙ୍ଗଲରେ ହୋଇଛି ଚିକିତ୍ସାଧୀନ ଅବସ୍ଥାରେ ହାତୀଟିର ମୃତ୍ୟୁ । ବଡ଼କଥା ହେଉଛି ଏହି ହାତୀଟିର ପୁଣି ସେହି ଅଞ୍ଚଳରେ ମୃତ୍ୟୁ ହୋଇଛି ଯେଉଁଠାରେ ପୂର୍ବରୁ

ଭୁବନେଶ୍ୱରରେ ଗଡ଼ିଲା ଇ-ବସ୍ ଓ ଇ-ରିକ୍ସା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଗଡିଲା ଇ-ବସ୍ । ମୋ ବସର ସଫଳତା ପରେ ଭୁବନେଶ୍ବରରେ ଆରମ୍ଭ ହୋଇଛି ଇ-ବସ୍ ସେବା । ନବୀନ ନିବାସ ସାମ୍ନାରେ ପତାକା ଦେଖାଇ ଇ-ବସ୍ ସେବାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ଯ୍ୟାୟରେ ସହରରେ ୧୦ଟି ଇ-ବସ୍ ଚଳାଚଳ

ଅଗଷ୍ଟ ପହିଲାରେ ଶିକ୍ଷକ ନିଯୁକ୍ତି, କଳିଙ୍ଗ ଷ୍ଟାଡିୟମରେ ହେବ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଅଗଷ୍ଟ ପହିଲାରେ ରାଜ୍ୟରେ ନିଯୁକ୍ତି ପାଇବେ 6891 ଶିକ୍ଷକ । କଳିଙ୍ଗ ଷ୍ଟାଡିୟମରେ ହେବ ଓରିଏଣ୍ଟେସନ କାର୍ଯ୍ୟକ୍ରମ । ନବନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ସହିତ ସମସ୍ତଙ୍କୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬ହଜାର ୮୯୧ ଜଣ କଳା,

ରତ୍ନ ଭଣ୍ଡାର ପ୍ରସଙ୍ଗ ନେଇ ଗୃହରେ ଉଦବେଗ

ଭୁବନେଶ୍ବର ୨୯।୭: ବିଧାନସଭାର ଶୂନ୍ୟକାଳରେ ଉଠିଲା ଅସୁରକ୍ଷିତ ରତ୍ନ ଭଣ୍ଡାର ପ୍ରସଙ୍ଗ । ରତ୍ନ ଭଣ୍ଡାର ପ୍ରସଙ୍ଗକୁ ନେଇ ଗୃହରେ ଉଦବେଗ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣାରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି । ରତ୍ନ ଭଣ୍ଡାର ସୁରକ୍ଷିତ ଅଛି କି ନାହିଁ ଏବଂ ବସାଯାଇ ଥିବା କମିଶନଙ୍କ