Sign in
Sign in
Recover your password.
A password will be e-mailed to you.
ଦୀପୁ-ଓମ୍ ହତ୍ୟାକାଣ୍ତ ମାମଲା: ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟ ଗ୍ରହଣ
କଟକ: ଦୀପୁ-ଓମ୍ ହତ୍ୟାକାଣ୍ତ ମାମଲାରେ ଚାଉଳିଆଗଞ୍ଜ ଥାନାର ତତ୍କାଳୀନ IIC ତଥା ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି । ଜିଲ୍ଲା ଅଦାଲତରେ ମାମଲାର ଶୁଣାଣି ସମୟରେ ଅଜୟ ଦାସ ହାଜର ହୋଇ ସାକ୍ଷୀ ଦେଇଥିଲେ । ମାମଲାର ଶୁଣାଣି ବେଳେ ଅଜୟ ଦାସଙ୍କୁ ଅଭିଯୁକ୍ତଙ୍କ!-->…
କୋଟିଆରେ ଆନ୍ଧ୍ର ଉପ-ମୁଖ୍ୟମନ୍ତ୍ରୀ
କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ କୋଟିଆ ଗ୍ରାମପୁଞ୍ଜର ନାରେଡିବାଲସାରେ ଡେରା ପକାଇଛନ୍ତି ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ତଥା ଗିରିଜନ ବିଭାଗ ମନ୍ତ୍ରୀ ପିଡ୍ଡିକା ରାଜନ୍ନା ଦୋରା। ଆନ୍ଧ୍ରପ୍ରଦେଶ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାରେ କିପରି କାର୍ଯ୍ୟକାରିତା କରୁଛି ତାହାକୁ!-->…
ଆୟତ୍ତରେ ନାହିଁ ମହାପ୍ରସାଦ ଦର
ପୁରୀ: ଧର୍ମମାସ କାର୍ତ୍ତିକରେ ପୂଣ୍ୟ ଅର୍ଜିବା ପାଇଁ ଶ୍ରୀକ୍ଷେତ୍ର ମୁହାଁ ହୋଇଛନ୍ତି ଭକ୍ତ। ଦୈନିକ ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ସହ ମହାପ୍ରସାଦ ନେଇ ଫେରୁଛନ୍ତି। କିନ୍ତୁ ଏହି ଧର୍ମମାସରେ ମହାପ୍ରସାଦର ଦର ଭକ୍ତମାନଙ୍କୁ ଆଘାତ ଦେଉଛନ୍ତି। ଦର ଏତେ ଅଧିକ ଯେ ମହାପ୍ରସାଦ ପାଇଁ!-->…
ଟ୍ରାକ୍ଟର ଧକ୍କାରେ ସାଇକଲ ଆରୋହୀ ମୃତ୍ୟୁ…
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ହିଞ୍ଜିଳି ଗ୍ରାମର କାଳୀମନ୍ଦୀର ଛକ ନିକଟ ଉଲୁକପଲି ସାହି ରାଜ୍ୟ ରାଜପଥ ଉପରେ ଟ୍ରାକ୍ଟର ଧକ୍କାରେ ଜଣେ ସାଇକଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ସାଇକଲ ଆରୋହୀ ଜଣକ ହିଞ୍ଜିଳିକାଟୁ ବ୍ଳକ ଅନ୍ତର୍ଗତ ଖରିଡା ଗ୍ରାମର ବନମାଳୀ!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୧୯।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ!-->…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହରେ ୪ ସାଙ୍ଗ ଅଟକ
ରାଉରକେଲା ୧୯।୧୦ : ପୋଖରୀରୁ ଯୁବକଙ୍କ ମୃତଦେହ ଠାବ । ହତ୍ୟା ସନ୍ଦେହରେ ୪ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଶୁଣ୍ଢୀକୋଣ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୪ ଜଣଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ,!-->!-->!-->…
ଜୟଲଳିତାଙ୍କ ଚିକିତ୍ସାରେ ହସ୍ତକ୍ଷେପ କରିନାହିଁ: ଭି.କେ. ଶଶୀକଳା
ଚେନ୍ନାଇ: ଜୟଲଳିତାଙ୍କ ଡାକ୍ତରୀ ଚିକିତ୍ସାରେ କେବେ ହସ୍ତକ୍ଷେପ କରିନାହିଁ ବୋଲି ‘ଅରୁମୁଘାସ୍ବାମୀ ଆୟୋଗ’ ରିପୋର୍ଟ ଉପରେ ପ୍ରତିକ୍ରିୟା ବ୍ୟକ୍ତ କରି ମଙ୍ଗଳବାର ଦିନ ଭି.କେ. ଶଶୀକଳା କହିଛନ୍ତି।ଶଶୀକଳାଙ୍କ ବ୍ୟତୀତ ଆଉ ୩ଜଣ ମଧ୍ୟ ଜେ. ଜୟଲଳିତାଙ୍କ ଚିକିତ୍ସାରେ ହୋଇଥିବା ତ୍ରୁଟି ପାଇଁ!-->…
ଉତ୍ତର ପ୍ରଦେଶ ମତଦାନରେ ଅତି ସାଂଘାତିକ ଅନିୟମିତତା ହୋଇଛି: ଶଶୀ ଥରୁର୍ଙ୍କ ଏଜେଣ୍ଟ୍
ନୂଆଦିଲ୍ଲୀ: ଦଳର ଅଧ୍ୟକ୍ଷ ପଦ ନିମନ୍ତେ ଉତ୍ତର ପ୍ରଦେଶରେ ହୋଇଥିବା ମତଦାନରେ ‘ଅତି ସାଂଘାତିକ ଅନିୟମିତତା’ ହୋଇଛି ବୋଲି ଶଶୀ ଥରୁର୍ଙ୍କ ଅନ୍ୟତମ ନିର୍ବାଚନ ଏଜେଣ୍ଟ୍ ସଲ୍ମାନ୍ ସୋଜ୍ ‘କଂଗ୍ରେସ ଚିଫ୍ ଇଲେକ୍ସନ୍ ଅଥରିଟି’ର ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରୀଙ୍କ ନିକଟରେ ଲିଖିତ!-->…
ନୂଆ ଜାତୀୟ ରାଜପଥରେ ନିର୍ମାଣ ହେବ ‘ହେଲିପ୍ୟାଡ୍’: ଜ୍ୟୋତିରାଦିତ୍ୟ ସିନ୍ଧିଆ
ନୂଆଦିଲ୍ଲୀ: ଜରୁରୀକାଳୀନ ପରିସ୍ଥିତିରେ ତୁରନ୍ତ ଜନସ୍ଥାନାନ୍ତରଣ ନିମନ୍ତେ ଦେଶର ସମସ୍ତ ନୂତନ ଜାତୀୟ ରାଜପଥରେ ହେଲିପ୍ୟାଡ୍ ନିର୍ମାଣ କରାଯିବ ବୋଲି ମଙ୍ଗଳବାର ଦିନ ‘ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ସମ୍ମିଳନୀ’ରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ!-->…
କୁହୁଡ଼ି ଯୋଗୁଁ କୋଚିଲାଗଡ଼ ଚେକ ପୋଷ୍ଟରେ ଦୁଇ ବାଇକ୍ ଆରୋହୀ ଦୁର୍ଘଟଣା ଗସ୍ତ ଦୁଇ ଗୁରୁତର…
ଫୁଲବାଣୀ :-କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଳକ ଅନ୍ତର୍ଗତ କୋଚିଲାଗଡ଼ ଚେକ ପୋଷ୍ଟରେ ଭୋର ସକାଳୁ ଦୁଇଜଣ ମଟର ସାଇକେଲ ଆରୋହୀ ବାଡେ଼ଇ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛନ୍ତି l ସୂଚନା ପ୍ରକାରେ ଦୁହେଁ ବପଲମେଣ୍ଡି ଗ୍ରାମର ମାନସ କହଁର ଓ ଲୁଜୁରାମୁଣ୍ଡl ଗ୍ରାମର ନବୀନ ବିଷୋୟୀ ବୋଲି ଜଣାପଡିଛି!-->!-->!-->…