Sign in
Sign in
Recover your password.
A password will be e-mailed to you.
ସାଇକେଲଚୋର ଯୋଡିକୁ କାବୁ କଲେ ଲୋକେ, ପୋଲିସକୁ ଦେଲେ ଜିମା
ବୁଗୁଡ଼ା : ଦୀର୍ଘ ଦିନ ହେଲା ବୁଗୁଡ଼ା ସହରରେ ସାଇକେଲ ଚୋରି ଏକ ସାଧାରଣ ଘଟଣାରେ ପରିଣତ ହୋଇଥିଲା ବେଳେ ଆଜି ଅପରାହ୍ନରେ ଦୁଇ ଜଣ ସାଇକେଲ ଚୋରଙ୍କୁ ଲୋକେ ଧରି ପୋଲିସକୁ ହସ୍ତାନ୍ତର କରିଥିବା ଜଣାଯାଇଛି । ଘଟଣାରୁ ପ୍ରକାଶ ଯେ , ଆଜି ଅପରାହ୍ନରେ ସ୍ଥାନୀୟ ମେଡିକାଲ ଛକ ନିକଟସ୍ଥ ଏକ ତେଜରାତି!-->…
ଜିଲ୍ଲା ସ୍ବାସ୍ଥ୍ୟ ସମିତି କନ୍ଧମାଳର କାର୍ଯ୍ୟକାରୀ ସମିତି ବୈଠକ ଏବଂ ଏନଜିଓ ସମୀକ୍ଷା ବୈଠକ -୨୦୨୨ ଅନୁଷ୍ଠିତ
ଫୁଲବାଣୀ : ଫୁଲବାଣୀ ଜିଲ୍ଲାପାଳ କାର୍ଯ୍ୟାଳୟ ସଭାଗୃହ ଠାରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି କନ୍ଧମାଳର କାର୍ଯ୍ୟ କାରୀ ସମିତି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ପାଟିଲ ଆଶିଷ ଈଶ୍ବର ( ଭା. ପ୍ର. ସେ. )ଙ୍କ ଦ୍ବାରା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ ତଥା!-->!-->!-->…
ବିଦ୍ୟୁତ ଆଲୋକ ସେବା ନପାଇ ୧୦ ଦିନଧରି ଅନ୍ଧକାରରେ ସାଙ୍ଗଡ଼ମା ଗ୍ରାମବାସୀ
ଦାରିଙ୍ଗବାଡ଼ି, (୧୮/୧୦) : ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଝିଞ୍ଜିରିଗୁଡା ଗ୍ରାମ ପଞ୍ଚାୟତର ୧୨ନଂ ୱାର୍ଡ ସାଙ୍ଗଡ଼ମା ଗ୍ରାମର ୫୦ ପରିବାର ସଦସ୍ୟ ମାନେ ଦୀର୍ଘ ୧୦ ଦିନ ଧରି ବିଦ୍ୟୁତ ଆଲୋକ ସେବା ପାଇବାରୁ ବଞ୍ଚିତ ହୋଇ ରହିଥିବା ଜଣା ପଡ଼ିଛି। ଖବର ନେବାରୁ ଜଣା ପଡିଛିଯେ ଗତ ଲଘୁଚାପ ଜନିତ!-->…
ଉପାନ୍ତ ଇଲାକା ବୁଡ଼ାଗୁଡାର ରେ ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା
ଦାରିଙ୍ଗବାଡ଼ି : (୧୮/୧୦) କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ରେ ଆଜି ବିଜେଡ଼ିର ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ପଦଯାତ୍ରା ବୁଡ଼ାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ବାହାରି ବୁଡ଼ାଗୁଡ଼ା ବଜାର ପରିକ୍ରମା କରି ହାଟପଦା ଠାରେ ପହଞ୍ଚିଥିଲେ l ସେଠାରେ ଏକ!-->…
ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ହିଞ୍ଜିଳିକାଟୁରେ ରକ୍ତଦାନ ଶିବିର ଅନୁଷ୍ଠିତ
ହିଞ୍ଜିଳିକାଟୁ ୧୮/୧୦/୨୨;ମୁଖ୍ୟମନ୍ତ୍ରୀଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ନେତାଜୀ କଲ୍ୟାଣ ମଣ୍ଡପ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ’ଙ୍କ ୭୭’ ତମ ଜନ୍ମଦିନ ଉପଲକ୍ଷେ ବିଜୁ ଜନତା ଦଳ ପକ୍ଷରୁ ଓଡିଶା ମୋ ପରିବାର ଜୀବନ ବିନ୍ଦୁ!-->!-->!-->…
ଘରୋଇ କଳି ହେଲା କାଳ : ମୋବାଇଲ ପାଇଁ ଚାଲି ଗଲା ନିରୀହ ଜୀବନ…
ମାଲକାନଗିରି : ମୋବାଇଲ ପାଇଁ ଚାଲି ଗଲା ଜୀବନ । ଏଭଳି ଏକ ଘଟଣା ଘଟିଯାଇଛି ମାଲକାନଗିରି ଜିଲ୍ଲାରେ । ମାଲକାନଗିରି ଜିଲ୍ଲା ଅନ୍ତର୍ଗତ mpv 14 ଗ୍ରାମର ଏକ ବର୍ଷ ହେବ ବିବାହ କରି ରହୁଥିଲେ ଜ୍ୟୋତି ଓ କନାଇ । କନାଇ ପାଖରେ ପଇସା ନଥିବାରୁ ସେ ସ୍ତ୍ରୀ ଜ୍ୟୋତି ପାଇଁ ଫାଇନାନ୍ସରେ ଏକ!-->!-->!-->…
ପ୍ରେମ ଓ ପ୍ରତାରଣା କରି ଗିରଫ ହେଲେ ଏମସ୍ ଡାକ୍ତର
ଭୁବନେଶ୍ୱର ୧୮/୧୦: ଗିରଫ ହେଲେ ଏମସ୍ ଡାକ୍ତର। ଭୁବେଶ୍ୱରରେ ଥିବା ଏମସ୍ ଡାକ୍ତରଖାନାର ହୃଦରୋଗ ଡାକ୍ତର ଜୟଦୀପ ଦାସ ଗୁପ୍ତାଙ୍କୁ ପୋଲିସ ଗିରଫ କରିଛି। ପ୍ରେମ ପରେ ପ୍ରତାରଣା ଅଭିଯୋଗରେ ତାଙ୍କୁ ମହିଳା ଥାନା ପୋଲି ଗିରଫ କରିଥିବା କୁହାଯାଇଛି।
ଗିରଫ ଅଭିଯୁକ୍ତ ୨ ବର୍ଷ!-->!-->!-->…
ହଂସପାଳ ନିକଟରୁ ୪୦ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ମହିଳାଙ୍କ ସହ ଅନ୍ୟଜଣେ ଗିରଫ
ଭୁବନେଶ୍ୱର, ୧୮/୧୦: ଭୁବନେଶ୍ୱର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ୪୦୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ପୋଲିସ୍ । ବାଲିଅନ୍ତା ଥାନା ହଂସପାଳ ନିକଟରୁ ଏହି ନାଶା ଦ୍ରବ୍ୟକୁ ଜବତ କରାଯାଇଥିବା ବେଳେ ୨ ଜଣଙ୍କୁ ଗିରଫ କରିଛି ପୋଲିସ୍ । ବାଲେଶ୍ବରରୁ ବାଇକରେ ଆସୁଥିବା ବେଳେ ହଂସପାଳରୁ ସେମାନଙ୍କୁ!-->…
ଢେଙ୍କାନାଳରୁ ୭୧୧ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ବଡ ଧରଣର ବ୍ରାଉନସୁଗାର ଜବତ।ଦୁଇଟି ସ୍ଥାନରେ ରେଡ କରି ୭୧୧ ଗ୍ରାମ ବ୍ରାଉନସୁଗାର ଜବତ।ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ ତାରିଣୀନଗରରୁ ୬୮୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଭୁବନ ଗଁପୁର ବାଜିରାଉତ ମେମୋରିଆଲ କଲେଜ ନିକଟରୁ ୨୬ ଗ୍ରାମ!-->…
ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତି : ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, କର୍ମଚାରୀଙ୍କୁ ହେଡକ୍ୱାର୍ଟର୍ସ ନ…
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଉପକୂଳବର୍ତ୍ତୀ ସାତ ଜିଲ୍ଲାଗୁଡିକୁ ସତର୍କ ଜାରି କଲେ ସରକାର । ଏହି ସବୁ ଜିଲ୍ଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଛି । ସଂପୃକ୍ତ କର୍ମଚାରୀଙ୍କ ଜିଲ୍ଲା ହେଡ୍ କ୍ୱାର୍ଟର୍ସ ନଛାଡିବା ନିର୍ଦ୍ଦେଶ ।!-->…