ସୋନିଆଙ୍କୁ ଇଡି ଜେରା ପ୍ରତିବାଦରେ କନ୍ଧମାଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ

ଫୁଲବାଣୀ : ଫୁଲବାଣୀ ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଇଡି ସମନ ନେଇ ବିଜେପି ଏବଂ ଇଡି ବିରୁଦ୍ଧରେ ଜୋରଯାର ପ୍ରତିବାଦ ଏବଂ ବିକ୍ଷୋଭ କରାଯାଇଛି, ଏଥିରେ ଜିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ, ଯୁବ କଂଗ୍ରେସ ସଭାପତି

‘ମୁଁ ଜାଣିଛି ମନୀଷ ସିସୋଦିଆଙ୍କୁ ଗିରଫ କରାଯିବ’: ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ଵାଲ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମି ପାର୍ଟି (ଆପ୍‌) ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ଵାଲ ଆଜି ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ଵାଲ କହିଛନ୍ତି, ‘ମୁଁ ଜାଣିଛି ମନୀଷ ସିସୋଦିଆଙ୍କୁ ଗିରଫ କରାଯିବ’!ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ଉପରାଜ୍ୟପାଳ

ଯୁବାକ୍ଷୀ ହେଲେ ସିବିଏସଇ ଟପ୍ପର, ରଖିଲେ ୧୦୦% ନମ୍ବର

ନୋଇଡା : ଉତ୍ତରପ୍ରଦେଶ ନୋଇଡାର ଯୁବାକ୍ଷୀ ବିଗ୍ ସିବିଏସଇ ୧୨ଶ ଶ୍ରେଣୀ ପରୀକ୍ଷାରେ ପରଫେକ୍ସ ରେଜଲ୍ଟ ହାସଲ କରି ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ପରଫେକ୍ଟ ରେଜଲ୍ଟ ଅର୍ଥ ସେ ମୋଟ ୫୦୦ ମାର୍କରୁ ୫୦୦ ହାସଲ କରିଛନ୍ତି ।ନୋଇଡା ଆମିଟି ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରୀ

ପୋଷ୍ୟ ସନ୍ତାନ ଗ୍ରହଣ ପାଇଁ ଅପେକ୍ଷା କରିଛନ୍ତି ୨୮,୬୬୩ ଆବେଦନକାରୀ

ନୂଆଦିଲ୍ଲୀ: ୨୮,୬୬୩ ଜଣ ଭାରତୀୟ ଆବେଦନକାରୀ ଦେଶରେ ଏକ ଶିଶୁକୁ ପୋଷ୍ୟ ସନ୍ତାନ ଗ୍ରହଣ କରିବାକୁ ଅପେକ୍ଷା କରି ରହିଛନ୍ତି ବୋଲି କେନ୍ଦ୍ର ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରାଳୟ ଶୁକ୍ରବାର ଦିନ କହିଛି। ଏଥିସହ ମନ୍ତ୍ରାଳୟ ପକ୍ଷରୁ ସ୍ୱୀକାର କରାଯାଇଛି ଯେ ଦେଶରେ ପୋଷ୍ୟ ସନ୍ତାନ ଗ୍ରହଣ

ନେହରୁ-ଗାନ୍ଧି ପରିବାର ନାଁରେ ବହୁତ ଟଙ୍କା କମେଇଛନ୍ତି ଦଳୀୟ ନେତା: କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ: ନିଜର ବିବାଦୀୟ ଓ ବେଧଡ଼କ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା କର୍ଣ୍ଣାଟକାର କଂଗ୍ରେସ ବିଧାୟକ କେଆର ରମେଶ କୁମାର ଗୁରୁବାର ବଡ଼ ଦାବି କରିଛନ୍ତି। ସେ ନେହରୁ ଓ ଗାନ୍ଧି ପରିବାର ସମ୍ପର୍କରେ ଦେଇଥିବା ବୟାନକୁ ନେଇ ବିବାଦ ସୃଷ୍ଟି ହୋଇଛି। ଗାନ୍ଧି ପରିବାର ନାଁରେ କଂଗ୍ରେସ

୩ ରାଜ୍ୟରୁ ଗୋଟିଏ ବି ଭୋଟ ପାଇନାହାନ୍ତି ଯଶୱନ୍ତ ସିହ୍ନା

ନୂଆଦିଲ୍ଲୀ: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ। ସେ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ହରାଇଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ୨୮୨୪ ଜଣ ସାଂସଦ ଓ ବିଧାୟକଙ୍କ ଭୋଟ ମିଳିଛି। ଏହାର ମୂଲ୍ୟ ୬,୭୬,୮୦୩। ରାଷ୍ଟ୍ରପତି ଭାବେ ନିର୍ବାଚନ ଜିତିବା

ପ୍ରାୟ ୧୦ ବର୍ଷ ପରେ ଚିହ୍ନଟ ହେଲା ପୋଲିଓର ପ୍ରଥମ ମାମଲା

ୱାଶିଂଟନ: ପ୍ରାୟ ୧୦ ବର୍ଷ ପରେ ଆମେରିକାରେ ଚିହ୍ନଟ ହୋଇଛି ପୋଲିଓ ଭାଇରସର ପ୍ରଥମ ମାମଲା। ନ୍ୟୁୟର୍କର ସ୍ୱାସ୍ଥ୍ୟ ବିଭାଗ କହିଛି ଯେ ରକଲ୍ୟାଣ୍ଡ କାଉଣ୍ଟରେ ରହୁଥିବା ଜଣଙ୍କ ଶରୀରରୁ ଏହି ଭାଇରସ ଠାବ ହୋଇଛି। ଶେଷଥର ପାଇଁ ୨୦୧୩ ଶେଷ ଭାଗରେ ଆମେରିକାରେ ପୋଲିଓ ରୋଗୀ ଚିହ୍ନଟ ହୋଇଥିଲେ।

ଦ୍ରୌପଦୀ ମୁର୍ମୁଙ୍କୁ ୬୪%, ରାଜେନ୍ଦ୍ର ପ୍ରସାଦଙ୍କ ନାଁରେ ରହିଛି ସର୍ବାଧିକ ଭୋଟ

ନୂଆଦିଲ୍ଲୀ: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ସେ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ହରାଇ ପ୍ରଥମ ଆଦିବାସୀ ମହିଳା ଭାବେ ଦେଶର ସର୍ବୋଚ୍ଚ ପଦରେ ବସିବାକୁ ଯାଉଛନ୍ତି। ତାଙ୍କ ଭୋଟ ଭାଗ ୬୪% ଥିବା ବେଳେ ଯଶୱନ୍ତ ସିହ୍ନାଙ୍କୁ

କେଜ୍ରିୱାଲଙ୍କ ନୂଆ ଅବକାରୀ ନୀତିର ତଦନ୍ତ କରିବ ସିବିଆଇ! ସୁପାରିସ କଲେ ଉପ ରାଜ୍ୟପାଳ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀର କ୍ଷମତାସୀନ ଆମ ଆଦ୍‌ମୀ ପାର୍ଟି ସରକାର ଓ ଉପ ରାଜ୍ୟପାଳ ବିନୟ କୁମାର ସକ୍ସେନାଙ୍କ ମଧ୍ୟରେ ନୂଆ ବିବାଦ ସୃଷ୍ଟି ହୋଇଛି। ‌ଅରବିନ୍ଦ କେଜ୍ରିୱାଲ ସରକାର ଲାଗୁ କରିଥିବା ନୂଆ ଅବକାରୀ ନୀତିରେ ହେରଫେର ହୋଇଥିବା ସନ୍ଦେହ କରି ଉପ ରାଜ୍ୟପାଳ ସକ୍ସେନା ଏହାର

ଦ୍ରୌପଦୀଙ୍କୁ ଭୋଟ ଦେଇଥିଲେ ଅଖିଲେଶଙ୍କ ସହଯୋଗୀ, ସୁରକ୍ଷା ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଥିବା ଅଖିଲେଶ ଯାଦବଙ୍କ ଘନିଷ୍ଠ ସହଯୋଗୀଙ୍କ ମିଳିଛି ୱାଇ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା। ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ବେଳେ ଏସ୍‌ବିଏସ୍‌ପିର ମୁଖ୍ୟ ଓମ ପ୍ରକାଶ ରାଜବହର ସମାଜବାଦୀ ପାର୍ଟି ସହ ମିଶି