Sign in
Sign in
Recover your password.
A password will be e-mailed to you.
ଯାତ୍ରୀବାହୀ ଅଟୋ ଓଲଟି ଜଣେ ଗୁରୁତର
ହିଞ୍ଜିଳିକାଟୁ (୧୪/୬): ମଙ୍ଗଳବାର ସନ୍ଧ୍ୟାରେ ହିଞ୍ଜିଳି ଥାନା ବୁରୁପୋଡା କାଳି ମନ୍ଦିର ଛକ ନିକଟରେ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିବାରୁ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମର ମହନ୍ତର ପୋଲାଇ (୬୮) । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର!-->…
ଆଜି ରାଜ୍ୟର ୧୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ)- ସାରା ରାଜ୍ୟରେ ରଜ ପର୍ବକୁ ନେଇ ଧୁମ୍ ଚାଲିଥିବା ବେଳେ ପ୍ରଚଣ୍ଡ ଗ୍ରୀଷ୍ମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ମଙ୍ଗଳବାର ପହିଲି ରଜରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି। ୧୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ!-->…
କର୍ମଚାରୀ ନେତା ସ୍ୱର୍ଗତ ସୁରେଶ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀର କର୍ମଚାରୀ ନେତା ସ୍ୱର୍ଗତ ସୁରେଶ ପଟନାୟକ ଆଉ ନାହାନ୍ତି। ତିନିଦିନ ତଳେ ହଠାତ ଦେହ ଅସୁସ୍ଥ ହେବାରୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ନେଇଥିଲେ।ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ନଥିବାରୁ ଚିକିତ୍ସା କରୁଥିବା ଡାକ୍ତର ରେଫର କରିଦେଇଥିଲେ।ଏବଂ ଅଳ୍ପ!-->!-->!-->…
ଡ଼୍ୟାନ୍ସ ଏକାଡେମୀ ଫୁଲବାଣୀର ୨୨ତମ ବାର୍ଷିକ ଉତ୍ସବ ରଜମଉଜ ଧୁମଧାମରେ ପାଳିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଗାନ୍ଧୀ ସ୍ମୃତି ଭବନ ଠାରେ ଡ଼୍ୟାନ୍ସ ଏକାଡେମୀ ଫୁଲବାଣୀର ୨୨ ତମ ବାର୍ଷିକ ଉତ୍ସବ ରଜ ମଉଜ ଧୁମଧାମରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିପିନ ବିହାରୀ ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା!-->!-->!-->…
ଗୋରୁ ବୋଝେଇ ପିକ୍ଅପ ଗାଡ଼ି ଜବତ, ୭ ଗୋରୁ ଉଦ୍ଧାର ୨ ଦଲାଲ ଗିରଫ
ହିଞ୍ଜିଳିକାଟୁ (୧୪।୬) : ହିଞ୍ଜିଳିକାଟୁ ଅଞ୍ଚଳରୁ ବେଆଇନ ଭାବେ ଗାଇ ଗୋରୁ ଚାଲାଣ କରାଯାଉଥିବା ବେଳେ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ଥାନ ଖଣ୍ଡରା ଗ୍ରାମ ନିକଟରୁ ଏକ ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନ(ଓଡ଼ି୦୭ ଏ ଏ ୫୯୮୮)କୁ ହିଞ୍ଜିଳି ପୁଲିସ ଜବତ କରିବା ସହ ଗୋଚାଲାଣକାରୀ ୨ ଜଣଙ୍କୁ!-->…
କାଲିଠୁ ଅଲାରନାଥରେ ଅନବସର ଦର୍ଶନ
ବ୍ରହ୍ମଗିରି: ମଙ୍ଗଳବାର ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେଉଛ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଶୀଜିଉଙ୍କୁ ଜ୍ବର ହେବ । ଏହାପରେ ଶ୍ରୀଜିଉ ୧୪ ଦିନ ଧରି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଇବେ ।
ଏହି ସମୟରେ ବ୍ରହ୍ମଗିରି ଅଲାରନାଥ!-->!-->!-->…
ବଜ୍ରାଘାତରେ ୩ ବଳଦ ମୃତ
ଦାରିଙ୍ଗବାଡ଼ି(୧୪/୬) : ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ପଞ୍ଚାୟତ ଅନ୍ତର୍ଗତ ପେଟେଡ଼ାବାଡ଼ି ଗ୍ରାମରେ ବଜ୍ରଘାତ ହୋଇ ୩ ଟି ବଳଦର ମୃତ୍ୟୁ ହୋଇଛି। ଆଜି ଦିନ ସନ୍ଧ୍ୟା ୫ ଘଣ୍ଟା ସମୟରେ ଏହି ବଜ୍ରପାତ ଘଟିଥିବା ଜଣା ପଡ଼ିଛି । ଏଥି ସହିତ ଅଂଚଳରେ ବର୍ଷା ପବନ ମଧ୍ୟ ହୋଇଥିଲା।!-->!-->!-->…
ଭାରତୀୟଙ୍କ ଉପରେ ଲଗାଇଥିବା ଭିସା ବ୍ୟାନକୁ ହଟାଇଲା ଚାଇନା
ବେଜିଂ: ମହାମାରୀ କରୋନା ପାଇଁ ଭାରତୀୟଙ୍କ ଭିସା ଉପରେ କଠୋର ପ୍ରତିବନ୍ଧକ ଲଗାଇଥିବା ଚାଇନା ନିଜ ଆଭିମୁଖ୍ୟରେ ପରିବର୍ତ୍ତନ କରିଛି। ଦୀର୍ଘ ୨ ବର୍ଷ ହେଲା ଭିସା ବ୍ୟାନ ଯୋଗୁ ଭାରତୀୟ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକ ଭୋଗୁଥିବା ସମସ୍ୟାର ସମାଧନ କରିବ ଚାଇନା। ଏଣିକି ସେମାନଙ୍କୁ ଭିସା!-->…
ନକଲି ଡାକ୍ତର ରମେଶ ଜେନାର ଚାର୍ଜସିଟ ଦାଖଲ
ଭୁବନେଶ୍ବର; ଖୋଲିବ ନକଲି ଡାକ୍ତରର ଅସଲ କାହାଣୀ । ୧୮ ସ୍ତ୍ରୀର ସ୍ୱାମୀ ସାଜିଥିବା ରମେଶ ସ୍ୱାଇଁଙ୍କ ପାଇଁ ବଢୁଛି ଅଡୁଆ । ବର୍ତ୍ତମାନ ସୁଦ୍ଧା ପୁଲିସ ରେକର୍ଡରେ ଏହି ଠକ ଡାକ୍ତରର ରହିଛନ୍ତି ୧୮ଜଣ ସ୍ତ୍ରୀଙ୍କ ସମେତ ୧୦୩ ସାକ୍ଷୀ । ଏହି ପତ୍ନୀମାନେ ଗୋଟି ଗୋଟି କରି କହିବେ ଠକ ରମେଶର!-->…
ଏୟାର ଇଣ୍ଡିଆ ଉପରେ ଲାଗିଲା ୧୦ ଲକ୍ଷ ଟଙ୍କାର ଫାଇନ୍
ନୂଆଦିଲ୍ଲୀ: ବିମାନ ସେବା ପ୍ରଦାନକାରୀ ସଂସ୍ଥା ଏୟାର ଇଣ୍ଡିଆ ଉପରେ ଲାଗୁ ହୋଇଛି ୧୦ ଲକ୍ଷ ଟଙ୍କାର ଫାଇନ୍। ଯାତ୍ରୀମାନଙ୍କ ପାଖରେ ବୈଧ ଟିକେଟ ଥିଲେ ମଧ୍ୟ ଏୟାର ଇଣ୍ଡିଆ ସେମାନଙ୍କୁ ଉଡ଼ାଣ ପାଇଁ ଅନୁମତି ଦେଇନି। ସେହିପରି ନିୟମ ଅନୁସାରେ ସେବାରୁ ବଞ୍ଚିତ ହୋଇଥିବା ଯାତ୍ରୀମାନଙ୍କୁ!-->…