ରାଇଘର ବ୍ଲକ ଦୁର୍ନୀତି ଚରମ ସୀମାରେ : ପ୍ରଶାସନର ଦୃଷ୍ଟି ପଡ଼ିବ କେବେ ?

ଉମରକୋଟ (୧୮/୦୭) : ରାଇଘର ବ୍ଲକର ଦୁର୍ନୀତିର କଥା କହିଲେ ନ ସରେ | ବାରମ୍ବାର ଗଣମାଧ୍ୟମରେ ଖବର ପ୍ରସାରିତ ହେବା ପରେ ମଧ୍ୟ ପ୍ରଶାସନର ରାଇଘର ବ୍ଲକ ପ୍ରତି ଦୃଷ୍ଟି ପଡ଼ୁ ନାହିଁ | ରାଇଘର ବ୍ଲକରେ ପୋଖରୀ ଖନନ କାମରେ ଠିକାଦାର, ଜି ଆର ଏସ ଓ ଓଭରସିଓର ବିଲ କରି ଲକ୍ଷଲକ୍ଷ ଟଙ୍କା ଆତ୍ମସାତ

ନିଜ ବିରୋଧରେ ଲାଗିଥିବା ଅଭିଯୋଗକୁ ଖଣ୍ଡନ କଲେ ତିର୍ତ୍ତୋଲ ବିଧାୟକ

ଜଗତସିଂହପୁର: ନିଜ ବିରୋଧରେ ଲାଗିଥିବା ଅଭିଯୋଗକୁ ପୁଣି ଥରେ ଖଣ୍ଡନ କରିଛନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ସେ କହିଛନ୍ତି ଯେ କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ କରୁ । ସତ ସାମ୍ନାକୁ ଆସିବ । ଜାଣିଶୁଣି ତାଙ୍କୁ ବଦନାମ କରିବାକୁ ଏଭଳି ଷଡଯନ୍ତ୍ର କରାଯାଉଥିବା ସେ କହିଛନ୍ତି

ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋଓ୍ଵାର୍ଣ୍ଣିଂ ଜାରି

ଆଉ ୨ ଦିନ ପର୍ଯ୍ୟନ୍ତ ହୋଇପାରିବ ଟିକାକରଣ, ସରିଆସିଲାଣି ଷ୍ଟକ୍

ଭୁବନେଶ୍ବର : ପ୍ରିକସନ୍ ଡୋଜ୍ ନେଇ ପ୍ରତିକ୍ରିୟା ରଖିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ପାଣିଗ୍ରାହୀ । ସେ କହିଛନ୍ତି, ୧୮ରୁ ୫୯ ବର୍ଷ ବୟସ୍କ ଲୋକଙ୍କୁ ଜୁଲାଇ ୧୫ ତାରିଖରୁ ମାଗଣାରେ ପ୍ରିକସନ୍ ଡୋଜ୍ ଦିଆଯାଉଛି । ୧୫ ତାରିଖ ପର୍ଯ୍ୟନ୍ତ ୧ ଲକ୍ଷ ୫୨ ହଜାର ପ୍ରିକସନ୍

ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ଯୁବକଙ୍କ ଆତ୍ମହୁତି ଉଦ୍ୟମ

କାମାକ୍ଷାନଗର:ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଚାଲିଥିବା ବେଳେ ଜରେ ଯୁବକ କିରାସିନ ଢାଳି ଆତ୍ମହୁତି ଉଦ୍ୟମ କରିଛି। ଯୁବକ ଜଣକ ହେଉଛନ୍ତି ପରଜଙ୍ଗ ଥାନା କାଦପଡା ଗାଁର ବାବୁ ସାହୁ ।ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜରେ ଏଲିଫ୍ୟାଣ୍ଟ

ସିଏମ୍‌ସିର ଉଚ୍ଛେଦ ବେଳେ ଛିଣ୍ଡି ପଡ଼ିଲା ବିଦ୍ୟୁତ୍‌ ତାର, ୪ ଆହତ

କଟକ: ଜବର ଦଖଲ ଉଚ୍ଛେଦ କରା ଯାଉଥିବା ସମୟରେ ଅଘଟଣ । ବିଜୁଳି ତାର ଘର ଉପରେ ଛିଣ୍ଡି ପଡିବା ଫଳରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । କଟକ ଯୋବ୍ରା ରହମାନ୍ ଛକରୁ ଏଭଳି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ସିଏମସି ଜବର ଦଖଲ ଉଚ୍ଛେଦ କଲାବେଳେ ବିଜୁଳି ତାର ଛିଣ୍ଡି

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଲେ ମହମ୍ମଦ ମୋକିମ, କହିଲେ ମାଟିର ଝିଅକୁ ଭୋଟ୍‌ ଦେଲି

ଭୁବନେଶ୍ବର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଲେ ମହମ୍ମଦ ମୋକିମ। NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଇଛନ୍ତି ବାରବାଟୀ-କଟକ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ। ନିଜ ବିବେକ ଅନୁସାରେ ଭୋଟ୍‌ ଦେଇଛି ବୋଲି କହିଛନ୍ତି ମୋକିମ। ଆଜିର ନିର୍ବାଚନ ଗୁରୁତ୍ୱପୂର୍ଣ୍ଣ ଥିଲା। ଆମେ

ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର:  ରାଷ୍ଟ୍ରପତି ପଦ ଲାଗି ଚାଲିଛି ଭୋଟିଂ । ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ପ୍ରତିନ୍ଦ୍ୱନ୍ଦ୍ୱିତା କରୁଛନ୍ତି ବିରୋଧୀ ଦଳଙ୍କ ପ୍ରାର୍ଥୀ ଯଶଓ୍ଵନ୍ତ ସିହ୍ନା। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟଗ୍ରହଣ । ଏଥିଲାଗି ଉଭୟ ସଂସଦ ଓ ରାଜ୍ୟର ବିଧାନସଭାଗୁଡିକରେ ହୋଇଛି

ରାଷ୍ଟ୍ରପତି ନିର୍ବାଚନ: ଦିଲ୍ଲୀରେ ଭୋଟ ଦେଲେ ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ

ନୂଆଦିଲ୍ଲୀ/ ଭୁବନେଶ୍ବର: ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ ଆଜି ମଧ୍ୟାହ୍ନ ୧୨ଟାରେ ସଂସଦ ଭବନରେ ଥିବା ବିଜେଡି ସଂସଦୀୟ ପାର୍ଟି ଅଫିସରେ ଏକାଠି ହୋଇଥିଲେ। ଏହାପରେ ସେମାନେ ଓଡ଼ିଶାର ଝିଅ ତଥା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ମତଦାନ କରିବାକୁ ଯାଇଥିଲେ।

ରାଜ୍ୟରେ ୨୪ ଘଣ୍ଟାରେ ୮୧୬ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୧୮ ନୂଆ କେସ୍‌

ଭୁବନେଶ୍ବର: ଗତକାଲି ତୁଳନାରେ ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି। ଗତକାଲି ୮୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା