ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ବିଭିନ୍ନ ମନ୍ଦିର ଓ ପୂଜାସ୍ଥଳରେ ପୂଜାର୍ଚ୍ଚନା

ଆସନ୍ତାକାଲି ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁର୍ଙ୍କ ବିଜୟ ପାଇଁ ଆଜି ରାଜ୍ୟର ବିଭିନ୍ନ ମନ୍ଦିର, ଦେବସ୍ଥାନ, ପୂଜାସ୍ଥଳୀରେ ପୂଜା ଅର୍ଚ୍ଚନା କରାଯାଇଛି। ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ସମ୍ବଲପୁରରେ ମା

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରୁ ରବିବାର ଆଉ ୬୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୮୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି

ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି

ଭୁବନେଶ୍ବର: ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି ହୋଇଛି। ଇଓଡବ୍ଲୁ ର ଅନୁରୋଧ କ୍ରମେ ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଏହି ସର୍କୁଲାର ଜାରି ହୋଇଥିବା ଜଣାଯାଇଛି। ଚାଇନାର ଠକମାନେ ବେଆଇନ ଡିଜିଟାଲ ଲୋନ୍ ଆପ୍ ମାଧ୍ୟମରେ ଲୋକଙ୍କୁ ଠକୁଥିବା ନେଇ ଅଭିଯୋଗ

ଗୋପବନ୍ଧୁ ଛକରେ ଥିବା ରିଲାଏନ୍ସ ଫ୍ରେସ ଷ୍ଟୋର ସିଲ୍ 

ଭୁବନେଶ୍ୱର : ପୁଣି ଥରେ ସ୍ୱଚ୍ଛତାମାନ ପରୀକ୍ଷଣ କରାଯାଇ ବିଏମସି ପକ୍ଷରୁ ଚଢାଉ ଆରମ୍ଭ ହୋଇଛି। ଗୋପବନ୍ଧୁ ଛକରେ ଥିବା ରିଲାଏନ୍ସ ଫ୍ରେସ ଷ୍ଟୋର ସିଲ୍ ହୋଇଛି। । ଷ୍ଟୋରରେ ଡଷ୍ଟବିନ୍ ବ୍ୟବହାର ଏବଂ ସ୍ୱଚ୍ଛତା ପାଳନ ହେଉନଥିବା ଅଭିଯୋଗ, ଅଭିଯୋଗ ପରେ ଚଢ଼ାଉ କରି ୩ ଦିନ ପାଇଁ ଷ୍ଟୋରକୁ

ନାଗାବଳୀ ନଦୀରେ ଫସିଥିବା ୨ ପର୍ଯ୍ୟଟକ ଉଦ୍ଧାର

ରାୟଗଡା: ନାଗାବଳୀ ନଦୀରେ ଫସିଥିବା ଦୁଇ ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି । ଅଗ୍ନିଶମବାହିନୀ ଓ ପୋଲିସର ମିଳିତ ଉଦ୍ୟମରେ ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛିା ହଠାତ ବନ୍ୟା ପାଣି ଆସିବା ଫଳରେ ୨ ଜଣ ନଦୀ ମଧରେ ଫସିଯାଇଥିଲେ । ରାୟଗଡା ଜିଲ୍ଲା ଦେଇ ଯାଇଥିବା ନାଗାବଳୀ ନଦୀରେ ଏହି ଦୁଇ ଜଣ

କାର୍ଯ୍ୟରତ ସ୍ୱିଗି ଡେଲିଭରି ବୟଙ୍କ ମୃତ୍ୟୁ; ହତ୍ୟା ସନ୍ଦେହ

କଟକ : କଟକରେ ଜଣେ ଖାଦ୍ୟ ଡେଲିଭରି ବଏଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଗତ କାଲି ରାତିରେ ଖାଦ୍ୟ ଡେଲିଭରି ଦେବାକୁ ଆସିଥିବା ସ୍ୱିଗି ଡେଲିଭରି ବୟ ନିରାକାର ବେତାଳ ଆଉ ଫେରି ନଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ନିରାକାର ଘରକୁ ନଫେରିବାରୁ ଘର ଲୋକେ ଫେଜ୍-ଟୁ ଥାନାରେ ଅଭିଯୋଗ କରିଥିଲେ।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଛି ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ

ଭୁବନେଶ୍ବର: ଆଜିଠୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ରେ ଆୟୋଜିତ ହେଇଛି ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ। କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ରାଜ୍ୟ ସ୍ୱଇମିଙ୍ଗ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ୪୮ ତମ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପ ଆଜିଠାରୁ ଆରମ୍ଭ ହେଇଛି I

ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲାର କାର୍ଯ୍ୟକାରିଣୀ ବୈଠକ

ବ୍ରହ୍ମପୁର (୧୭/୦୭) : ଆଜି ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ର କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ୱରେ ଦିଗପହଣ୍ଡି ରାଜ ନହର ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି। ରାଜ୍ୟ ଉପ-ସଭାପତି ଭୃଗୁ ବକ୍ସିପାତ୍ର ପ୍ରଦୀପ ପ୍ରଜ୍ୱଳନ

ବୋଲବମ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି

ଭୁବନେଶ୍ବର: ଦିନକ ପରେ ଶ୍ରାବଣ ମାସ ପ୍ରଥମ ସୋମବାର। ବୋଲ୍‍ବମ୍‍ ହର୍‍ହର୍‍ ବମ୍‍ ...ହର ହର ମହାଦେବର ଧ୍ୱନିରେ କମ୍ପବା ଆରମ୍ଭ ହେଲାଣି ଏକାମ୍ର କ୍ଷେତ୍ର। ଦୁଇବର୍ଷ କରୋନା କଟକଣା ଯୋଗୁଁ ନିରାଶ ହୋଇଥିବା ମାନସିକଧାରୀମାନେ ଦୂରଦୂରାନ୍ତରୁ ଆସି ଶ୍ରୀଲିଙ୍ଗରାଜଙ୍କ କ୍ଷେତ୍ରରେ ଜଳଲାଗି

ବୋହୂର ଟାଙ୍ଗିଆ ଚୋଟରେ ଶ୍ୱଶୁରର ମୃତ୍ୟୁ 

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କୁଟୁରିଆ ଗାଁରେ ବିଭତ୍ସ ହତ୍ୟାକାଣ୍ଡ । ବୋହୂର ଟାଙ୍ଗିଆ ଚୋଟରେ ଶ୍ୱଶୁରର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କୁଟୁରିଆ ଗାଁର ବେଣୁଧର ପ୍ରଧାନ । ବୋହୂ ଯଶୋଦା ପ୍ରଧାନ ଗୁରୁତର ହୋଇଛନ୍ତି ।ଯଶୋଦାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପରଜଙ୍ଗ ଗୋଷ୍ଠୀ